Posted inଖେଳ

କୋହଲିଙ୍କ ବଡ଼ ଫ୍ୟାନ୍‌ ହେଲେ ଇଂଲଣ୍ଡର ଏହି ଅଧିନାୟକଙ୍କ ପୁଅ: ବ୍ୟାଟିଂ ବେଳେ…

ନୂଆଦିଲ୍ଲୀ,୧।୧୨: ବର୍ତ୍ତମାନ ସମୟର ସବୁଠାରୁ ବେଶି ଲୋକପ୍ରିୟ କ୍ରିକେଟ ତାରକାଙ୍କ ମଧ୍ୟରୁ ଭାରତୀୟ ଅଧିନାୟକ ବିରାଟ କୋହଲି ଅନ୍ୟତମ। ଦେଶ ତଥା ବିଦେଶରେ ତାଙ୍କର ଲକ୍ଷ ଲକ୍ଷ ପ୍ରଶଂସକ। ପିଲାଠାରୁ ଆରମ୍ଭ କରି ବୁଢ଼ା ପର୍ଯ୍ୟନ୍ତ ସମସ୍ତେ ତାଙ୍କ ବ୍ୟାଟିଂ ଦେଖି ମନ୍ତ୍ରମୁଗ୍ଧ ହୁଅନ୍ତି। ସେଭଳି କ୍ରମରେ ଇଲଂଣ୍ଡର ପୂର୍ବତନ ଅଧିନାୟକ ମାଇକେଲ ଭାଉଘାନଙ୍କ ପୁଅ ମଧ୍ୟ କୋହଲିଙ୍କ ଜଣେ ବଡ଼ ପ୍ରଶଂସକ। ସେ ସର୍ବଦା ତାଙ୍କର ଖେଳ ଦେଖିବାକୁ ଆଗ୍ରହ ପ୍ରକାଶ କରିଥାନ୍ତି। ଯେତେବେଳେ କୋହଲି ବ୍ୟାଟିଂ କରିବେ ଉଠାଇଦେବ ବୋଲି ପୁଅ କହିଥାନ୍ତି ବୋଲି ଭାଓନ ନିକଟରେ କହିଛନ୍ତି।

ଭାଓନଙ୍କ ପୁଅ କ୍ରିକେଟ ଖେଳିବାକୁ ଭଲପାଆନ୍ତି। ସେ ସବୁବେଳେ ବିରାଟଙ୍କ ବ୍ୟାଟିଂ ଦେଖିଥାନ୍ତି। ଦ୍ୱିତୀୟ ଦିନିକିଆରେ ବିରାଟ କ୍ୟାଚ୍‌ ଆଉଟ୍‌ ହେବାପରେ ପୁଅ ଆଉ କିଛି କରିବା ପାଇଁ ନିଜ ରୁମ୍‌କୁ ଚାଲିଯାଇଥିଲେ। ପିଲାଙ୍କ ମଧ୍ୟରେ ବିରାଟ ବେଶ୍‌ ଲୋକପ୍ରିୟ। ପ୍ରୟାସ ବିନା ବଲ୍‌ ପଡ଼ିଆ ବାହାରକୁ ଗଲେ ପୁଅ ବେଶି ଖୁସି ହୋଇଥାଏ। ବିରାଟ ସେଭଳି। ସେ ଜଣେ ସ୍ବତନ୍ତ୍ର ଖେଳାଳି ବୋଲି ଭାଓନ କହିଛନ୍ତି।

ବିରାଟ ଖେଳାଳି ହିସାବରେ ବେଶ ଲୟରେ ଥାନ୍ତି। ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ୍‌ ଭାବେ ସେ ସର୍ବଶ୍ରେଷ୍ଠ। ଅଷ୍ଟ୍ରେଲିଆ ବିପକ୍ଷରେ ଶେଷ ୩ଟି ଟେଷ୍ଟ ମ୍ୟାଚ୍‌ରେ ସେ ରହିବେ ନାହିଁ। ତେଣୁ ଚିନ୍ତା ଲାଗୁଛି। ଭାରତୀୟ ଖେଳାଳିମାନେ ତାଙ୍କ ବିନା ଖେଳିବେ। ସେ ଟେଷ୍ଟ ଟିମ୍‌ ପାଇଁ ମହତ୍ୱପୂର୍ଣ୍ଣ ବୋଲି ସେ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

କୋରାପୁଟରେ ରଜ ମହୋତ୍ସବ

କୋରାପୁଟ,୧୪।୬(ଅମିତାଭ ବେହେରା ): ଓଡ଼ିଶାର ଗଣପର୍ବ ରଜର ଉତ୍ସାହ ଏବେ ଗାଁଠୁ ସହର ସବୁଠି ପରିଲକ୍ଷିତ ହେଉଛି। ଏହି ପରିପ୍ରେକ୍ଷୀରେ କୋରାପୁଟ ସ୍ଥିତ ସ୍ଥାନୀୟ ଦକ୍ଷତା ବୃଦ୍ଧି…

ବଙ୍ଗ ରାଜନୀତିରେ ବଡ଼ ଖେଳ! ଏହି ଦଳରେ ମିଶିବେ ଟିଏମସିର ବିଦ୍ରୋହୀ ଏମପି, ବଡ଼ ସୂଚନା ଦେଲେ….

କୋଲକାତା,୧୪।୬: ବିଦ୍ରୋହୀ ଟିଏମସି ଏମପିମାନେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ରିପୋର୍ଟ ଅନୁସାରେ, ମିଶ୍ରଣ ପରେ ସେମାନେ ନ୍ୟାସନାଲିଷ୍ଟ ସିଟିଜେନ୍ସ ପାର୍ଟିରେ ଯୋଗଦେବେ ଏବଂ ଏନଡିଏକୁ…

ନାଳରୁ ମିଳିଲା ମୃତଦେହ: କାରଣ ଖୋଜୁଛି ପୋଲିସ

ବଞ୍ଚୋ,୧୪।୬:(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ନାନିକାବାହାଳି ଗ୍ରାମ ନିକଟସ୍ଥ ଗଣ୍ଡନାଳରୁ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ…

ଭାରସାମ୍ୟ ହରାଇ ଗଛକୁ ପିଟିଲା ବୁଲେଟ୍, ୩….

ଭଞ୍ଜନଗର,୧୪।(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ରାସ୍ତାର କଣ୍ଟେଇପଲ୍ଲୀ ଛକ ନିକଟରେ ଥିବା ଜଳଭଣ୍ଡାର ଗୋଲେଇ ଠାରେ ବଡ଼ ସଡ଼କ ଦୁର୍ଘଟଣା ହୋଇଛି । ରବିବାର…

ଚାମେଲି ଓଝାଙ୍କ ସମର୍ଥନରେ ବେତାଳିଗାଁ ବଜାରରେ ବିଶାଳ ପ୍ରତିବାଦ ସଭା, ଗର୍ଜିଲେ ଜନସାଧାରଣ

ତିହିଡ଼ି,୧୪।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବେତାଳିଗାଁ ବଜାରଠାରେ ପାଳାସାହି ଗ୍ରାମପଞ୍ଚାୟତ ପକ୍ଷରୁ ଏକ ବିଶାଳ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି । କେନ୍ଦ୍ରାପଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri