Posted inଖେଳ

ଅଷ୍ଟ୍ରେଲିଆ ସମର୍ଥନରେ ମିକ୍‌ ପରିବାର

ରାଉରକେଲା ଅଫିସ, ୧୩ା୩: ରବିବାର ହକି ପ୍ରୋ-ଲିଗର ତୃତୀୟ ଦିନ ଖେଳରେ ଭାରତ ବନାମ ଅଷ୍ଟ୍ରେଲିଆ ମ୍ୟାଚ୍‌କୁ ଦେଖିବା ନିମନ୍ତେ ବିର୍ସା ମୁଣ୍ଡା ଖେଳ ପଡିଆରେ ଭିଡ ଜମିଥିଲା। ଅଷ୍ଟ୍ରେଲିଆ ହକି ଦଳର ସମର୍ଥନରେ ଅଷ୍ଟ୍ରେଲିଆରୁ ମିକ୍‌ ପରିବାର ବର୍ଗ ମଧ୍ୟ ରାଉରକେଲା ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ପହଞ୍ଚତ୍ଥିଲେ। ମିକ୍‌ ତାଙ୍କ ସ୍ତ୍ରୀ, ବଡଭାଇ ଜଷ୍ଟେନ ସସ୍ତ୍ରୀକ ଉପସ୍ଥିତ ଥିଲେ। ଅଷ୍ଟ୍ରେଲିଆ ଦଳର ଖେଳାଳି ଆନନ୍ଦ ଗୁପ୍ତେଙ୍କ ଜେଜେମା ନିଜ ନାତିର ଖେଳ ଦେଖିବା ପାଇଁ ତାଙ୍କ ପଡୋଶୀ ମିସେସ ହେଡେନଙ୍କ ସହ ମଧ୍ୟ ସାମିଲ ହୋଇଥିଲୋ

 


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କ ହଙ୍ଗାମା ମଧ୍ୟରେ ଲୋକ ସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ବିଲ୍

ନୂଆଦିଲ୍ଲୀ,୨୯ା୭: ଲୋକ ସଭାରେ ଆଣ୍ଟି ପେପର ଲିକ୍ ବିଲ୍ ପାରିତ ହୋଇଛି । ପରୀକ୍ଷାରେ ସଂସ୍କାର ନେଇ ଆସିଥିବା ବିଲ୍ ପାରିତ ହୋଇଛି । ପରୀକ୍ଷାରେ ପେପର…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୯ା୭: ବନ୍ୟା ପ୍ରଭାବିତ ଜିଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ଜିଲାପାଳମାନଙ୍କୁ ସ୍କୁଲ ଛୁଟି ଘୋଷଣା ସମ୍ପର୍କିତ…

ଲଗାଣ ବର୍ଷାରେ ପଦ୍ମପୁର ସହର ବେହାଲ: ୱାର୍ଡ ବୁଲି କ୍ଷୟକ୍ଷତି ଅନୁଧ୍ୟାନ କଲେ ବିଧାୟିକା

ପଦ୍ମପୁର,୨୯।୭(ପ୍ରଦୀପ୍ତ ଦାଶ): ଲଗାଣ ବର୍ଷାରେ ପଦ୍ମପୁର ସହରର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗତ ୨୪ ଘଣ୍ଟା ମଧ୍ୟରେ ପଦ୍ମପୁରରେ ୧୪୮ ମିଲିମିଟର ବର୍ଷା ରେକର୍ଡ ହୋଇଥିବାବେଳେ ବର୍ତ୍ତମାନ…

୬୬ ଜଣଙ୍କୁ ଚୋରି ମୋବାଇଲ ଫେରାଇଲା ଛତ୍ରପୁର ଉପଖଣ୍ଡ ପୋଲିସ

ଛତ୍ରପୁର,୨୯।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ ଦାରା ଛତ୍ରପୁର ଉପଖଣ୍ଡ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜାମ ଜିଲା ଆରକ୍ଷୀ ଅଧିକ୍ଷକ ହରିଶ ବି.…

ରାଜ୍ୟ ସରକାରୀ କର୍ମଚାରୀଙ୍କ ବଲ୍ଲେ ବଲ୍ଲେ! କେନ୍ଦ୍ର କର୍ମଚାରୀଙ୍କ ଭଳି ବଢିବ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୨୯ା୭: ପଶ୍ଚିମବଙ୍ଗର ହଜାର ହଜାର ସରକାରୀ କର୍ମଚାରୀଙ୍କ ପାଇଁ ଏକ ଖୁବ୍‌ ଭଲ ଖବର ସାମ୍ନାକୁ ଆସିଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ମହଙ୍ଗା ଭତ୍ତା (DA) କୁ ନେଇ…

ଜୁଲାଇ ୩୧ରୁ ମିଳିବନି ଚିକେନ୍! ବିକ୍ରି ବନ୍ଦ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୯ା୭: ଭାରତ ଏକ ବିବିଧତାରେ ପରିପୂର୍ଣ୍ଣ ଦେଶ, ଯେଉଁଠାରେ ଭିନ୍ନ ଭିନ୍ନ ଧର୍ମ, ବିଶ୍ୱାସ ଏବଂ ଚିନ୍ତାଧାରାର ଲୋକମାନେ ବାସ କରନ୍ତି। ଆମିଷ (ନନ୍-ଭେଜ୍) ଖାଉଥିବା ଲୋକଙ୍କ…

ଲୋକ ସଭାରେ ରାହୁଲ ଖୋଲାଖୋଲି କହିଦେଲେ ଏକ ବଡ଼ କଥା, ରାଗିଗଲେ କିରେନ ରିଜିଜୁ, କହିଲେ କ୍ଷମା ନ ମାଗିଲେ…

ନୂଆଦିଲ୍ଲୀ,୨୯ା୭: ଲୋକ ସଭାରେ ପେପର ଲିକ୍‌ ବିରୋଧୀ ବିଲ୍‌ ସମୟରେ ରାହୁଲ ଗାନ୍ଧୀ ତାଙ୍କର ଭାଷଣ ରଖିଥିଲେ। ଏହି ସମୟରେ ରାହୁଲ ଜୋର୍‌ ଦେଇ କହିଥିଲେ ଯେ,…

ବନ୍ୟାରେ ୬ ଜିଲାର ୪୪ ବ୍ଲକ ପ୍ରଭାବିତ, ୪ ମୃତ

ଭୁବନେଶ୍ୱର,୨୯ା୭: ବନ୍ୟାରେ ୬ ଜିଲାର ୪୪ ବ୍ଲକ ପ୍ରଭାବିତ ହୋଇଛି। ଏନେଇ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବାଲେଶ୍ୱରର ୧୨, ଭଦ୍ରକର ୫, ଢେଙ୍କାନାଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri