Posted inଜାତୀୟ

ଟୁଇଟର ବନ୍ଦ କଲା ୯୭ ପ୍ରତିଶତ ଆକାଉଣ୍ଟ

ନୂଆଦିଲ୍ଲୀ,୧୨ ।୨: କେନ୍ଦ୍ର ସରକାରଙ୍କ ପକ୍ଷରୁ ଲଗାତାର ଚାପ ପଡିବା ପରେ ମାଇକ୍ରୋବ୍ଲଗିଙ୍ଗ ସାଇଟ୍ ଟୁଇଟର ପାଖାପାଖି ୯୭ ପ୍ରତିଶତ ଆକାଉଣ୍ଟକୁ ବନ୍ଦ କରି ଦେଇଥିବା ଜଣାପଡିଛି । ଇଲୋକ୍ଟ୍ରନିକ୍ସ, ସୂଚନା ଓ ପ୍ରାଦ୍ୟୋଗିକି ମନ୍ତ୍ରଣାଳୟ ଉସକାଇବା ଭଳି କମେଣ୍ଟ ପୋଷ୍ଟ କରୁଥିବା ଆକାଉଣ୍ଟକୁ ବ୍ଲକ କରିବାକୁ କହିଥିଲା । ଯାହା ‘କୃଷକ ନରସଂହାର’ ଭଳି ହ୍ୟାସ ଟ୍ୟାଗ ବ୍ୟବହାର କରୁଥିଲେ । ଏସବୁକୁ ବନ୍ଦ କରିବାକୁ କୁହାଯାଇଥିଲା । ମିଳିଥିବା ସୂଚନା ମୁତାବକ କେନ୍ଦ୍ର ସରକାର ୨ ଥର ପ୍ରାୟ ୧,୪୩୫ ଏଭଳି ଆକାଉଣ୍ଟକୁ ଚିହ୍ନଟ କରି ବନ୍ଦ କରିବାକୁ କହିଥିଲେ । ଆଉ ଏବେ କମ୍ପାନୀ ୧,୩୯୮ ଆକାଉଣ୍ଟକୁ ବନ୍ଦ କରି ଦେଇଥିବା ଜଣାପଡିଛି । ବୁଧବାର ବିଳମ୍ବିତ ରାତିରେ ସୂଚନା ଓ ପ୍ରାଦ୍ୟୋଗିକ ମନ୍ତ୍ରଣାଳୟର ସଚିବ ଅଜୟ ପ୍ରକାଶ ସାହାଣୀ ଓ ଟୁଇଟର ପବ୍ଲିକ ପଲିସି ଉପାଧ୍ୟକ୍ଷ ମେନିକ ମେଚେ ଓ ଜିମ ବେକରଙ୍କ ମଧ୍ୟରେ ବୈଠକ ହୋଇଥିଲା । ଏହି ବୈଠକରେ ଆମେରିକା ସୋସିଆଲ ମିଡିଆ କମ୍ପାନୀ ଉସକାଇବା ଭଳି ପୋଷ୍ଟ କରୁଥିବା ୟୁଜର୍ସଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଦଇଥିବା କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

୧୨ରେ ବହୁଚର୍ଚ୍ଚିତ ଆଦାନୀ-ହିଣ୍ଡେନ୍‌ବର୍ଗ ମାମଲାର ହେବ ଶୁଣାଣି

ନୂଆଦିଲ୍ଲୀ,୧୧ା୫: ବହୁଚର୍ଚ୍ଚିତ ଆଦାନୀ-ହିଣ୍ଡେନ୍‌ବର୍ଗ ବିବାଦ ମାମଲାର ଶୁଣାଣି ସୁପ୍ରିମକୋର୍ଟରେ ୧୨ ତାରିଖରେ ହେବ। ଆଦାନୀ ଗ୍ରୁପ୍‌ ଷ୍ଟକ୍‌ ମୂଲ୍ୟରେ ଜାଲିଆତି କରିଥିବା ଏବଂ ନିୟାମକ ନିକଟରେ...

ଖତିଜା ପରଓ୍ବିନ୍‌ ଏବଂ ଅମରନାଥଙ୍କୁ ମିଳିଲା ଭାରତର ନାଗରିକତ୍ୱ

ନୂଆଦିଲ୍ଲୀ,୨୪।୧୨: ଦେଶରେ ସିଏଏକୁ ନେଇ ବିରୋଧ ଏବଂ ହିିଂସା ଜାରି ରହିଛି। ଇତିମଧ୍ୟରେ ଜମ୍ମୁ-କଶ୍ମୀରର ଖତିଜା ପରଓ୍ବିନ୍‌ ଏବଂ ଉତ୍ତରପ୍ରଦେଶରେ ବାସ କରୁଥିବା ଶରଣାର୍ଥୀ ଅମରନାଥଙ୍କୁ...

ନୀତିଶଙ୍କ ଉପରକୁ ପିଆଜ ମାଡ ଘଟଣାକୁ ନିନ୍ଦା କଲେ ତେଜସ୍ବୀ

ପାଟନା,୪।୧୧: ବିହାର ବିଧାନସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଶେଷ ହୋଇଛି। ଏବେ ତୃତୀୟ ପର୍ଯ୍ୟାୟ ଭୋଟ ପାଇଁ ପ୍ରଚାର ଚାଲିଛି। ମଙ୍ଗଳବାର...

ମୋଦିଙ୍କ କ୍ୟାବିନେଟରେ ଜ୍ୟୋତିରାଦିତ୍ୟ ସବୁଠୁ ଧନୀ ମନ୍ତ୍ରୀ, ଜାଣନ୍ତୁ ସମ୍ପତ୍ତି କେତେ

ନୂଆଦିଲ୍ଲୀ, ୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ସମ୍ପ୍ରସାରିତ କରିଥିବା କ୍ୟାବିନେଟରେ ୪୨ ପ୍ରତିଶତ ମନ୍ତ୍ରୀଙ୍କ ନାଁରେ ଆପରାଧିକ ମାମଲା ରହିଥିବା ଜଣାପଡ଼ିଛି। ଗତ ବୁଧବାର...

ଟୁର୍ନାମେଣ୍ଟ ବେଳେ କବାଡ଼ି ଖେଳାଳିଙ୍କୁ ଗୁଳି କରି ହତ୍ୟା

ନୂଆଦିଲ୍ଲୀ,୧୫।୩: ପଞ୍ଜାବର ଜଳନ୍ଧରରେ ସୋମବାର ଆୟୋଜିତ କବାଡ଼ି ଟୁର୍ନାମେଣ୍ଟରେ ଜଣେ ଖେଳାଳିଙ୍କୁ ଗୁଳି କରି ହତ୍ୟା କରାଯାଇଛି। ମୃତକ ହେଲେ ଅନ୍ତର୍ଜାତୀୟ ସ୍ତରର କବାଡି ଖେଳାଳି...

ଯୋଗ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୧।୬: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି ଅବସରରେ ସମଗ୍ର ଦେଶରେ ବ୍ୟାପକ ଆୟୋଜନ କରାଯାଇଛି । ଦେଶର ୭୫ଟି ପ୍ରମୁଖ ଐତିହ୍ୟସ୍ଥଳରେ ଯୋଗ ଓ...

ବାପାଙ୍କ ପାଇଁ ଭୋଟ ମାଗୁଛନ୍ତି ୭ ବର୍ଷୀୟା ଝିଅ

ଅଯୋଧ୍ୟା,୨୭।୧: ଗାୟତ୍ରୀ ପାଣ୍ଡେ ଏବେ ଭୋଟ ଦେବାକୁ ଯୋଗ୍ୟ ହୋଇନାହାନ୍ତି। କିନ୍ତୁ ସେ ପ୍ରଚାର କରୁଛନ୍ତି ତାଙ୍କ ବାପା ତଥା ସମାଜବାଦୀ ପାର୍ଟି ପ୍ରାର୍ଥୀ ପଓ୍ବନ...

ବାତ୍ୟା ବୁରେଭିରେ ଚାଲିଗଲା ୭ ଜୀବନ: ବ୍ୟାପକ କ୍ଷୟକ୍ଷତି

ଚେନ୍ନାଇ, ୫।୧୨-ତାମିଲନାଡୁରେ ତାଣ୍ଡବ ମଚାଇଥିବା ସାମୁଦ୍ରିକ ବାତ୍ୟା ବୁରେଭିରେ ୭ ଜଣ ଲୋକ ପ୍ରାଣ ହରାଇଛନ୍ତି। ସେହିପରି ପ୍ରବଳ ବର୍ଷା ଯୋଗୁ ମାଟି ଘର ନଷ୍ଟ...

Advertisement
Archives

Model This Week