ମଝି ଅକାଶରେ ପକ୍ଷୀ ସହ ଧକ୍କା: ତ୍ରିଭୁବନ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ…

କାଠମାଣ୍ଡୁ,୨୭।୫ : ବେଙ୍ଗାଲୁରୁ ଅଭିମୁଖେ ନେପାଳ ଏୟାରଲାଇନ୍ସର ଏକ ବିମାନ ଏ-୩୨୦ ଉଡ଼ାଣ କରୁଥିବାବେଳ ମଝି ଆକାଶରେ ପକ୍ଷୀ ସହ ଧକ୍କା ହୋଇଛି। ଏହା ପରେ ବିମାନଟିକୁ ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଫେରିବାକୁ ପଡିଥିଲା।

ତ୍ରିଭୁବନ ବନ୍ଦରର ମୁଖପାତ୍ର ଟେକନାଥ ସୀତାଲାଙ୍କ ଅନୁଯାୟୀ, ବିମାନଟି ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦରରେ ନିରାପଦରେ ଅବତରଣ କରିଛି ଏବଂ ଟେକ୍ନିସିଆନମାନେ ବିମାନର ଯାଞ୍ଚ କରୁଛନ୍ତି।

ବିମାନଟି ଅପରାହ୍ନ ୧ ଟା ୪୫ରେ ବାଙ୍ଗାଲୋର ଅଭିମୁଖେ ଯାତ୍ରା ଆରମ୍ଭ କରିଥିଲା। ଯାତ୍ରୀମାନଙ୍କୁ ଅନ୍ୟ ବିମାନକୁ ନେବା ପାଇଁ ବ୍ୟବସ୍ଥା କରାଯାଉଛି। ଏ-୩୨୦ର ସର୍ବାଧିକ ଯାତ୍ରୀ କ୍ଷମତା ୧୮୦ ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

ହଠାତ୍‌ ଅବସର ନେଇ ସମସ୍ତଙ୍କୁ ଚମକାଇଦେଲେ ଏହି ଖେଳାଳି: କ୍ରିକେଟ୍‌ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ଦକ୍ଷିଣ ଆଫ୍ରିକା ପାଇଁ ପ୍ରାୟ ଏକ ଦଶନ୍ଧି ପୂର୍ବେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବ୍ୟାଟର କୋଲିନ ଇଙ୍ଗ୍ରାମ ୪୧ ବର୍ଷ ବୟସରେ ବୃତ୍ତିଗତ…

ଭାରତ ପୁଣି ହେଲା ବିଶ୍ୱର ନମ୍ବର-୧ ଟିମ୍‌: ଇଂଲଣ୍ଡକୁ ହଟାଇ…

ନୂଆଦିଲ୍ଲୀ,୨୨।୯: ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଦଳ ପୁଣିଥରେ ICC T20 ମାନ୍ୟତାରେ ପ୍ରଥମ ସ୍ଥାନ ହାସଲ କରିଛି। ନିକଟରେ ଇଂଲଣ୍ଡ ଏହି ସ୍ଥାନ ଅକ୍ତିଆର…

ବାତ୍ୟା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ: ୨୪ ତାରିଖ ପରୀକ୍ଷା ସ୍ଥଗିତ

ଭଞ୍ଜନଗର,୨୨।୯ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଆରମ୍ଭ ହୋଇଛି। ଉପଜିଲାପାଳ ଉମାଶଙ୍କର ବେହେରା…

ଜାଲ ନୋଟ ଦେଇ କିଣୁଥିଲେ ସ୍କୁଟି, ଧରାପଡ଼ିଲେ ଅଭିଯୁକ୍ତ: ପୂରା ଘଟଣା ଜାଣିଲେ…

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ଜାଲ ନୋଟ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନ ଅନୁଯାୟୀ, ବରଗଡ ବ୍ୟାଙ୍କ କଲୋନୀ ବାସିନ୍ଦା…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ, ଆତଙ୍କିତ କୃଷ୍ଣପ୍ରସାଦବାସୀ

କୃଷ୍ଣପ୍ରସାଦ, ୨୨।୯(କୈଳାଶ ଚନ୍ଦ୍ର ପଟନାୟକ ): ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ଏହାକୁ ନେଇ ପୁରୀ ଜିଲା ଉପକୂଳବାସୀଙ୍କ ମନରେ ଛନକା ପଶିଛି…

ଏସିଆନ୍ ଗେମ୍ସରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଟିମ୍‌, ଶ୍ରୀଲଙ୍କାକୁ ହରାଇ ଜିତିଲା ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୨୨।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଦେଇଛି ମହିଳା କ୍ରିକେଟ୍ ଟିମ୍ । ଫାଇନାଲ୍‌ରେ ଶ୍ରୀଲଙ୍କାକୁ ୧୪୭ ରନ୍‌ର ବଡ଼ ବ୍ୟବଧାନରେ ହରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?