ମଝି ଆକାଶରେ ଯାନ୍ତ୍ରିକ ତ୍ରୁଟି: ଫିଲିପାଇନ୍ସରେ ଜରୁରୀକାଳୀନ ଅବତରଣ କଲା ଭିଏତଜେଟ୍‌, ସମସ୍ତ ଯାତ୍ରୀ ସୁରକ୍ଷିତ…

ମାନିଲା,୨୮।୬ : ଯାନ୍ତ୍ରିକ ତ୍ରୁଟି ଯୋଗୁ ବୁଧବାର ସକାଳେ ଭିଏତଜେଟ ବିମାନ ଉତ୍ତର ଫିଲିପାଇନ୍ସରେ ଜରୁରୀକାଳୀନ ଅବତରଣ କରିଛିା। ବିମାନରେ ଥିବା ୨୧୪ ଯାତ୍ରୀ ଏବଂ କର୍ମଚାରୀ ସମସ୍ତେ ସୁରକ୍ଷିତ ଅଛନ୍ତି।

ଏୟାରବସ ଏ-୩୨୧ ଦକ୍ଷିଣ କୋରିଆର ଇଞ୍ଚେନ ସହରରୁ ଭିଏତନାମ ଅଭିମୁଖେ ଯାଉଥିବା ସମୟରେ ମଝି ଆକାଶରେ ଯାନ୍ତ୍ରିକ ତ୍ରୁଟି ଜଣାପଡ଼ିଥିଲା। ଫିଲିପାଇନ୍ସର ବେସାମରିକ ବିମାନ ଚଳାଚଳ ପ୍ରାଧିକରଣ ଅନୁଯାୟୀ ଇଲୋକୋସ ନର୍ଥ ପ୍ରଦେଶର ଲାଓଆଗ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଯିବାକୁ ବାଧ୍ୟ ହୋଇଥିଲା।

ବେସାମରିକ ବିମାନ ଚଳାଚଳ ଏଜେନ୍ସି ମୁଖପାତ୍ର ଏରିକ ଆପୋଲୋନିଓ ‘ଆସୋସିଏଟେଡ ପ୍ରେସ’ (ଏପି) କୁ କହିଛନ୍ତି ପାଇଲଟ କୌଣସି ଜରୁରୀକାଳୀନ ପରିସ୍ଥିତି ଘୋଷଣା କରି ନାହାଁନ୍ତି। ଯାନ୍ତ୍ରିକ ସମସ୍ୟା ବିଷୟରେ ସେ ଟାୱାରକୁ ସୂଚନା ଦେଇଥିଲେ। ତେବେ କୌଣସି ଇଞ୍ଜିନ ବିଫଳତା ସମ୍ପର୍କରେ ଖବର ମିଳିନାହିଁ।

ଆପୋଲୋନିଓ କହିଛନ୍ତି ଯାତ୍ରୀମାନଙ୍କ ପାଇଁ ଆଉ ଏକ ବିମାନ ବ୍ୟବସ୍ଥା କରାଯାଇଛି ଯାହା ବୁଧବାର ଦିନ ପହଞ୍ଚିବ ବୋଲି ଆଶା କରାଯାଉଛି। ଯେପର୍ଯ୍ୟନ୍ତ ଯାତ୍ରୀମାନଙ୍କୁ ବିମାନବନ୍ଦରର ‘ଲାଉଞ୍ଜ’ରେ ଅପେକ୍ଷା କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?