ଟଙ୍କାଏ ବଢିବ ମଧ୍ୟାହ୍ନ ଭୋଜନ ସହାୟତା, ଗଣଶିକ୍ଷା ମନ୍ତ୍ରୀଙ୍କ ସୂଚନା

ଭୁବନେଶ୍ୱର,୨୧।୮: ଟଙ୍କାଏ ବଢିବ ମଧ୍ୟାହ୍ନ ଭୋଜନ ସହାୟତା । ପ୍ରତି ମିଲ ପିଛା ଦାମକୁ ୧ ଟଙ୍କା ବୃଦ୍ଧି କରାଯିବ । ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ମିଳିଥିବା ସୂଚନା ମୁତାବକ, ଦରଦାମ ବୃଦ୍ଧିକୁ ଦେଖି ମିଡ ଡେ ମିଲ ପିଛା ଦାମ ୧ ଟଙ୍କା ବୃଦ୍ଧି କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ଆଉ ଖୁବଶୀଘ୍ର ଏନେଇ ସରକାର ବ୍ୟବସ୍ଥା କରିବେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ଦୀର୍ଘ ଦିନ ଧରି ମିଡ ମେ ମିଲ ସହାୟତା ରାଶି ବୃଦ୍ଧି କରିବାକୁ ଦାବି ହେଇ ଆସୁଥିଲା । ମିଡ ଡେ ମିଲରେ କମ ପଇସା ମିଳୁଥିବାରୁ ଏହାକୁ ନେଇ ଅନେକ ସମୟରେ ଅସନ୍ତୋଷ ଦେଖିବାକୁ ମିଳୁଥିଲା । ହେଲେ ଶେଷରେ ଏହି ସହାୟତା ରାଶିର ପରିମାଣ ବୃଦ୍ଧି କରିବାକୁ ଯାଉଛନ୍ତି ରାଜ୍ୟ ସରକାର । ରାଜ୍ୟରେ ପ୍ରାୟ ୪୬ଳକ୍ଷ ଛାତ୍ରୀଛାତ୍ର ଏହି ମିଡ୍‌ ଡେ ମିଲ୍‌ ଖାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IAS ସ୍ତରରେ ବଡ଼ ଧରଣର ଅଦଳବଦଳ: ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ୱ ବିଭାଗ

ଭୁବନେଶ୍ୱର,୫।୨: ଓଡିଶା ସରକାର ସଚିବ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି। ଅନେକ ଅଭିଜ୍ଞ IAS ଅଧିକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସହ ଅତିରିକ୍ତ କାର୍ଯ୍ୟଭାର ମଧ୍ୟ ଅର୍ପଣ…

ଆସିଲା ନୂଆ ଆଇନ, ମହିଳାଙ୍କୁ ମିଳିଲା ମୋଟରସାଇକେଲ ଚଳାଇବାକୁ ଅନୁମତି

ତେହେରାନ,୫।୨: ଇରାନ ସରକାର ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଇରାନ ମହିଳାମାନଙ୍କୁ ଆଇନଗତ ଭାବରେ ମୋଟରସାଇକେଲ ଚଲାଇବାକୁ ଅନୁମତି ଦିଆଯାଇଛି।…

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ…

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ…

ପାକିସ୍ତାନୀ-ବାଂଲାଦେଶୀ ଭାଇ ଭାଇ, 2026 T20 World Cup ପୂର୍ବରୁ ପାକିସ୍ତାନୀ କ୍ୟାପଟେନଙ୍କ ବୟନକୁ ନେଇ ବିବାଦ

ନୂଆଦିଲ୍ଲୀ,୫।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ICCକୁ ଉସୁକାଇବାକୁ ଚେଷ୍ଟା କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବାଂଲାଦେଶ କ୍ରିକେଟ ଦଳକୁ 2026 T20…

ଅଶ୍ବିନୀ ବୈଷ୍ଣବଙ୍କୁ ଓଡିଶାରେ ପୁରାଇ ଦେବୁନି..’: ରାଜ୍ୟସଭାରେ ଗର୍ଜିଲେ ମୁନ୍ନା ଖାଁ

ନୂଆଦିଲ୍ଲୀ,୫।୨: ରାଜ୍ୟସଭାରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଟାର୍ଗେଟ କରି ଗର୍ଜିଛନ୍ତି ଏମପି ମୁନ୍ନା ଖାଁ। ନବରଙ୍ଗପୁର ଏବଂ ମାଲକାନଗିରି ଜିଲାକୁ ରେଳପଥ ସଂଯୋଗ ପାଇଁ କେନ୍ଦ୍ର ସରକାରଙ୍କ…

ସ୍ପଷ୍ଟ କଲା ଭାରତ, ନଇଁବ ନାହିଁ ଦେଶ ରୁଷିଆରୁ କିଣିବ ତେଲ!

ନୂଆଦିଲ୍ଲୀ,୫।୨: ଭାରତ ଏବଂ ଆମେରିକା ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତି ଉପରେ ସହମତ ହୋଇଛି। ଏହା ସହିତ, ଏକ ପ୍ରମୁଖ ପ୍ରଶ୍ନ ଉଠିଛି: ଭାରତ ରୁଷିଆରୁ ତେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri