ମଧ୍ୟାହ୍ନ ଭୋଜନରେ ନାହିଁ ଡାଲି କି ଅଣ୍ଡା ମାଗିବାରୁ ଶିକ୍ଷୟିତ୍ରୀ କହୁଛନ୍ତି ଲଙ୍କା, ଲୁଣ ଲଗେଇ ଖା

କଳିଙ୍ଗନଗର,୧।୧୧(ଶୁଭାଶିଷ ରାଉତ): ଯାଜପୁର ଜିଲା ଦାନଗଦି ବ୍ଲକ ଟୋଲକାନି ଝାଡଶ୍ୱର ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଖାଲି ଭାତ ଖାଇବାକୁ ଦିଆଯାଉଛି।
ଶୁକ୍ରବାର ମଧ୍ୟାହ୍ନ ଭୋଜନରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନଙ୍କୁ କେବଳ ଭାତ ଖାଇବାକୁ ଦିଆଯାଇଥିଲା। ପିଲାମାନେ ତରକାରି ମାଗିବାରୁ ଲୁଣ ଲଙ୍କା ଲଗେଇ ଖାଇବାକୁ ଜଣେ ଶିକ୍ଷୟିତ୍ରୀ କହିଥିବା ପିଲାମାନେ ଅଭିଯୋଗ କରିଛନ୍ତି।
ସୂଚନା ମୁତବକ ଦୀର୍ଘ ଦୁଇବର୍ଷ ହେବ ଏଭଳି ଅନିୟମିତତା ହେଉଥିବା ଅଭିଯୋଗ ହୋଇଛି। କେତେବେଳେ ବିସ୍କୁଟତ କେତେବେଳେ ମଧ୍ୟାହ୍ନ ଭୋଜନ ରୁ ଅଣ୍ଡା ଗାଏବ। ଆଜି ପିଲା ମାନଙ୍କୁ ଖାଲି ଭାତ ଖାଇବାକୁ ଦିଆଯିବାକୁ ନେଇ ଅସନ୍ତୋଷ ଦେଖାଦେଇଥିଲା। ଏମିତି ପିଲାଙ୍କୁ ବିଭିନ୍ନ ସମୟରେ ଉପାସ ରହିବାକୁ ପଡୁଛି। ସେପଟେ ପ୍ରଧାନ ଶିକ୍ଷକ ମନ ଇଚ୍ଛା ସ୍କୁଲ ଆସୁଥିବା ମଧ୍ୟ ଅଭିଯୋଗ ହୋଇଛି। ତେବେ ସମସ୍ୟା ଶୀଘ୍ର ସମାଧାନ କରିବାକୁ ସରକାରଙ୍କୁ ନିବେଦନ କରିଛନ୍ତି ବିଦ୍ୟାଳୟର ଛାତ୍ରୀଛାତ୍ର ଓ ଅବିଭାବକ।


Enter your email to get our daily news in your inbox.

All Right Reserved By Dharitri.Com

ବତିଘର ପଞ୍ଚାୟତ ଅଫିସ୍‌ରେ ଜମି ଅଧିଗ୍ରହଣ ନୋଟିସ ଝୁଲିଲା

ମହାକାଳପଡ଼ା, ୬ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲାରେ ପ୍ରସ୍ତାବିତ ଶିଳ୍ପ ପ୍ରତିଷ୍ଠା ପାଇଁ ଆଶା ସଞ୍ଚାର ହୋଇଛି। ଜିଲାର ମହାକାଳପଡ଼ା ବ୍ଲକର ଆର୍ସେଲର ମିତ୍ତଲ ନିପନ୍‌...

ବରଗଡ଼ ଧନୁଯାତ୍ରା: ବଦଳିଲେ ଶ୍ରୀକୃଷ୍ଣ, ବଳରାମ, ଶ୍ରୀରାଧା

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ): ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହେବାକୁ ଥିବା ବରଗଡ଼ ଧନୁଯାତ୍ରା ମହୋତ୍ସବର ମୁଖ୍ୟ ଚରିତ୍ର କଂସ ଅଭିନେତା ବଦଳିଥିବା ବେଳେ ଶ୍ରୀକୃଷ୍ଣ, ବଳରାମ...

ଭିଜିଲାନ୍ସ ଜାଲରେ ଫସିଲେ ଏସିଏଫ୍‌

ଭୁବନେଶ୍ୱର,୬।୧୨: ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନର ଏସିଏଫ୍‌ ରେବତୀ ରମଣ ଯୋଶୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସ ପକ୍ଷରୁ ଚଢାଉ...

ଚିଡ଼ିଆଖାନାରେ ବାଘୁଣୀର ମୃତ୍ୟୁ: ଗର୍ଭାଶୟ ସଂକ୍ରମଣ ଚିକିତ୍ସା ବେଳେ ହୃଦ୍‌ଘାତରେ ମୃତ୍ୟୁ

ସମ୍ବଲପୁର, ୬।୧୨(ପ୍ରମୋଦ ବହିଦାର): ସମ୍ବଲପୁର ଚିଡିଆଖାନାରେ କଲରାପତରିଆ ବାଘୁଣୀ ରାଣୀର ବୁଧବାର ରାତିରେ ମୃତ୍ୟୁ ଘଟିଛି। ଗର୍ଭାଶୟ ସଂକ୍ରମଣଜନିତ ରୋଗରେ ପୀଡ଼ିତ ହୋଇ ଏହି ୭...

ପ୍ରଥମ ଶ୍ରେଣୀ ଛାତ୍ରଙ୍କୁ ଫାଟକରେ ବାନ୍ଧି ନିର୍ଯାତନା

ମାର୍ଶାଘାଇ,୬।୧୨(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅଞ୍ଚଳରେ ଥିବା ଏକ ଘରୋଇ ଇଂରାଜୀ ମାଧ୍ୟାମିକ ବିଦ୍ୟାଳୟରେ ଜଣେ ପ୍ରଥମ ଶ୍ରେଣୀ ଛାତ୍ରଙ୍କୁ ବିଦ୍ୟାଳୟର...

ବିବାହ ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର ଘଟଣା: ଅଭିଯୁକ୍ତ ଯୁବକ ଗିରଫ

ଦେବଗଡ,୬।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର କରିଥିବା ବାରକୋଟ ଥାନା ଠାକୁରପାଲି ଗ୍ରାମର ସମୀର ମହାକୁଳ(୧୯)ଙ୍କୁ...

ଜନସଂଖ୍ୟା ଅଧିକ, ଆଧାର କେନ୍ଦ୍ର ମାତ୍ର ୩: ଆଧାର ସଂଶୋଧନ ପାଇଁ ଜିଲା ବାହାରକୁ ଯାଉଛନ୍ତି ଲୋକ

ଦାରିଙ୍ଗବାଡି, ୬।୧୨(ଅରୁଣ ସାହୁ):ସରକାରଙ୍କ ବିଭିନ୍ନ ଯୋଜନା ପାଇଁ ଆବଶ୍ୟକ ପଡୁଛି ଆଧାର କାର୍ଡ। ଏଥିପାଇଁ ଲୋକଙ୍କୁ କରିବାକୁ ପଡୁଛି କସରତ ବିଶେଷ କରି ଗରିବଶ୍ରେଣୀର ଲୋକମାନେ...

୪ ଦିନରେ ୪ ଡିଗ୍ରୀ ଖସିବ ତାପମାତ୍ରା

ଭୁବନେଶ୍ୱର,୬ା୧୨ (ଅନୁରାଧା ମହାରଣା):ଆସନ୍ତା ଶନିବାର ପରଠାରୁ ୪ଦିନ ମଧ୍ୟରେ ୨ରୁ ୪ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ ତାପମାତ୍ରା ଖସିପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri