ପାକିସ୍ତାନରେ ଆଫଗାନିସ୍ତାନ ଶରଣାର୍ଥୀଙ୍କୁ କରାଯାଉଛି ଦୁର୍ବ୍ୟବହାର

ଇସଲାମାବାଦ,୧୨।୯: ପାକିସ୍ତାନରେ ରହୁଥିବା ଆଫଗାନିସ୍ତାନ ଶରଣାର୍ଥୀଙ୍କ ଅବସ୍ଥା ଖରାପ ହେବାରେ ଲାଗିଛି। ଏକ ରିପୋର୍ଟ ଦାବି କରିଛି ଯେ, ପାକିସ୍ତାନ ପୋଲିସ ଆଫଗାନିସ୍ତାନ ଶରଣାର୍ଥୀଙ୍କୁ ଦୁର୍ବ୍ୟବହାର କରୁଛି।

ପାକିସ୍ତାନର ଆଫଗାନିସ୍ତାନ ଶରଣାର୍ଥୀ ପରିଷଦ ଅଧିକାରୀ ଦାବି କରିଛନ୍ତି ଯେ, ପାକିସ୍ତାନୀ ପୋଲିସ କରାଚିରେ ୧୦୦ ଶରଣାର୍ଥୀଙ୍କୁ ଅବୌଧରେ ଗିରଫ କରିଛି। ଆଫଗାନିସ୍ତାନ ସ୍ଥିତ ଟୋଲୋ ନ୍ୟୁଜ ଅନୁଯାୟୀ, କାବୁଲ ଏବଂ ଇସଲାମାବାଦ ମଧ୍ୟରେ ତିକ୍ତତା ବୃଦ୍ଧି ପାଇଛି।

ପାକିସ୍ତାନର ତାଲିବାନ ନେତୃତ୍ୱାଧୀନ ଆଫଗାନିସ୍ତାନ ଶରଣାର୍ଥୀ ପରିଷଦର ମୁଖ୍ୟ ମୀର ଅହମ୍ମଦ ରୌଫ କହିଛନ୍ତି ଯେ, ଆଫଗାନିସ୍ତାନ ଶରଣାର୍ଥୀଙ୍କ ଉପରେ ପୋଲିସ ଜରିମାନା ଲଗାଇଛି। ବେଆଇନ ସ୍ଥାନାନ୍ତରଣ ବାହାନାରେ ସେମାନେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏହା ଏକ ବଡ ଚିନ୍ତାର ବିଷୟ। ଆଫଗାନିସ୍ତାନ ଶରଣାର୍ଥୀ ଫୌଜୁଲ୍ଲାହ ତୁର୍କ ଦାବି କରିଛନ୍ତି ଯେ, କରାଚି ପୋଲିସ ସୋମବାର ୧୦୦ରୁ ଅଧିକ ଶରଣାର୍ଥୀଙ୍କୁ ଅଟକ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri