ମଧ୍ୟ ପ୍ରାଚ୍ୟ ସଙ୍କଟ: ମୁତୟନ ହେବେ ୨,୦୦୦ ଆମେରିକା ସୈନ୍ୟ…

ଜେରୁଜେଲମ୍‌୧୭।୧୦ : ହମାସ ଇସ୍ରାଏଲ ବିବାଦ ମଧ୍ୟରେ ଆମେରିକା ସୁରକ୍ଷା ମନ୍ତ୍ରଣାଳୟ ପେଣ୍ଟାଗନ କହିଛି ଶାନ୍ତି ଶୃଙ୍ଖଳା ବ୍ୟହତ ହେବାର ଅଶଙ୍କା ଥିବାରୁ ଆମେରିକା ୨,୦୦୦ ଯବାନଙ୍କୁ ଇସ୍ରାଏଲ ବିଭିନ୍ନ ଅଞ୍ଚଳରେ ମୁତୟନ କରିଛି। ଆମେରିକା ପ୍ରତିରକ୍ଷା ସଚିବ ଲୟଡ ଅଷ୍ଟିନ କହିଛନ୍ତିି ଆମେରିକା ସେନା ମଧ୍ୟ ପ୍ରାଚ୍ୟରେ ଜରି ରହିଥିବା ଅଶାନ୍ତ ସ୍ଥିତିକୁ ନେଇ ଚିନ୍ତା ପ୍ରକଟ କରିଛି।

ଯବାନମାନଙ୍କ ସହିତ ମେଡିକାଲ ୟୁନିଟ ସହାୟତା ଯୋଗାଇ ଦେବା ସହିତ ଅନ୍ୟ ଦଳ ବିସ୍ଫୋରକ ନିଷ୍କ୍ରିୟ କରିବେ। ଗାଜାରେ ଜାରି ରହିଥିବା ଯୁଦ୍ଧର ଶାନ୍ତିପୂର୍ଣ୍ଣ ସମାଧନା ଉପରେ ଆମେରିକା ଗୁରୁତ୍ୱ ପ୍ରଦାନ କରିଛି। ଯୁଦ୍ଧ ବନ୍ଦ ପାଇଁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଇସ୍ରାଏଲ ଗସ୍ତ କରିବେ। ବାଇଡେନଙ୍କ ଇସ୍ରାଏଲ ଗସ୍ତକୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଭାବେ ଅନ୍ତର୍ଜାତୀୟ ସ୍ତରରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ ସ୍ମାର୍ଟ ଚାଷୀ, ସ୍ତ୍ରୀ ରୋଲ ମଡେଲ: ମଫସଲରେ ସଫଳ ସ୍ମାର୍ଟ ଫାର୍ମିଂ

ବଲାଙ୍ଗୀର,୨୪ା୬(ବୀରେନ୍ଦ୍ର କୁମାର ଝାଙ୍କର): ଚାଷୀ ଦମ୍ପତିଙ୍କ କଠିନ ପରିଶ୍ରମ, ଗଭୀର ଆତ୍ମବିଶ୍ୱାସ ଏବଂ ସରକାରୀ ଯୋଜନାଗୁଡ଼କର ଉପଯୁକ୍ତ ସମନ୍ବୟ ଏବେ ବଲାଙ୍ଗୀର ଜିଲାରେ ସ୍ବାବଲମ୍ବନ ଓ ସଫଳତାର…

କାଦୁଅ ରାସ୍ତା, ଅଧାବାଟରୁ ଫେରିଲା ମୁଖ୍ୟମନ୍ତ୍ରୀ ବସ୍‌

ଲୋଇସିଂହା,୨୪।୬(ସୁଶାନ୍ତ ବାରିକ):ବର୍ଷାରେ କେନାଲ ରାସ୍ତା କାଦୁଅ ହୋଇ ପଡିଥିବାରୁ ଆଗଲପୁରରୁ ପଟୁଆପାଲିକୁ ଚାଲୁଥିବା ମୁଖ୍ୟମନ୍ତ୍ରୀ ବସ୍‌ ଗତ ଦୁଇ ଦିନ ହେବ ଅଧାବାଟରୁ ଫେରୁଥିବା ଅଭିଯୋଗ ହୋଇଛି।…

ମିଳିନି ଧାନବିକ୍ରି ଟୋକନ:ଇଚ୍ଛାମୃତ୍ୟୁ ଆବେଦନ କଲେ ଚାଷୀ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ): ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀଙ୍କୁ ଗତ ରବିରେ ଅମଳ ଧାନ ବିକ୍ରି ପାଇଁ ଟୋକନ ମିଳିପାରି…

ଟଙ୍କା ଦେଣନେଣ କାରବାରରୁ ହତ୍ୟା, ଧରାପଡ଼ିଲେ ଅଭିଯୁକ୍ତ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ କେନାଲରୁ ବାହାରିଥିବା ରେଶମ ପ୍ରଶାଖା କେନାଲ ବ୍ରିଜ୍‌ ନିକଟରୁ ରବିବାର ଜବତ ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚନ ହୋଇଛି।…

ରାସ୍ତା ପାଲଟିଛି ମରଣଯନ୍ତା: ହାଇୱା ଗାଡ଼ି ଚଳାଚଳରୁ ରାସ୍ତା କ୍ଷତିଗ୍ରସ୍ତ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ବିଭିନ୍ନ ରାସ୍ତାର ଉନ୍ନତିକରଣ ପାଇଁ ରାଜ୍ୟ ସରକାର କୋଟିକୋଟି ଟଙ୍କା ଅନୁଦାନ ଦେଉଛନ୍ତି। ଏହି ଯୋଜନାରେ ରାସ୍ତାଘାଟ ମଧ୍ୟ ନିର୍ମିତ ହେଉଛି।…

ଶିଶୁ ଓ ସୋସିଆଲ ମିଡିଆ

ଡିଜିଟାଲ ଯୁଗରେ ସାମାଜିକ ଗଣମାଧ୍ୟମର ପ୍ରାବଲ୍ୟତା ବଢ଼ିବାରେ ଲାଗିଛି। ଏହାର ପ୍ରଭାବ ଶିଶୁ ଓ କିଶୋରଙ୍କ ଉପରେ ଅତ୍ୟଧିକ ମାତ୍ରାରେ ପଡ଼ୁଥିବାରୁ ନିର୍ଦ୍ଦିଷ୍ଟ ବୟସ ବର୍ଗ ପାଇଁ…

ଇରାନ ଉପରୁ କଟକଣା ହଟାଇଲା ଆମେରିକା: ଭାରତକୁ ମିଳି ନ ପାରେ ବିଶେଷ ଲାଭ

ଦୁବାଇ,୨୪ା୬: ନୂଆ ଶାନ୍ତି ଚୁକ୍ତିର ପ୍ରଥମ ପର୍ଯ୍ୟାୟ ଆଲୋଚନା ପରେ ଆମେରିକା ଇରାନ ଉପରୁ ସମସ୍ତ ପ୍ରତିବନ୍ଧକ ୬୦ ଦିନ ପାଇଁ ହଟାଇ ଦେଇଛି। ତେବେ ଯଦି…

ତୁଟିନି ଧାନବିକ୍ରି ସମସ୍ୟା, ତାତି ଉଠିଲେ ଚାଷୀ: ଦାବି ପୂରଣ ନହେଲେ…

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ଖରିଫ ଚାଷ କାର୍ଯ୍ୟ ସମୟ ଆସି ଯାଇଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଚାଷୀମାନେ ରବିରେ ଅମଳ ଧାନକୁ ବିକ୍ରି କରି ପାରି ନାହାନ୍ତି। ଟୋକନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri