ଇସ୍ରାଏଲ-ହମାସ ଯୁଦ୍ଧରେ ସାମିଲ ହେବ ଆମେରିକା, ପ୍ରସ୍ତୁତ ହେଲେଣି ଆମେରିକୀୟ ସୈନ୍ୟ

ଓ୍ବାଶିଂଟନ୍‌,୧୭।୧୦: ଇସ୍ରାଏଲ-ହମାସ ମଧ୍ୟରେ ଯୁଦ୍ଧ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ତେବେ ଅନ୍ତର୍ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁସାରେ ଜଣେ ପ୍ରତିରକ୍ଷା ଅଧିକାରୀଙ୍କ ଅନୁଯାୟୀ, ହମାସ ବିରୋଧରେ ଇସ୍ରାଏଲକୁ ସମ୍ଭାବ୍ୟ ସହାୟତା ପାଇଁ ମଧ୍ୟ-ପୂର୍ବରେ ୨ହଜାର ଆମେରିକୀୟ ସୈନ୍ୟଙ୍କୁ ନିୟୋଜନ କରାଯାଇଛି।
ବର୍ତ୍ତମାନ ସୈନ୍ୟଙ୍କୁ ଇସ୍ରାଏଲ କିମ୍ବା ଗାଜାକୁ ପଠାଯାଉ ନାହିଁ। ଯଦି ସେମାନଙ୍କୁ ନିୟୋଜିତ କରାଯାଏ, ତେବେ ସେମାନେ ହମାସ ବିରୋଧରେ ଯୁଦ୍ଧ କରିବେ। ୯୬ଘଣ୍ଟା ହେଲାଣି ଆମେରିକୀୟ ସୈନ୍ୟମାନେ ପ୍ରସ୍ତୁତ ହୋଇ ଅଛନ୍ତି। ଇଶାରା ଦେବାମାତ୍ରେ ଯୁଦ୍ଧକ୍ଷେତ୍ରକୁ ଓହ୍ଲାଇବେ।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲେୟର ଅଫ ଦ ମନ୍ଥ ଘୋଷଣା କଲା ICC, ବାଜି ମାରିଲେ ଟିମ୍ ଇଣ୍ଡିଆର ଖେଳାଳି

ନୂଆଦିଲ୍ଲୀ,୨୩।୩:  ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଫେବୃଆରୀ ୨୦୨୬ ପାଇଁ ମାସର ଶ୍ରେଷ୍ଠ ଖେଳାଳି ପୁରସ୍କାର ଘୋଷଣା କରିଛି। ମହିଳା ବର୍ଗରେ, ଟିମ୍ ଇଣ୍ଡିଆର ଜଣେ ଖେଳାଳି ବାଜି…

ଓଜନ କମାଇବାକୁ ଚାହୁଁଛନ୍ତି କି, ଆପଣାନ୍ତୁ ଏହି ଉପାୟ

ନିୟମିତ ମହୁ ଖାଇଲେ ତାହା ଓଜନ କମାଇବାରେ ସାହାଯ୍ୟ କରିଥାଏ। ଏଭଳି ସମସ୍ୟା ସହ ଜଡିତ କେତେକ ବ୍ୟକ୍ତିଙ୍କୁ ପ୍ରତିଦିନ କିଛି ପରିମାଣରେ ମହୁ ଖାଇବାକୁ ଦିଆଯାଇଥିଲା।…

ଭାରତ ପାଇଁ ଆଶ୍ୱସ୍ତି: ଷ୍ଟ୍ରେଟ ଅଫ୍‌ ହର୍ମୁଜ ଅତିକ୍ରମ କଲା ୨ ଏଲପିଜି ଟ୍ୟାଙ୍କର୍‌

ତେହେରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ମଧ୍ୟରେ ଭାରତ ବଡ଼ କୂଟନୈତିକ ସଫଳତା ହାସଲ କରିପାରିଛି। ଇରାନ ଏଲପିଜି ବୋଝେଇ ୨ଟି ଭାରତୀୟ ଟ୍ୟାଙ୍କରକୁ ଷ୍ଟ୍ରେଟ ଅଫ୍‌…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ବଡ଼ କଥା କହିଦେଲେ ମୋଦି; LPGକୁ ପ୍ରାଥମିକତା, ତେଲକୁ ନେଇ କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଲୋକସଭାରେ ଅଭିଭାଷଣ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ପଶ୍ଚିମ ଏସିଆରେ…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri