ରାତିଅଧିଆ ରାସ୍ତା ମରାମତି

ବଇଣ୍ଡା,୨୮।୧(ଡି.ଏନ.ଏ.) କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତର ଶିକ୍ଷକପଡା ଗ୍ରାମ ରାସ୍ତାରେ ମଙ୍ଗଳବାର ରାତିରେ ମାଟି ପକାଯାଇ ମରାମତି କରାଯାଇଛି। ଏହି ରାସ୍ତାକୁ ପିଚୁ କିମ୍ବା ପକ୍କା କରିବାକୁ ଦୀର୍ଘ ୫ ବର୍ଷ ହେବ ଦାବି କରାଯାଉଥିଲେ ମଧ୍ୟ ସୁଫଳ ମିଳି ନ ଥିଲା। ପ୍ରତିବାଦରେ ଗ୍ରାମବାସୀ ପଞ୍ଚାୟତ ନିର୍ବାଚନରେ ଭୋଟ ବର୍ଜନ କରିବେ ବୋଲି ଚେତାବନୀ ଦେଇଥିଲେ। ତେଣୁ ଭୋଟ ଆଶାରେ କେହି କୁଜି ନେତା ରାତି ଅଧିଆ ରାସ୍ତା ମରାମତି କରିଥିବା ଚର୍ଚ୍ଚା ହେଉଛି।
ଗ୍ରାମବାସୀଙ୍କ କହିବା ଅନୁଯାୟୀ, ବଇଣ୍ଡା-ଆଠମଲ୍ଲିକ ପୂର୍ତ୍ତ ବିଭାଗ ରାସ୍ତାର ଓଭରବ୍ରିଜ୍‌ ନିକଟରୁ ଶିକ୍ଷକପଡା ଗ୍ରାମକୁ ଯାଇଥିବା ୧ କିଲୋମିଟର ମାଟି ରାସ୍ତା ଶୋଚନୀୟ ହୋଇପଡିଛି। ଏହା ଉପରେ ଶିକ୍ଷକପଡା, ଦାଦରସାହି, ବଡହୁଲା, ସାନ ଗୋବିନ୍ଦପୁର, ବଣିଆସାହି ଅଞ୍ଚଳବାସୀ ନିର୍ଭର କରନ୍ତି। ରେଳ ବିଭାଗ ଅଧୀନରେ ଏହା ଥିବା ଦର୍ଶାଇ ପଞ୍ଚାୟତ ପକ୍ଷରୁ ମରାମତି କରାଯାଉ ନ ଥିଲା। ରାସ୍ତାକୁ ପିଚୁ କିମ୍ବା କଂକ୍ରିଟ କରିବାକୁ ବାରମ୍ବାର ଦାବି ପରେ ଭୋଟ ବର୍ଜନ ପାଇଁ ଗ୍ରାମବାସୀ ଚେତାବନୀ ଦେଇଥିଲେ। ତେଣୁ ଭୋଟ ଆଶାରେ କେହି କୁଜି ନେତା ଜଙ୍ଗଲରୁ ମାଟି ଉଠାଇ ରାତିରେ ରାସ୍ତାରେ ପକାଇଥିବା ଆଲୋଚନା ହେଉଛି। ଏ ନେଇ ପଞ୍ଚାୟତ ନିର୍ବାହୀ ଅଧିକାରୀ କୁମୁନ୍ଦ ଚନ୍ଦ୍ର ମାଝି କହିଛନ୍ତି, ଆଚରଣ ବିଧି ଲାଗୁ ହୋଇଥିବାରୁ ପଞ୍ଚାୟତ ପକ୍ଷରୁ ଏହି କାର୍ଯ୍ୟ କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଲୁଣାନଦୀର ଜଳସ୍ତର କମୁଛି: ଆଗାମୀ ଦିନରେ ଦେଖାଦେବ…

କେନ୍ଦ୍ରାପଡ଼ା, ୨୮ା୩ (ଜଗନ୍ନାଥ ଧଳ)ଡିସେମ୍ବର ମାସଠାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପିଇବା ପାଣି ସମସ୍ୟା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ…

ସ୍ଥିର ଗୁଣବତ୍ତା ବିଶ୍ୱସନୀୟତାକୁ ଦୃଢ଼ କରେ

୧୬ ବର୍ଷରୁ ଅଧିକ ସମୟ ଧରି ଭୁବନେଶ୍ୱରରେ ପ୍ରତିଷ୍ଠିତ ‘ଏକରରାଇଜ୍‌ ପ୍ରମୋଟର୍ସ ପ୍ରା. ଲି.’ ଓଡ଼ିଶାର ଆବାସିକ ରିୟଲ ଇଷ୍ଟେଟ୍‌ ପରିଦୃଶ୍ୟକୁ ପରିବର୍ତ୍ତନ କରିବାରେ ଆଗରେ ରହିଛି।…

ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରପତିଙ୍କୁ ଭେଟିବା ପରେ…

ଭୁବନେଶ୍ୱର,୨୮ା୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ନୂଆଦିଲ୍ଲୀରେ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ସେ ଯୋଗଦେବେ ବୋଲି ଜଣେ…

ଜଳସ୍ତର ନିମ୍ନଗାମୀ: ବଢ଼ିଲାଣି ତାତି,ସଙ୍କଟ ହେଲାଣି ପାନୀୟ ଜଳ

ମହାକାଳପଡ଼ା,୨୮ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦୀର୍ଘଦିନଧରି ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଅଞ୍ଚଳରେ ଜଳସ୍ତର ନିମ୍ନଗାମୀ ଯୋଗୁ ନଳକୂପରୁ ଅଧିକାଂଶ ସମୟରେ…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri