Posted inଜାତୀୟ

ମିଗ -୨୯ କେ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ…

ପଣଜୀ,୧୨।୧୦ : ଗୋଆରେ ଏକ ମିଗ -୨୯ କେ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗୋଆ ଉପକୂଳରେ ନିୟମିତ ବିମାନ ଉଡ଼ାଣ ସମୟରେ ଏହି ଦୁର୍ଘଟଣା ଘଟିଛି। କୁହାଯାଉଛି ଯେ ବିମାନଟି ଦୁର୍ଘଟଣାଗ୍ରସ୍ତ ହେବା ପରେ ପାଇଲଟ ବାହାରକୁ ଆସିବାରେ ସଫଳ ହୋଇଛନ୍ତି। ଫଳରେ ତାଙ୍କ ଜୀବନ ରକ୍ଷା ପାଇଛୀ। ଭାରତୀୟ ନୌସେନା ପକ୍ଷରୁ ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଯାନ୍ତ୍ରିକ ତ୍ରୁଟି ଜଣାପଡ଼ିବା ପରେ ବିମାନଟି ବେସକୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଅଧିକାରୀ କହିଛନ୍ତି।

ରୁଷର ମିକୋୟାଙ୍ଗ କମ୍ପାନୀ ଦ୍ୱାରା ନିର୍ମିତ ମିଗ -୨୯ କେ ବିମାନ ଭାରତୀୟ ସେନାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି। ବାୟୁସେନାରେ ଏହାର ସଂଖ୍ୟା ୭୦ ପାଖାପାଖି ରହିଛି। ବାୟୁସେନା ସହିତ ଭାରତୀୟ ନୌସେନା ମଧ୍ୟ ଏହି ବିମାନ ବ୍ୟବହାର କରିଥାଏ।

ଏହାପୂର୍ବରୁ ରାଜସ୍ଥାନର ବାରମେରରେ ଚଳିତ ବର୍ଷ ଜୁଲାଇ ୨୯ ରେ ଟ୍ରେନିଂ ଉଡ଼ାଣ ସମୟରେ ଭାରତୀୟ ବାୟୁସେନାର ଏକ ମିଗ -୨୧ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଦୁର୍ଘଟଣାରେ ବିମାନରେ ଥିବା ଉଭୟ ପାଇଲଟ ଶହୀଦ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଶୋକ ଧାମ ମନ୍ଦିରରେ ଦଳାଚକଟା

ପାଟନା,୧୨।୮: ଶ୍ରାବଣ ମାସର ଶେଷ ସୋମବାରରେ ବିହାର ଲକ୍ଷୀସରାୟ ଜିଲାରେ ଥିବା ଇନ୍ଦ୍ରଦମନେଶ୍ୱର ମହାଦେବ ଅଶୋକ ଧାମ ମନ୍ଦିରରେ ଏକ ଦୁର୍ଘଟଣା ଘଟିଛି। ସୋମବାର ମନ୍ଦିରରେ...

ପରଲୋକରେ ଦୃଶ୍ୟମ ନିର୍ଦ୍ଦେଶକ

ମୁମ୍ବାଇ,୧୭।୮: ଚଳିତ ବର୍ଷ ବଲିଉଡ୍‌ ପାଇଁ ଏକ କଳା ବର୍ଷ ସାଜିଛି। ଗତ କିଛି ମାସ ହେଲା ବଲିଉଡ୍‌ର କେତେକ ଜଣାଶୁଣା ସେଲିବ୍ରିଟିଙ୍କ ସମେତ ନିର୍ଦ୍ଦେଶକ...

ପ୍ରିୟଙ୍କା ଗାନ୍ଧୀ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୩।୬: କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ମଧ୍ୟ କୋଭିଡ ସଂକ୍ରମିତ ହୋଇଛନ୍ତି। ଶୁକ୍ରବାର ପ୍ରିୟଙ୍କା ଗାନ୍ଧୀ ଟୁଇଟ୍‌ କରି କହିଛନ୍ତି, ‘ମୁଁ କୋଭିଡ ସଂକ୍ରମିତ...

କରୋନାରେ ମୃତ୍ୟୁ ହୋଇଥିବା ଖବରଦାତାଙ୍କ ପରିବାରକୁ ମିଳିବ ୫ଲକ୍ଷ

ରାୟପୁର,୩୧।୫: ଦେଶରେ ଜାରି ରହିଥିବା କରୋନା ମହାମାରୀ ସମୟରେ ନିଜ ଜୀବନକୁ ବାଜି ଲଗାଇ ପ୍ରତ୍ୟେକଟି ଅପଡେଟ୍‌ ଖବରକୁ ଲୋକଙ୍କ ନିକଟକୁ ପହଞ୍ଚାଇ ଅନେକ ଖବରଦାତା...

ଛତିଶଗଡରେ ଖଣି ଭୁଶୁଡିବା ଘଟଣା: ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି

ରାୟପୁର,୨।୧୨: ଛତିଶଗଡର ମାଲଗାଓଁରେ ଶୁକ୍ରବାର ଚୂନ ପଥର ଖଣି ଭୁଶୁଡି ପଡିଛି। ପ୍ରଥମେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ବର୍ତ୍ତମାନ ୭ଜଣଙ୍କ ମୃତ୍ୟୁ ଘଟିଥିବା...

କରୋନା ସହ ଲଢିବା ପାଇଁ ରେସ୍ତୋରାଁରେ ମିଳୁଛି ଆୟର୍ବେଦୀୟ ଥାଳି ସହ ଆଲକୋହଲିକ କାଢା

ନୂଆଦିଲ୍ଲୀ,୩ ।୧୦: କରୋନା ମହାମାରୀ ଏବେ ସମସ୍ତଙ୍କ ମନରେ ଭୟ ସୃଷ୍ଟି କରିଥିବା ବେଳେ ଲୋକେ ବାହାରେ ଖାଦ୍ୟ ଗ୍ରହଣ କରିବାକୁ ମଧ୍ୟ ସାମାନ୍ୟ ଭୟ...

ସନ୍ଥ ରବିଦାସ ଜୟନ୍ତୀରେ ବାରାଣସୀ ପହଞ୍ଚିଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ବାରାଣସୀ,୧୬।୨: ବୁଧବାର ଦେଶରେ ସନ୍ଥ ରବିଦାସଙ୍କ ଜୟନ୍ତୀ ପାଳନ କରାଯାଉଛି। ବିଧାନସଭା ନିର୍ବାଚନରେ ଦଳିତ ଭୋଟ ବ୍ୟାଙ୍କ ପାଇଁ ନେତାଙ୍କ ଲାଗି ଆଜି ଏକ ବିଶେଷ...

ଭିଟା ମାଟିକୁ ଫେରିବେ କଶ୍ମୀର ପଣ୍ଡିତ: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ କରିଛି ଯୋଜନା

ଶ୍ରୀନଗର,୨୧।୭: ଜମ୍ମୁ-କଶ୍ମୀରକୁ ପୁଣି କଶ୍ମୀର ପଣ୍ଡିତ ଫେରାଇ ଆଣିବା ପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଯୋଜନା ଆରମ୍ଭ ହୋଇଛି। ଗତ ଏକମାସ ଧରି ଏନେଇ ସ୍ବରାଷ୍ଟ୍ର...

Advertisement
Archives

Model This Week