ଲକଡାଉନ୍ ଭୟ, ଘରମୁହାଁ ପ୍ରବାସୀ

ନୂଆଦିଲ୍ଲୀ,୮ ।୧: ଦେଶରେ ବଢି ଚାଲିଛି କରୋନା ସଂକ୍ରମଣ । ବିଶେଷଜ୍ଞଙ୍କ ମତ ଜାନୁୟାରୀ ଶେଷ ସୁଦ୍ଧା ଏହା ଶୀର୍ଷ ଛୁଇଁବ । ଏପଟେ ବେଳକୁ ବେଳ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବି ବଢିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟ ସରକାର କଟକଣା ଲାଗୁ କରି ସାରିଲେଣି । ରାଜଧାନୀ ଦିଲ୍ଲୀରେ ସପ୍ତାହିକ କର୍ଫ୍ୟୁ ସହ ନାଇଟ୍ କର୍ଫ୍ୟୁ ବି ଲାଗୁ କରାଯାଇଥିବା ବେଳେ କରୋନା କଟକଣାକୁ କଡାକଡି କରାଯାଇଛି । ଏବେ ଏହାକୁ ଦେଖି ପ୍ରବାସୀ ଶ୍ରମିକମାନେ ଭୟଭୀତ ହୋଇ ଯାଇଛନ୍ତି । ମନରେ ଭୟ ଆଗକୁ ସ୍ଥିତି ଅସମ୍ଭାଳ ହେଲେ ଲକଡାଉନ କଟକଣା ଲାଗିପାରେ । ଯାହା ଗତବର୍ଷ ହୋଇଥିଲା । ଏହି ସମୟରେ ଗରିବମାନେ ରୋଜଗାର ହରାଇବା ସହ ବଡ କଷ୍ଟରେ ନିଜ ନିଜ ଘରକୁ ଫେରିଥିଲେ । ତେଣୁ ଆଗକୁ ଲକଡାଉନକୁ ସାମ୍ନା କରିବା ପୂର୍ବରୁ ପ୍ରବାସୀମାନେ ଘରମୁହାଁ ହୋଇଥିବା ଦେଖାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭଲ ଫସଲ ପାଇଁ ଯେଉଁଠି ହୁଏ କୁକୁଡ଼ା-ଗଞ୍ଜା ବାହାଘର…

ଭାରତ ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ପାଳିତ ହୋଇଥାଏ। ଛତିଶଗଡ଼ର ଜନଜାତି ବହୁଳ ଅଞ୍ଚଳରେ ଲୋକେ ଚାଷବାସ ସରିବା ପରେ କୁକୁଡ଼ା-ଗଞ୍ଜା ବାହାଘର ଉତ୍ସବରେ...

ଗାୟକ ସିଧୁଙ୍କ ପରିବାର ଲୋକଙ୍କୁ ଭେଟିବେ ରାହୁଲ

ଚଣ୍ଡୀଗଡ଼,୬।୬: ଗାୟକ ସିଧୁ ମୂସେ ୱାଲାଙ୍କ ହତ୍ୟା ଘଟଣାର ଏକ ସପ୍ତାହ ପରେ ତାଙ୍କ ପରିବାର ଲୋକଙ୍କୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭେଟିବେ। ମଙ୍ଗଳବାର...

ଦିନେ ଥିଲେ ଶ୍ରମିକ, ଆଜି ମନ୍ତ୍ରୀ

ନୂଆଦିଲ୍ଲୀ,୮ା୭: କୁହାଯାଏ, ଭାଗ୍ୟ ଆଉ ଭଗବାନ ଯାହାକୁ ସାହା ହୁଅନ୍ତି ତା’ର କିଛି ବି ଅସୁବିଧା ହୁଏ ନାହିଁ। ଦିନେ ନା ଦିନେ ସେ ସଫଳତାର...

ଦେଶରେ ବଢିଚାଲିଛି କରୋନା, ଆଜି ୨,୬୪,୨୦୨ ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ,୧୪।୧: କରୋନାର ତୃତୀୟ ଲହର ଦେଶରେ ଦ୍ରୁତ ଗତିରେ ବଢିଚାଲିଛି। ଗତ ୨୪ ଘଣ୍ଟାରେ ସଂକ୍ରମିତଙ୍କ ସଂଖ୍ୟା ୨,୬୪,୨୦୨ ଥିବା ଜଣାପଡିଛି। ଗୁରୁବାରଠାରୁ ଶୁକ୍ରବାର ୬.୭...

ମହିଳାଙ୍କୁ ସୁରକ୍ଷା ଦେବାରେ ବଘେଲ ସରକାର ବିଫଳ: ଭାଜପା

ଭୋପାଳ,୨୪।୧୦: ଛତିଶଗଡ଼ ମହେନ୍ଦ୍ରଗଡ଼ ଜିଲାର ଏକ ସ୍ବାସ୍ଥ୍ୟକେନ୍ଦ୍ରରେ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ନର୍ସଙ୍କୁ ହାତଗୋଡ଼ ବାନ୍ଧି ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ...

ଶନିବାର ସନ୍ଧ୍ୟା ୫.୩୦ ରେ ‘ବନ୍ଦେ ଉତ୍କଳ ଜନନୀ’ ଗାଇ କୋଭିଡ ଯୋଦ୍ଧାଙ୍କୁ ଉତ୍ସାହିତ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ବର୍ତ୍ତମାନ ପ୍ରବାସରେ ଥିବା ଲକ୍ଷ ଲକ୍ଷ ଓଡିଆ ଭାଇଭଉଣୀ ଘରକୁ ଫେରୁଛନ୍ତି। ତଥାପି କୋଭିଡ ବିରୋଧରେ ଚାଲିଥିବା ସଂଗ୍ରାମରେ ଆମେ ଭଲ ସ୍ଥିତିରେ ଅଛୁ...

ଫଡନାଭିସଙ୍କ ସ୍ତ୍ରୀଙ୍କୁ ଏକ କୋଟି ଲାଞ୍ଚ ଯାଚିଲେ ଡିଜାଇନର: ମାମଲା ରୁଜୁ…

ମୁମ୍ବାଇ,୧୬।୩ : ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ସ୍ତ୍ରୀ ଅମୃତା ଫଡନାଭିସ ଜଣେ ଡିଜାଇନରଙ୍କ ବିରୋଧରେ ପୋଲିସରେ ଅଭିଯୋଗ କରିଛନ୍ତି। ଅମୃତା ଅଭିଯୋଗ କରିଛନ୍ତି ଯେ...

ପାର୍ଲାମେଣ୍ଟ ଅଧିବେଶନ:ଚାଇନା, ଫେସ୍‌ବୁକ୍‌ ପ୍ରସଙ୍ଗ ଉଠାଇବ କଂଗ୍ରେସ

ନୂଆଦିଲ୍ଲୀ, ୨୧ା୮:ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ସେପ୍ଟେମ୍ବର ୧୦ରୁ ଆରମ୍ଭ ହେବା ଆଶା କରାଯାଉଥିବା ବେଳେ ଚାଇନା ସହ ସୀମା ବିବାଦ ଏବଂ ଫେସ୍‌ବୁକ୍‌ ସହ ଶାସକ...

Advertisement
Archives

Model This Week