ଭୁବନେଶ୍ୱର,୯।୧୨: ଭେଟେରାନ ଓଡ଼ିଆ ଫିଲ୍ମ ଅଭିନେତା ମିହର ଦାସ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ସେ କୀଡନି ଜନିତ ରୋଗରେ ଆକ୍ରାନ୍ତା ଥିଲେ। ସ୍ବାସ୍ଥ୍ୟବସ୍ଥା ବିଗିଡ଼ି ଯିବାରୁ ପରିବାର ଲୋକେ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲ ନେଇଥିବା ଜଣାପଡ଼ିଛି।
ଭୁବନେଶ୍ୱର,୯।୧୨: ଭେଟେରାନ ଓଡ଼ିଆ ଫିଲ୍ମ ଅଭିନେତା ମିହର ଦାସ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ସେ କୀଡନି ଜନିତ ରୋଗରେ ଆକ୍ରାନ୍ତା ଥିଲେ। ସ୍ବାସ୍ଥ୍ୟବସ୍ଥା ବିଗିଡ଼ି ଯିବାରୁ ପରିବାର ଲୋକେ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲ ନେଇଥିବା ଜଣାପଡ଼ିଛି।
ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…
ଭୁବନେଶ୍ୱର,୧୦।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ଏବେ ଯେଉଁ ଘଟଣା ସାମ୍ନାକୁ…
ପୁରୀ,୧୦।୨: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ପଞ୍ଜିକା ସମୀକରଣ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଗଣମାଧ୍ୟମକୁ ଏକ୍…
ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ପର୍ଯ୍ୟଟନସ୍ଥଳ ବୁଲି ଇଲୋ ରିଟ୍ରିଟ୍କୁ ଫେରିବା ସମୟରେ…
ନୂଆଦିଲ୍ଲୀ,୧୦।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ସାଧାରଣ ସଭାରେ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। କେବେହେଲେ ବାବ୍ରି ସଂରଚନା ପୁନଃନିର୍ମାଣ ହେବାର ପ୍ରଶ୍ନ ଉଠୁନାହିଁ ବୋଲି…
ବାଲେଶ୍ବର,୧୦।୨(ବାଞ୍ଛାନିଧି ଦେ): ବାଲେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ ଚାଷୀଙ୍କୁ ‘ଅଭଦ୍ର’ କହିବା ଅଭିଯୋଗରେ ମଙ୍ଗଳବାର ଚାଷୀମାନେ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଥିବା ଦେଖିବାକୁ ମିଳିଛି। ଜିଲା ମୁଖ୍ୟ…
ବଲାଙ୍ଗୀର,୧୦।୨(ସୁନିଲ କୁମାର ମହାନ୍ତି): ଜାମିନ ପାଇବା ପରେ ନିଶା ମହାରଣା ବିସ୍ଫୋରକ ବୟାନ ଦେଇ କହିଛନ୍ତି, ମୁଁ ପୁଣି ମଞ୍ଚ ଚଢ଼ିବି। କୌଣସି ମଞ୍ଚରେ ଅଶ୍ଳୀଳ ନୃତ୍ୟ…
ଭୁବନେଶ୍ୱର,୧୦।୨: NHMରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବଢ଼ିଲା। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବରିଷ୍ଠତା ଭିତ୍ତିରେ ୨୦ ହଜାର…