ଆଜି ପଞ୍ଚଭୂତରେ ବିଲୀନ ହେବେ ମିହିର ଦାସ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ଆଜି ପଞ୍ଚଭୂତରେ ବିଲୀନ ହେବେ ଭର୍ସାଟାଇଲ ଅଭିନେତା ମିହିର ଦାସ । କଟକର ସତିଚଉରା ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର ହେବ। ସେଠାରେ ମିହିରଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଗାର୍ଡ ଅଫ ଅନର୍‌ ଦିଆଯିବ ବୋଲି କଟକ ଜିଲାପାଳ ସୂଚନା ଦେଇଛନ୍ତି ।
ମଙ୍ଗଳବାର ଅପରାହ୍ନରେ ସମସ୍ତଙ୍କୁ ଛାଢ଼ି ସେପାରିକୁ ଚାଲିଯାଇଥିଲେ ମିହିର । ଚିକିତ୍ସାଧୀନ ଅବସ୍ଥାରେ କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟ ଘଟିଥିଲା । ସେ ଏକାଧିକ ରୋଗରେ ପୀଡିତ ଥିଲେ ।
ତାଙ୍କ ବିୟୋଗରେ ପ୍ରଧାମମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିଛନ୍ତି । ମିହିର ତାଙ୍କ କ୍ୟାରିୟରରେ ଅଭିନୟରେ ଅନେକଙ୍କ ହୃଦୟ ଜିତିଛନ୍ତି । ତାଙ୍କ ବିୟୋଗରେ କଳା କ୍ଷେତ୍ରରେ ଏକ ଅପୂରଣିୟ କ୍ଷତି ହୋଇଛି । ତାଙ୍କର ଅମର ଆତ୍ମାର ସଦ୍‌ଗତି ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାର୍ଥନା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri