୮ ମାସ ଧରି ମିଳୁନି କାମ

ବମ୍ବେ: ବିଶ୍ୱର ଅଧିକାଂଶ ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗିଛି ମହାମାରୀ କରୋନା। ସେମାନଙ୍କ ମଧ୍ୟରୁ ଜଣେ ହେଲେ ବଲିଉଡର ଜଣାଶୁଣା ଗାୟକ ମିକା ସିଂହ। ଲକ୍‌ଡାଉନ୍‌ ଯୋଗୁ ଦୀର୍ଘ ୮ ମାସ ଧରି ତାଙ୍କୁ କୌଣସି କାମ ମିଳି ନ ଥିଲା। ସେ ଘରେ ରହି ରହି ଚିଡ୍‌ଚିଡା ହୋଇଥିଲେ। ତାଙ୍କ ଭଳି ଅନେକ ଲୋକ ଥିବା କଥା ଭାବି ସେ ନିଜକୁ ସମ୍ଭାଳିଥିଲେ। ହେଲେ ଏବେ ପରିସ୍ଥିତି ବଦଳିଛି। ମିକା ନିଜର ଆଗାମୀ ଫିଲ୍ମ ‘ସୟୋନୀ’ର ଏକ ଗୀତକୁ ନେଇ ଉତ୍ସାହିତ ଅଛନ୍ତି । ଡିସେମ୍ବର ୧୮ରେ ଫିଲ୍ମଟି ପରଦାକୁ ଆସିବ। ସିନେମାହଲ୍‌ରେ ଦର୍ଶକେ ଏହାକୁ ଦେଖିବେ। ମିକା ଏଥିରେ ‘ଏକ ପପ୍ପି’ ଗୀତ ଗାଇଛନ୍ତି। ଦର୍ଶକେ ଏହାକୁ କି ପ୍ରତିକ୍ରିୟା ଦେଉଛନ୍ତି ତାହା ସେ ଦେଖିବାକୁ ଅପେକ୍ଷା କରି ରହିଥିବା ମିକା ଏକ ସାକ୍ଷାତକାରରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ନ କରି ମା’ ହୋଇଥିଲେ ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ନୀନା ଗୁପ୍ତା ନିଜର ସୁନ୍ଦର ଅଭିନୟ ଦ୍ୱାରା ସମସ୍ତଙ୍କର ହୃଦୟ ଜିତିପାରିଛନ୍ତି। ନୀନାଙ୍କ ଝିଅ ମସାବା ଗୁପ୍ତା ମଧ୍ୟ ବଲିଉଡ୍‌ ଇଣ୍ଡଷ୍ଟ୍ରିର ଜଣେ...

‘ଚାମ୍ପିୟନ ଅଫ୍‌ ଚେଞ୍ଜ’ ସମ୍ମାନରେ ସମ୍ମାନୀତ ହେଲେ ଶିଳ୍ପା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ତଥା ଫିଟନେସ୍‌ କୁଇନ ଶିଳ୍ପା ସେଟ୍ଟୀ କୁନ୍ଦ୍ରା ଓ ସ୍ବାମୀ ରାଜ କୁନ୍ଦ୍ରାଙ୍କୁ ‘ଚାମ୍ପିୟନ ଅଫ୍‌ ଚେଞ୍ଜ’ ପୁରସ୍କାର ୨୦୧୯ରେ ସମ୍ମାନୀତ...

‘କୌନ ବନେଗା କରୋଡ଼ପତି’ ଶୋ ଜିତି ମଧ୍ୟ କେବଳ ମୋବାଇଲ କିଣିବାକୁ ଚାହିଁଲେ ବବିତା, କାରଣ ଜାଣି ଅମିତାଭ ହେଲେ ଆଶ୍ଚର୍ଯ୍ୟ

ମୁମ୍ବାଇ: ଟେଲି ଦୁନିଆର ଲୋକପ୍ରିୟ କୁଇଜ୍‌ ଶୋ’ ‘କୌନ ବନେଗା କରୋଡ଼ପତି’ରେ ଦ୍ୱିତୀୟ କୋଟିପତି ହୋଇଛନ୍ତି ବବିତା ତଡେ। ଏହା ପୂର୍ବରୁ ବିହାରର ସନୋଜ ରାଜ...

ସୁଶାନ୍ତ ରାଜପୁତଙ୍କ ମୃତ୍ୟୁ ଖବର ସହି ପାରିଲେନି ଭାଉଜ, ମାନସିକ ଅବସାଦରେ ମୃତ୍ୟୁ

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁରେ ସ୍ତବ୍ଧ ହୋଇଯାଇଛି ବଲିଉଡ୍‌। ତାଙ୍କ ହଠାତ୍‌ ମୃତ୍ୟୁରେ ପରିବାରବର୍ଗ ମଧ୍ୟ ହତବାକ୍‌ ହୋଇଯାଇଛନ୍ତି। ସୁଶାନ୍ତଙ୍କ ମୃତ୍ୟୁ ଖବର ଶୁଣି...

ପ୍ରିୟଙ୍କା ଲଞ୍ଚ କଲେ ନିଜର ହେୟାର ବ୍ରାଣ୍ଡ

ମୁମ୍ବାଇ: ଅଭିନୟ ଓ ଗୀତ ଗାଇବା ପରେ ଏବେ ବଲିଉଡ୍ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଆଉ ଏକ କାମ କରିଛନ୍ତି । ନିକଟରେ ପିସି...

ଓସ୍କାର ଆଓ୍ବାର୍ଡ: ଇତିହାସ ରଚିଲା ‘ପାରାସାଇଟ୍‌’

କାଲିଫର୍ନିଆ,୧୦।୨: ମନୋରଞ୍ଜନ ଜଗତର ସର୍ବଶ୍ରେଷ୍ଠ ସମ୍ମାନ ଓସ୍କାର ପୁରସ୍କାର ପ୍ରଦାନ କରାଯାଇଛି। ୨୦୨୦ ମସିହାର ୯୨ ତମ ଓସ୍କାର ଆଓ୍ବାର୍ଡ ଆମେରିକାର ଲସ୍‌ ଆଞ୍ଜେଲସ ସହରର...

ବନ୍ଦ ହେବାକୁ ଯାଉଛି ପାଞ୍ଚଟି ଟେଲି ଧାରାବାହିକର ପ୍ରସାରଣ

ମୁମ୍ବାଇ: ବନ୍ଦ ହେବାକୁ ଯାଉଛି ପାଞ୍ଚଟି ଲୋକପ୍ରିୟ ଟେଲି ଧାରାବାହିକ। କିଛି ଧାରାବାହିକ ଟିଆର୍‌ପି ଭଲ ରହୁ ନ ଥିବାରୁ ବନ୍ଦ ହେବାକୁ ଯାଉଥିବା ବେଳେ...

ହଙ୍ଗାମା ସିକ୍ୱିଏଲରେ ନଜର ଆସିବେ ଶିଳ୍ପା

ମୁମ୍ବାଇ: ବଲିଉଡ୍‌ ନାୟିକା ଶିଳ୍ପା ସେଟ୍ଟୀ ହଙ୍ଗାମା ସିକ୍ୱିଏଲରେ ପରେଶ ରାଓ୍ବଲଙ୍କ ସହ ନଜର ଆସିବେ ବୋଲି ଜଣାପଡିଛି। ଏଥିରେ ଶିଳ୍ପା ଏକ ମେଜର ରୋଲ୍‌ରେ...

Advertisement

BGU

Archives

Model This Week

Why Dharitri