ଜନ୍ମଦିନରେ ରାକ୍ଷୀ ସାଓ୍ବନ୍ତଙ୍କୁ ଜୋର ଜବରଦସ୍ତ ଚୁମ୍ବନ ଦେଇ ଚର୍ଚ୍ଚାକୁ ଆସିଥିଲେ ଏହି ପଞ୍ଜାବୀ ଗାୟକ, ପରେ ଘଟିଥିଲା..

ବମ୍ବେ: ବଲିଉଡ୍‌ରେ ଏପରି କିଛି ସେଲିବ୍ରିଟି ଅଛନ୍ତି ଯେଉଁମାନେ ବିବାଦରେ ରହିବାକୁ ଭଲପାଇଥାନ୍ତି। ସେମାନଙ୍କ ମଧ୍ୟରୁ ଜଣେ ହେଲେ ଜଣାଶୁଣା ପଞ୍ଜାବୀ ଗାୟକ ମିକା ସିଂହ। ଅନେକ ଥର ବିବାଦକୁ ଆସିଥିବା ମିକା ଏକଦା ଡ୍ରାମା କୁଇନ୍‌ରାକ୍ଷୀ ସାଓ୍ବନ୍ତଙ୍କୁ ସର୍ବସମ୍ମୁଖରେ ଚୁମ୍ବନ ଦେଇ ଚର୍ଚ୍ଚାକୁ ଆସିଥିଲେ।

୨୦୦୬ରେ ଆଇଟମ୍‌ ଗର୍ଲ ରାକ୍ଷୀ ଓ ମିକା ପରସ୍ପରର ଭଲ ବନ୍ଧୁ ଥିଲେ। ଏଣୁ ରାକ୍ଷୀଙ୍କୁ ନିଜ ଜନ୍ମଦିନକୁ ଡାକିଥିଲେ ମିକା। ହେଲେ କେକ୍‌ କାଟିବା ପରେ ହଠାତ୍‌ ସମସ୍ତଙ୍କୁ ଚମକାଇ ତାଙ୍କୁ ଚୁମ୍ବନ ଦେଇଥିଲେ। ଏହାପରେ ରାକ୍ଷୀ କୋର୍ଟର ଦ୍ୱାରସ୍ଥ ହୋଇଥିଲେ। ଏହାଛଡ଼ା ମିକା ହିଟ୍‌ ଆଣ୍ଡ ରନ୍‌ କେସ୍‌ରେ ମଧ୍ୟ ଫସିଛନ୍ତି। ଏକ ଲାଇଭ୍‌ ଇଭେଣ୍ଟରେ ଡାକ୍ତରଙ୍କୁ ଚାପୁଡ଼ା ମାରି ସେ ବିବାଦକୁ ଆସିଥିଲେ।

ଅନେକ ସୁପରହିଟ୍‌ ଫିଲ୍ମରେ କାମ କରିଥିବା ମିକା ଦଲେର ମେହେନ୍ଦିଙ୍କ ସାନ ଭାଇ। ତାଙ୍କ ପ୍ରକୃତ ନାମ ଅମରିକ ସିଂହ। ତାଙ୍କର ମା’ବାପା ରାଜ୍ୟସ୍ତରୀୟ କୁସ୍ତିଯୋଦ୍ଧା ଥିଲେ। ଭାଇଭଉଣୀଙ୍କ ମଧ୍ୟରେ ମିକା ସାନ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ରବୀନାଙ୍କ ଡ୍ୟାନ୍ସ ଦେଖି ଲାଜେଇଗଲେ ଝିଅ

ମୁମ୍ବାଇ: କରୋନା ଯୋଗୁ ଏବେ ବଲିଉଡ୍‌ କଳାକାରମାନେ ଘରେ ସମୟ ବିତାଉଛନ୍ତି। ଏହି ସମୟରେ ପ୍ରତ୍ୟେକ କାର୍ଯ୍ୟକଳାପକୁ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି। ଆଜିକାଲି ରବୀନା...

ପନ୍ତଙ୍କୁ ଛାଡ଼ି ଏହି ପାକିସ୍ତାନୀ କ୍ରିକେଟରଙ୍କ ପ୍ରେମରେ ପଡ଼ିଲେଣି ଉର୍ବଶୀ !

ବମ୍ବେ: ନିଜ ବୃତ୍ତିଗତ ଜୀବନଠାରୁ ଅଧିକ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି ବଲିଉଡ ଅଭିନେତ୍ରୀ ଉର୍ବଶୀ ରୌତେଲା। ଦୀର୍ଘଦିନ ଧରି ସେ କ୍ରିକେଟର...

ଆୱାର୍ଡ ଶୋ’କୁ ନେଇ ରାଗିଲେ ଶୈଫ

ମୁମ୍ବାଇ: ବଲିଉଡ୍ ନୱାବ ଶୈଫ ଅଲି ଖାଁ ଖୋଲାଖୋଲି କଥା ହେବାକୁ ପସନ୍ଦ କରନ୍ତି । ନେପୋଟିଜମକୁ ନେଇ ନିଜର ମତ ରଖିଥିବା ଏହି ନାୟକ...

ପୂର୍ବରୁ ବିଗ୍‌ ବିଙ୍କୁ ବି ଆସିଥିଲା ଏମିତି ଧମକ, ସୁରକ୍ଷାକୁ ବଢ଼ାଇଦେଇଥିଲା ପୋଲିସ

ଚଳଚ୍ଚିତ୍ର ତାରକାମାନଙ୍କ ସୁରକ୍ଷା ପାଇଁ ଲକ୍ଷ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରିବା କିମ୍ବା ସର୍ବୋତ୍ତମ ଅଙ୍ଗରକ୍ଷୀ ନିଯୁକ୍ତି କରିବା ବଡ଼ କଥା ନୁହେଁ। ଏପରି...

ଅଡୁଆ କରିଛି ବୋଲ୍ଡ ଶଟ୍‌

ମହେଶ ତନୟା ଆଲିୟା ଭଟ୍ଟ ଦୋଛକିରେ ପଡ଼ିଯାଇଛନ୍ତି। କାରଣ କ’ଣ ଜାଣନ୍ତି ? ନିକଟରେ ତାଙ୍କୁ ଏକ ନୂଆ ସିନେମା ଅଫର ମିଳିଛି। ପୁଣି ଏହି...

ଦିନରେ ମାଲାୟଲମ୍‌ ରାତିରେ ବଙ୍ଗାଳି ରୀତିନୀତିରେ ବିବାହ କଲେ ମୌନି

ବିବାହ ବନ୍ଧନରେ ବାନ୍ଧି ହେଲେ ଟେଲିଭିଜନ ଜଗତର ଲୋକପ୍ରିୟ ଅଭିନେତ୍ରୀ ମୌନୀ ରୟ। ବ୍ୟବସାୟୀ ସୁରଜ ନାମ୍ବିଆଙ୍କ ହାତ ଧରିଛନ୍ତି ସେ। ଦିନରେ ମାଲାୟଲମ୍‌ ରାତିରେ...

‘କବିର ସିଂ’ଙ୍କୁ ପଛରେ ପକାଇଲା ‘ଓ୍ବାର’, ମାତ୍ର ୭ ଦିନରେ କଲା ୨୦୦ କୋଟି ବ୍ୟବସାୟ

ମୁମ୍ବାଇ: ଗତ ଶୁକ୍ରବାର ରିଲିଜ ହୋଇଥିଲା ଟାଇଗର ଶ୍ରଫ୍‌ ଏବଂ ହ୍ରିତିକ ରୋଶନ ଅଭିନୀତ ଫିଲ୍ମ ‘ଓ୍ବାର’। ଇତି ମଧ୍ୟରେ ଏହାର ସାତ ଦିନ ବିତି...

ଘରକୁ କେବେ ଆସିବ? ଉତ୍ତରରେ ଦୀପିକାଙ୍କୁ ରଣବୀର କହିଲେ…

ମୁମ୍ବାଇ: ସୁନ୍ଦରୀ ଅଭିନେତ୍ରୀ ଦୀପିକା ପାଦୁକୋନ ଏବଂ ରଣବୀର ସିଂହ ବଲିଉଡ୍‌ର ମୋଷ୍ଟ ସେଲିବ୍ରିଟି କପଲ ଭାବେ ଜଣାଶୁଣା। ଜଣେ ଜଣଙ୍କୁ ବହୁତ ଭଲପାଆନ୍ତି। ଏବେ...

Advertisement
Archives

Model This Week