ସ୍ବୟଂମ୍ବର କରି କନିଆଁ ଖୋଜିବେ ମିକା

ବମ୍ବେ: ବିବାହ କରିବାକୁ ମନ ବଳାଇଛନ୍ତି ଖ୍ୟାତନାମା ଗାୟକ ମିକା ସିଂ। ଖୁବ୍‌ଶୀଘ୍ର ତାଙ୍କୁ ‘ସ୍ବୟଂମ୍ବର- ମିକା ଦି ବୋଟି’ରେ ଦେଖିବାକୁ ମିଳିବ। ଏହି ଶୋ’ରେ ସେ ନିଜର ଜୀବନସାଥୀ ଖୋଜିବେ।

ସମସ୍ତଙ୍କ ଭଳି ସେ ନିଜର ସାଥୀଙ୍କ ମଧ୍ୟରେ ଅନେକ କିଛି ଗୁଣ ଖୋଜୁଛନ୍ତି। ଯିଏ ବୁଦ୍ଧିମାନ ହୋଇଥିବ, ଉତ୍ତମ ବୁଝାମଣା ବିଶିଷ୍ଟ ହୋଇଥିବ ସେଭଳି ଝିଅଟିଏ ତାଙ୍କୁ ଲୋଡା। ସେ ଜଣେ ଗାୟକ ହୋଇଥିବାରୁ ତାଙ୍କର କାମ ପ୍ରତି ଭଲପାଇବା ରହିବା ଆବଶ୍ୟକ।

କହିରଖୁଛୁ, ଦୀର୍ଘଦିନରୁ ମିକାଙ୍କ ପରିବାରଲୋକେ ବୋହୂଟିଏ ଖୋଜୁଥିଲେ। ହେଲେ ମିକା ସେଥିପ୍ରତି ଧ୍ୟାନ ଦେଉ ନ ଥିଲେ। ଏବେ ସେଭଳି ଏକ ସୁଯୋଗ ମିଳିବା ପରେ ସେ ପରିବାରଲୋକଙ୍କ ସହ କଥା ହୋଇଥିଲେ। ସେଠାରୁ ସମ୍ମତି ମିଳିବାରୁ ମିକା ଏବେ ନିଜ ପାଇଁ କନିଆଁ ଖୋଜିବାକୁ ବାହାରିପଡ଼ିଛନ୍ତି। ଆଗାମୀ ଦିନରେ ସେ ଭାଗ୍ୟବତୀ କିଏ ହେବ ତାହା ସ୍ପଷ୍ଟ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମୃତି ମନ୍ଧାନାଙ୍କ ଡବଲ ଧମାକା: କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୩।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ଆନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ ଏବଂ ରନ ପାଇଁ ଏକ ବିଶ୍ୱ ରେକର୍ଡ ସ୍ଥାପନ…

ଓଡ଼ିଶାର ୧୪ OAS ଅଫିସରଙ୍କୁ IAS ପଦୋନ୍ନତି: କେନ୍ଦ୍ର ସରକାର ଜାରି କଲେ ବିଜ୍ଞପ୍ତି… ଦେଖନ୍ତୁ ପୁରା ତାଲିକା

ଭୁବନେଶ୍ୱର,୩।୯: ଓଡ଼ିଶା ପ୍ରଶାସନିକ ସେବା (OAS) କ୍ୟାଡରର ୧୪ ଜଣ ବରିଷ୍ଠ ଅଫିସରଙ୍କୁ ଭାରତୀୟ ପ୍ରଶାସନିକ ସେବା (IAS) ପାହ୍ୟାକୁ ପଦୋନ୍ନତି ମିଳିଛି। କେନ୍ଦ୍ର କାର୍ମିକ, ଜନ…

ପ୍ରଶ୍ନ କଲେ ଉଦୟନିଧି ଷ୍ଟାଲିନ, ମୁଖ୍ୟମନ୍ତ୍ରୀ ବିଜୟ କହିଲେ ସୋମବାର ଦେବି ଉତ୍ତର

ଚେନ୍ନାଇ,୩।୯: ଆଇନ ଶୃଙ୍ଖଳା ପ୍ରସଙ୍ଗରେ ଡିଏମକେ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିବାରୁ ତାମିଲନାଡୁ ବିଧାନସଭାରେ ଏକ ବିଶୃଙ୍ଖଳିତ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାର ଜବାବରେ, ମୁଖ୍ୟମନ୍ତ୍ରୀ ବିଜୟ…

ବଲିଉଡ୍‌ରେ ଆଉ ଜଣେ ଷ୍ଟାର୍ କିଡ୍‌ଙ୍କ ଏଣ୍ଟ୍ରି! ମଲାଇକା-ଅରବାଜଙ୍କ ପୁଅ ଅରହାନ କରିବେ ଡେବ୍ୟୁ…

ମୁମ୍ବାଇ: ଦୀର୍ଘଦିନରୁ ଚାଲିଥିବା ଚର୍ଚ୍ଚାରେ ଲାଗିଲା ବିରାମ। ବଲିଉଡ ଅଭିନେତ୍ରୀ ମଲାଇକା ଅରୋରା ଏବଂ ଅରବାଜ ଖାନଙ୍କ ପୁଅ ଅରହାନ ଖାନ ବଲିଉଡ ଡେବ୍ୟୁ କରିବା ସ୍ପଷ୍ଟ…

୬ ଦିନର ହ୍ରାସ ପରେ ହଠାତ ଏତିକି ମହଙ୍ଗା ହେଲା ସୁନା, ରୁପା ଦର ବି ଆକାଶଛୁଆଁ: ୧୦ ଗ୍ରାମକୁ ଏବେ ଗଣିବେ… 

ନୂଆଦିଲ୍ଲୀ,୩।୯: ଦେଶର ରାଜଧାନୀ ଦିଲ୍ଲୀରେ ଲଗାତାର ୬ ଦିନ ଧରି ସୁନା ଏବଂ ରୁପା ଦର ହ୍ରାସ ପାଇବା ପରେ ଆଜି ଏକ ବଡ଼ ଧରଣର ବୃଦ୍ଧି…

ଇନ୍ଦ୍ରାବତୀ ଡ୍ୟାମରେ ବଢୁଛି ଜଳସ୍ତର୍‌: ଟ୍ରାଏଲ୍‌ ରନ୍‌ରେ ଖୋଲାଗଲା ୪ ନଂ ଗେଟ୍‌

ନବରଙ୍ଗପୁର, ୩।୯(ସଦାଶିବ ପ୍ରହରାଜ): ଇନ୍ଦ୍ରାବତୀ ଜଳଭଣ୍ଡାରରେ ବଢୁଛି ଜଳସ୍ତର। ବିପଦ ସଂକେତ ନିକଟତର ହେବା ପରେ ଗେଟ୍‌ ଖୋଲିବାକୁ ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ କରିଛି ଡ୍ୟାମ୍‌ କର୍ତ୍ତୃପକ୍ଷ।…

୭ ଦିନ ଯାଏ ବର୍ଷା, ଏହି ୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୩ା୯(ସୌମ୍ୟରଞ୍ଜନ ରାଉତ) – ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଗୁରୁବାର…

ଲଗାଣ ବର୍ଷାରେ ଭୁଶୁଡ଼ିଲା କଲଭର୍ଟ, ୨ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କୋରୁକୋଣ୍ଡା, ୩।୯ (ଅଶୋକ କୁମାର ପରିଡା): ଲଗାଣ ବର୍ଷାରେ ମାଟି ଧସି କଲଭର୍ଟ ଭୁଶୁଡି ପଡ଼ିବାରୁ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ ଅନ୍ତର୍ଗତ ଏମ୍‌ଭି-୫୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri