କାଲିଫର୍ନିଆକୁ ମିଳିଲା ପ୍ରଥମ ଶିଖ ମେୟର

କାଲିଫର୍ନିଆ,୨୫ ।୧୨: ଆମେରିକାରେ ଭାରତୀୟ ମୂଳ ବାସିନ୍ଦା ପଞ୍ଜାବି ମିକି ହୋଥିଙ୍କୁ ସର୍ବସମ୍ମତି କ୍ରମେ ଉତ୍ତର କାଲିଫର୍ନିଆ ଲୋଦି ସହରର ମେୟର ନିର୍ବାଚିତ କରାଯାଇଛନ୍ତି । ଏହା ସହ ମିକି ହୋଥି, ଯାହାଙ୍କୁ ସବୁଠାରୁ ଉଚ୍ଚ ସ୍ଥାନ ମିଳିବା ସହ ସେ ପ୍ରଥମ ଶିଖ ଭାବେ ଏହି ଗୌରବ ହାସଲ କରିଛନ୍ତି । ମିକି ହୋଥି ଶୁକ୍ରବାର ଟୁଇଟ କରି କହିଛନ୍ତି, ‘ଲୋଦି ସହରର ୧୧୭ ତମ ମେୟର ଭାବେ ଶପଥ ଗ୍ରହଣ କରି ମୁଁ ନିଜକୁ ସମ୍ମାନୀତ ମନେକରୁଛି ।
ମେୟର ହେବା ପରେ ତାଙ୍କର ମୁଖ୍ୟ କାମ ରହିବ କମନ କାଉନସିଲ ବୈଠକର ନେତୃତ୍ୱ କରିବା ଓ ସହରର କାର୍ଯ୍ୟକାରୀ ଅଧିକାରୀ ଭାବେ କାମ କରିବା । ସହରର ସ୍ଥାନୀୟ ଖବରକାଗଜ ଲୋଦି ଟାଇମ୍ସ ମେୟରଙ୍କ ପକ୍ଷରୁ ଲେଖିଛି ଯେ ଏହାଏକ ସୁରକ୍ଷିତ ସହର ।


Enter your email to get our daily news in your inbox.

All Right Reserved By Dharitri.Com

ଲିଭର ଖରାପ ହେବାର ଦଶ ଦିନ ପୂର୍ବରୁ ଦେଖାଦିଏ ଏହି ଲକ୍ଷଣ…

ମିଳିତ ଭାବେ ଏକପ୍ରକାର ସଂକ୍ରାମକ ରୋଗକୁ ହେପାଟାଇଟିସ୍‌ କୁହାଯାଏ। ସାଧାରଣ ଅର୍ଥରେ ବୁଝିବାକୁ ଗଲେ ଏହା ଲିଭର ସମ୍ବନ୍ଧୀୟ ଏକ ରୋଗ। ହେପାଟାଇଟିସ୍‌କୁ ପାଞ୍ଚଟି ଶ୍ରେଣୀରେ ବିଭକ୍ତ…

ଦାରିଙ୍ଗବାଡ଼ି ଲୁଟ୍ ଘଟଣାରେ ପୋଲିସର ତଦନ୍ତ ଜୋରଦାର, ପହଞ୍ଚିଲେ ବାଲିଗୁଡା ଏସଡିପିଓ

ଦାରିଙ୍ଗବାଡ଼ି,୩ା୮(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରରେ ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍…

ମହିଳା ରେସଲର ଯୌନ ନିର୍ଯାତନା ମାମଲାରେ ବ୍ରିଜଭୂଷଣ ସିଂହଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୩।୮: କୈସରଗଞ୍ଜ (ଉତ୍ତର ପ୍ରଦେଶ)ର ପୂର୍ବତନ ଏମପି ଏବଂ ଭାରତୀୟ ଜନତା ପାର୍ଟିର ନେତା ବ୍ରିଜଭୂଷଣ ଶରଣ ସିଂହଙ୍କୁ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟରୁ ବଡ଼ ଆଶ୍ୱସ୍ତି…

ଓଡ଼ିଶା ଆସିବେ ରାହୁଲ

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଯୁବ ଓ ଛାତ୍ର ସମାଜ ବିରୋଧୀ ବୋଲି ଛାତ୍ର କଂଗ୍ରେସର ରାଷ୍ଟ୍ରୀୟ ସଭାପତି ବିନୋଦ ଜାଖର କହିଛନ୍ତି।…

ମା’-ବାପା ବିବାଦ: ବାପାଙ୍କୁ ଜାବୁଡ଼ି ଧରି କାନ୍ଦିଲା କୁନି ଝିଅ, କାହା ଆଖିରେ ରହିଲାନି ଲୁହ, ଆଉ ତା’ ପରେ…

ନୀଳଗିରି,୩ା୮(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରିରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ପାଖାପାଖି ୩ ବର୍ଷ ହେବ ମା’ କୁନି ଝିଅ ଓ…

ବନ୍ୟା କ୍ଷୟକ୍ଷତି, କାହାକୁ କେତେ ଟଙ୍କା ମିଳିବ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୩ା୮: ବନ୍ୟା ପାଣି କମିଯାଇଥିଲେ ସୁଦ୍ଧା ବଢ଼ିଯାଇଛି ଦୁର୍ଦ୍ଦଶା । ବନ୍ୟାରେ ସାତ ଜିଲା ପ୍ରଭାବିତ ହୋଇଥିବା ବେଳେ ଅନେକ କ୍ଷୟକ୍ଷତି ହୋଇଥିବା ରେକର୍ଡ କରାଯାଇଛି ।…

ରାଜଧାନୀରେ ଭଙ୍ଗାଯିବ ସମସ୍ତ ବେଆଇନ ନିର୍ମାଣ: ସୁପ୍ରିମକୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ପରେ…

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ଶତାଧିକ ଆବାସିକ ଘରେ ବେଆଇନ ଭାବେ ବ୍ୟବସାୟ କେନ୍ଦ୍ର ଚାଲିଛି। ଏହାସହିତ ରାଜଧାନୀର ବିଭିନ୍ନ ସ୍ଥାନରେ ବେଆଇନ…

IND vs SL: ବୁମରା OUT; ଶ୍ରୀଲଙ୍କା ଗସ୍ତ ପୂର୍ବରୁ BCCIର ବଡ଼ ନିଷ୍ପତ୍ତି, ଏହି ଖେଳାଳିଙ୍କୁ ସୁଯୋଗ

ନୂଆଦିଲ୍ଲୀ,୩ା୮: ଶ୍ରୀଲଙ୍କା ବିପକ୍ଷ ଗୁରୁତ୍ୱପୂର୍ଣ୍ଣ ଟେଷ୍ଟ ସିରିଜ୍ ପୂର୍ବରୁ ଟିମ୍ ଇଣ୍ଡିଆର ସମସ୍ୟା ବଢ଼ିଚାଲିଛି । ନୀତିଶ କୁମାର ରେଡ୍ଡୀ ଓ ହର୍ଷିତ ରାଣା ଆହତ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri