କୁଆପଥର ବର୍ଷା ପରେ ଝରିଗାଁରେ ମୃଦୁ ଭୂମିକମ୍ପ

ଝରିଗାଁ,୨୯।୪(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ମୃଦୁ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ସନ୍ଧ୍ୟା ୭ଟା ୪୨ ମିନିଟ୍ ୨୧ ସେକେଣ୍ଡରେ ଭୂକମ୍ପ ହୋଇଥିବା ଜଣାପଡିଛି । ତେବେ କେବଳ ଝରିଗାଁ ନୁହେଁ, ଚନ୍ଦାହାଣ୍ଡିରେ ମଧ୍ୟ ଭୂମିକମ୍ପ ଅନୁଭୂତ ହୋଇଛି ।

ତେବେ ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇଥିବା ନେଇ ସୂଚନା ନାହିଁ । ଭୂକମ୍ପର କେନ୍ଦ୍ରସ୍ଥଳ କଳାହାଣ୍ଡି ଜିଲା କୁଆମ୍ବ ଥିବା ବେଳେ, ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୧ ରହିଥିବା ଜଣାପଡିଛି । ଏଥିପୂର୍ବରୁ ଝରିଗାଁରେ ଘଣ୍ଟାଏ କାଳ କୁଆପଥର ବର୍ଷା ହୋଇଥିଲା । ତେବେ ବର୍ଷା ପରେ ଭୂକମ୍ପକୁ ନେଇ ଆତଙ୍କିତ ରହିଛନ୍ତି ସ୍ଥାନୀୟ ଲୋକେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?