କଳାହାଣ୍ଡି ଜିଲାରେ ମୃଦୁ ଭୂକମ୍ପ

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳରେ ମଙ୍ଗଳବାର ସନ୍ଧ୍ୟା ୭ଟା ୩ ମିନିଟ୍ ରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି । ଜିଲାର ଭବାନୀପାଟଣା,ଧର୍ମଗଡ,ଜୁନାଗଡ଼ କୋକସରା, ଜୟପାଟଣା, ଗୋଲାମୁଣ୍ଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଥିବା ସୂଚନା ମିଳିଛି । ତେବେ ଏହା ଦ୍ୱାରା ଜନ ସାଧାରଣ କେତେ ପ୍ରଭାବିତ ହୋଇଛନ୍ତି, କ୍ଷୟ କ୍ଷତି ହୋଇଛି କି ନାହିଁ ତାହାର ସୂଚନା ମିଳି ନାହିଁ ।



Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଶୁଭେନ୍ଦୁ ସାମଲ ନିଲମ୍ୱିତ

ଭୁବନେଶ୍ୱର,୩।୫: ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ରବିବାର ଚୌଦ୍ୱାର ମ୍ୟୁନିସିପାଲିଟି ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲଙ୍କୁ ଦଳରୁ ନିଲମ୍ୱନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁଭେନ୍ଦୁଙ୍କୁ ନିଲମ୍ୱନ…

ଖାରବେଳଙ୍କ ଉପରୁ ଉଠିଲା ନିଲମ୍ୱନ

ଭୁବନେଶ୍ୱର,୩।୫: ବରିଷ୍ଠ ଭାଜପା ନେତା ଐର ଖାରବେଳ ସ୍ୱାଇଁଙ୍କ ଉପରୁ ରବିବାର ନିଲମ୍ୱନ ଆଦେଶ ପ୍ରତ୍ୟାହୃତ ହୋଇଛି। ଭାଜପା ରାଜ୍ୟ ଶୃଙ୍ଖଳା କମିଟି ଆବାହକ ସୁଦର୍ଶନ ନାୟକ…

ମାଛ ଧରିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋକସରା,୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମାଛ ଧରିବା ପାଇଁ ଯାଇଥିବା କୋକସରା ବ୍ଲକ ଆମପାଣି ଥାନା ଖଲିଗଡ ଗ୍ରାମର ଜଣେ ଯୁବକ ଡ୍ୟାମ ବୁଡ଼ି ନିଖୋଜ ହୋଇ ଯାଇଥିଲେ।…

ଯୌତୁକ ଜନିତ ବଧୂହତ୍ୟା ଘଟଣା, ୩ ମାସ ପରେ ବନ୍ଧା ହେଲେ ଶ୍ବଶୁର-ଦିଅର

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଜକରାପଲ୍ଲୀ ଗ୍ରାମର ଅଜିତ ବିଷୋୟୀଙ୍କ ସ୍ତ୍ରୀ ସନ୍ଧ୍ୟାରାଣୀ ବିଷୋୟୀଙ୍କୁ ଗତ ଫେବୃଆରୀ ୪ ତାରିଖରେ ଅଧିକା ଯୌତୁକ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରାକ୍ଟର, ଆଉ ତା’ପରେ…

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ତେଲକୋଇ ବସ୍‌ଷ୍ଟାଣ୍ଡ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ…

ମଧ୍ୟପ୍ରାଚ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ! ଇରାନ ଏପର୍ଯ୍ୟନ୍ତ ପର୍ଯ୍ୟାପ୍ତ ମୂଲ୍ୟ ଦେଇନାହିଁ କହିଲେ ଟ୍ରମ୍ପ

ଓ୍ବାଶିଂଟନ,୩ା୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସମ୍ପର୍କରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସେ କହିଛନ୍ତି ଯେ ତେହେରାନ ଏପର୍ଯ୍ୟନ୍ତ ତାଙ୍କ…

ବରଗଡ଼ ଜିଲା ପ୍ରିମିୟର ଲିଗ୍ ଉଦଘାଟିତ

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କ୍ରିକେଟ୍ ଆସୋସିଏସନ୍ ଆନୁକୂଲ୍ୟରେ ରବିବାର ସନ୍ଧ୍ୟାରେ ବରଗଡ଼ ଜିଲା ପ୍ରିମିୟର ଲିଗ୍(ବିଡିପିଏଲ) ଉଦଘାଟିତ ହୋଇଛି। ବରଗଡ ଜିଲା କ୍ରିକେଟ ଏସୋସିଏସନର ସଭାପତି…

ରାସ୍ତା ଉପରେ ପଡ଼ିଲା ବିରାଟକାୟ ଗଛ; ଅଳ୍ପକେ ବର୍ତ୍ତିଲେ ପଥଚାରୀ, ଯାତାୟତ ବାଧାପ୍ରାପ୍ତ

ଥୁଆମୂଳ ରାମପୁର,୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରବିବାର ବିରାଟକାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri