ହାଲକା ଶୀତ ସହ କୁହୁଡି, ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ମୋହନା,୧୧।୧୦( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ଅଞ୍ଚଳ ରେ ହାଲକା ଶୀତ ସହ ଘନ କୁହୁଡି ଦେଖାଦେଇଛି । ମୋହନା ଅଞ୍ଚଳ ଏକ ପାହାଡିଆ ଅଞ୍ଚଳ ହୋଇଥିବା ପାଇଁ ଅଧିକ କୁହୁଡି ଦେଖାଦିଏ । ମୋହନାକୁ ଦାରିଙ୍ଗବାଡି ଅତି ନିକଟ ହେବାଯୋଗୁ ଏଠାରେ ଅଧିକ ଶୀତ ଅନୁଭବ ହୁଏ। କିଛିଦିନ ଦେବ ଗଜପତି ଜିଲାରେ ଲଗାଣ ବର୍ଷା ଲାଗି ରହିଥିଲା । ବର୍ଷା ଛାଡିବାପରେ କିଛି ସ୍ଥାନରେ ରାସ୍ତା ଧୋଇହୋଇ ଯାଇଛି । ଯାହା ଫଳରେ ଗୋଟିଏ ପଟେ ରାସ୍ତା ଧୋଇ ହୋଇଯିବା ସହ କୁହୁଡି ଦେଖାଦେଇଛି । କୁହୁଡି ଦେବା ଫଳରେ ଜାତୀୟ ରାଜପଥରେ ଯାନବାହାନ ଯାତାୟାତ କରିବା ବାଧାପ୍ରାପ୍ତ ହୋଇଛି । ବର୍ତ୍ତମାନ ପାଗ ପରିବର୍ତ୍ତନ ହୋଇଛି ଯାହା କି ହାଲକା ଶୀତ ସହ କୁହୁଡି ଦେଖିବାକୁ ମିଳୁଛି । ଅନ୍ୟ ପକ୍ଷରେ ସକାଳୁ ସକାଳୁ ହାଲକା ଶୀତୁଆ ପାଇଁ ଚା ଦୋକାନରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି।

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ଗାଜଲବାଡ଼ି ଘାଟିରେ ୨ ଟ୍ୟାଙ୍କର ଫସିବା ଯୋଗୁ ଯାତାୟାତ ଠପ୍: ରାତିସାରା ଘାଟି ରାସ୍ତାରେ ଅଟକି ରହିଲେ ଶହ ଶହ ଯାତ୍ରୀ

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?