Posted inଜାତୀୟ

ମିଳିତ କୃଷକ ମୋର୍ଚ୍ଚାର ନୂଆ ରଣନୀତି

ନୂଆଦିଲ୍ଳୀ,୧୬।୨: ମିଳିତ କୃଷକ ମୋର୍ଚ୍ଚା ପକ୍ଷରୁ କୃଷି ଆଇନକୁ ବିରୋଧ କରାଯାଇ ଦିଲ୍ଲୀ ସୀମାରେ ଧାରଣା ଜାରି ରହିଛି। ତେବେ ଏବେ ମୋର୍ଚ୍ଚା ପକ୍ଷରୁ ଏହାର ରଣନୀତିରେ କେତେକ ପରିବର୍ତ୍ତନ କରାଯାଇଛି। ସୀମାରେ ଧାରଣା ଦେଉଥିବା ଚାଷୀଙ୍କ ସଂଖ୍ୟା କମାଇବା ଲାଗି ମୋର୍ଚ୍ଚ ଯୋଜନା କରିଛି। ଦେଶସାରା କୃଷକ ମହାପଞ୍ଚାୟତ ଆୟୋଜନ କରିବା ଲକ୍ଷ୍ୟ ନେଇ ଚାଷୀ ନେତା ରାକେଶ ଟିକାଏତ କାର୍ଯ୍ୟ ଆରମ୍ଭ କରିଛନ୍ତି। ଆବଶ୍ୟକ ସମୟରେ ଦିଲ୍ଲୀ ସୀମାରେ ଚାଷୀଙ୍କୁ ଏକଜୁଟ କରାଯାଇ ପାରିବ। ମାତ୍ର ସାରା ଦେଶରେ କୃଷି ଆଇନକୁ ବିରୋଧ କରାଯିବା ଲାଗି ମହାପଞ୍ଚାୟତ ଜରୁରି ବୋଲି ରାକେଶ କହିଛନ୍ତି। ସରକାରଙ୍କ ଟାଳଟୁଳ ନୀତିରୁ ଜଣାପଡୁଛି ଯେ, ସହଜରେ ଏହାର ସମାଧାନ ହେବ ନାହିଁ ଏବଂ ଆନ୍ଦୋଳନ ଦୀର୍ଘଦିନ ଧରି ଜାରି ରହିବ। ତେଣୁ ଦିଲ୍ଲୀ ସୀମାରେ ଧାରଣା ଦେଉଥିବା ଚାଷୀଙ୍କ ସଂଖ୍ୟା କମାଇବା ପାଇଁ ମୋର୍ଚ୍ଚା ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ସବୁଜ ଶକ୍ତି ଜୀବନର ଆଧାର ବୋଲି ଉପଲବ୍ଧି କରିଛନ୍ତି ବ୍ୟାଙ୍କର ରାଜଶ୍ରୀ ନାମ୍ବିୟାର। ସେ ଇକୋଫାଇ ଷ୍ଟାର୍ଟଅପ୍‌ର ସହପ୍ରତିଷ୍ଠାତା ଭାବେ ଦୁଇ କିମ୍ବା ତିନି ଚକିଆ ବିଦ୍ୟୁତ୍‌ଚାଳିତ…

ତଥ୍ୟର କୋଳାହଳରେ କାହାଣୀ

ଜିର ସମୟକୁ ଯଦି ‘ଡାଟା’ ବା ‘ତଥ୍ୟ’ର ଯୁଗ ବୋଲି କୁହାଯାଏ, ତାହା ଭୁଲ ହେବ ନାହିଁ। ପ୍ରତି ମୁହୂର୍ତ୍ତରେ ଯେତେ ତଥ୍ୟ ସୃଷ୍ଟି ହେଉଛି, ସବୁକୁ…

ଉତ୍ତରଦାୟିତ୍ୱକୁ ଉପେକ୍ଷା

ସବୁଠି ଆଲୋଚନା ହେଉଛି ମଣିଷ ନିକଟରେ ନୈତିକ ମୂଲ୍ୟବୋଧ ଆଉ ଦେଖିବାକୁ ମିଳୁନାହିଁ। କିନ୍ତୁ ବିଚିତ୍ର କଥା ହେଉଛି ନୈତିକତା ସପକ୍ଷରେ ସଭିଏଁ କହୁଛନ୍ତିି, କେହି ଜଣେ…

ଫାଇଲ ଗାଏବ

ଓଡ଼ିଶାରେ ଗତ ସପ୍ତାହର ଏକ ଖବର ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହେବା କଥା। ଦୁଇଟି ଘଟଣା ଖୋଦ୍‌ ସରକାରଙ୍କ ଦ୍ୱାରା ଲୋକଲୋଚନକୁ ଅଣାଗଲା। ରାଜ୍ୟ ସରକାରଙ୍କ ଗୃହ…

ଶାନ୍ତି ଚୁକ୍ତିରେ ଏହି ୧୪ ସର୍ତ୍ତ ରଖିଛି ଇରାନ

ତେହରାନ,୧୫ା୬: ଆମେରିକା ସହ ପ୍ରସ୍ତାବିତ ୧୪ ସୂତ୍ରୀ ସର୍ତ୍ତ ଜାରି କରିଛି ଇରାନ। ଅନ୍ତର୍ଜାତୀୟ ମିଡିଆ ରିପୋର୍ଟ ଅନୁସାରେ, ଏହି ଦାବିଗୁଡ଼ିକ ହେଲା ୩୦ ଦିନ ଭିତରେ…

୫୫ ମିନିଟ୍‌ ଧରି ଫୋନ୍‌ରେ କଥା ହେଲେ ଟ୍ରମ୍ପ-ପୁଟିନ୍‌: ବନ୍ଦ ହୋଇଯିବ କି…

ଓ୍ବାଶିଂଟନ୍‌,୧୫।୬:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଟେଲିଫୋନ ଆଲୋଚନା ହୋଇଥିଲା। ପ୍ରାୟ ୫୫ ମିନିଟ ଧରି ଚାଲିଥିବା…

ଆମେରିକା-ଇରାନର ଶାନ୍ତି ଚୁକ୍ତିକୁ ବିଶ୍ୱର ସ୍ବାଗତ

ଓ୍ବାଶିଂଟନ,୧୫ା୬: ଇରାନ-ଆମେରିକା ଶାନ୍ତି ଚୁକ୍ତି ପାଇଁ ରାଜି ହୋଇଥିବାରୁ ସାରା ବିଶ୍ୱ ଏହାକୁ ସ୍ବାଗତ କରିଛି। କତାର, ତୁର୍କି, ବ୍ରିଟେନ, ଜର୍ମାନୀ ଓ ଫ୍ରାନ୍ସ ଆଦି ଦେଶ…

ଶାନ୍ତି ଚୁକ୍ତି ପାଇଁ ଆମେରିକା-ଇରାନ ରାଜି, ଖୋଲିବ ହର୍ମୁଜ, ଅବରୋଧ ହଟାଇ…

ଓ୍ବାଶିଂଟନ,୧୫ା୬: ଐତିହାସିକ ଶାନ୍ତି ଚୁକ୍ତି ପାଇଁ ଆମେରିକା ଏବଂ ଇରାନ ସହମତି ପ୍ରକାଶ କରିଛନ୍ତି। ଶୁକ୍ରବାର ସ୍ବିଜରଲାଣ୍ଡ ଜେନେଭାରେ ଏହି ଐତିହାସିକ ଶାନ୍ତି ଚୁକ୍ତି ସ୍ବାକ୍ଷରିତ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri