ତାଇଓ୍ବାନରେ ସୈନ୍ୟ ସଙ୍କଟ…

ତାଇପେ,୧୮।୧୨ : ଯେଉଁ ସମୟରେ ଚାଇନାର ଆକ୍ରୋଶର ଆଶଙ୍କା ବଢୁଛି, ତାଇୱାନ ଏକ ଭିନ୍ନ ପ୍ରକାରର ଆହ୍ବାନର ସମ୍ମୁଖୀନ ହେଉଛି। ଦେଶର ଜନସଂଖ୍ୟା କ୍ରମାଗତ ଭାବେ ହ୍ରାସ ପାଉଛି। ଜନସଂଖ୍ୟାରେ ଯୁବକମାନଙ୍କ ସଂଖ୍ୟାରେ ଯଥେଷ୍ଟ ହ୍ରାସ ଘଟିଛି। ଏହି କାରଣରୁ, ତାଇୱାନର ସେନାରେ ପର୍ଯ୍ୟାପ୍ତ ସଂଖ୍ୟକ ନୂତନ ସୈନିକ ନିଯୁକ୍ତ ହେଉନାହାଁନ୍ତି।

ତାଇୱାନର ସୈନ୍ୟବାହିନୀ ନିଯୁକ୍ତି ପାଇଁ ସ୍ଥିର କରିଥିବା ସଂଖ୍ୟାଠାରୁ ବହୁ ପଛରେ ଅଛନ୍ତି। ୨ କୋଟି ୩୫ ଲକ୍ଷ ଜନସଂଖ୍ୟା ବିଶିଷ୍ଟ ଏହି ତାଇଓ୍ବାନର ଗୃହ ମନ୍ତ୍ରଣାଳୟ ସ୍ବୀକାର କରିଛି ଯେ କମୁଥିବା ଜନ୍ମ ହାର ବର୍ତ୍ତମାନ ଦେଶ ପାଇଁ ଏକ ପ୍ରମୁଖ ସମସ୍ୟା ପାଲଟିଛି। ୨୦୨୦ରେ ପ୍ରଥମ ଥର ପାଇଁ ତାଇୱାନର ଜନସଂଖ୍ୟା ହ୍ରାସ ପାଇବାକୁ ଆରମ୍ଭ କରିଥିଲା।

ବର୍ତ୍ତମାନ ଗୃହ ମନ୍ତ୍ରଣାଳୟ ଚେତାବନୀ ଦେଇଛି ଯେ ୨୦୨୨ ମସିହାରେ ସେନାରେ ନୂତନ ନିଯୁକ୍ତ ସଂଖ୍ୟା ସର୍ବନିମ୍ନ ସ୍ତରରେ ରହିବ। ମନ୍ତ୍ରଣାଳୟ କହିଛି ଭବିଷ୍ୟତରେ ଯୁବ ଜନସଂଖ୍ୟାରେ କ୍ରମାଗତ ହ୍ରାସ ଏକ ପ୍ରମୁଖ ଆହ୍ବାନ ହେବ। ବିଶ୍ଳେଷକଙ୍କ ମତରେ ଏହି ଚ୍ୟାଲେଞ୍ଜ ଅତ୍ୟନ୍ତ ଖରାପ ସମୟରେ ଏକ ଗୁରୁତର ରୂପ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥରହର… ୭.୧ ତୀବ୍ରତାର ଭୂକମ୍ପ ଝଟକା, ସୁନାମି ଆଲର୍ଟ ଜାରି

ଟୋକିଓ,୨୮।୭: ଜାପାନର କ୍ୟୁଶୁ ଅଞ୍ଚଳରେ ବଡ଼ ଧରଣର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୭.୧ ରହିଥିବା ବେଳେ ୩.୨୮ ଫୁଟ ଉଚ୍ଚତା ପର୍ଯ୍ୟନ୍ତ…

ଇସ୍ତଫା ଦେଲେ ସ୍ବିଗି ଇନଷ୍ଟାମାର୍ଟର ସିଇଓ ଅମିତେଶ ଝା; ଦାୟିତ୍ୱ ନେବେ ନନ୍ଦିତା ସିହ୍ନା

ନୂଆଦିଲ୍ଲୀ,୨୮।୭: ସ୍ବିଗି ଇନଷ୍ଟାମାର୍ଟରେ ଏକ ବଡ଼ ପରିବର୍ତ୍ତନ ଆସିଛି। କମ୍ପାନୀର ସିଇଓ ଅମିତେଶ କୁମାର ଝା ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫା ପରେ, ନନ୍ଦିତା…

ବିଷ ଦେଇ ଟ୍ରମ୍ପଙ୍କ ପରିବାରକୁ ହତ୍ୟା କରିବାକୁ ରଚାଯାଉଛି ଷଡ଼ଯନ୍ତ୍ର! ହେଲେ ଏହା ପଛରେ କାହାର ରହିଛି ହାତ? ଜାଣନ୍ତୁ…

ଓ୍ବାଶିଂଟନ,୨୮।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନର ଏକ ଅତ୍ୟନ୍ତ ଚିନ୍ତାଜନକ ଏବଂ ଚାଞ୍ଚଲ୍ୟକର ପ୍ରଚାର ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓଟି…

ସାନଖେମୁଣ୍ଡି ଅଞ୍ଚଳରେ ଉପ ଜିଲାପାଳଙ୍କ ନେତୃତ୍ୱରେ ସଫେଇ ଅଭିଯାନ, ଅଞ୍ଚଳବାସୀଙ୍କ ପ୍ରଶଂସା

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଆମ ଗାଁ ସ୍ବଚ୍ଛ ଓ ପରିବେଶକୁ ସୁରକ୍ଷିତ ରଖି ଗଞ୍ଜାମ ଜିଲାକୁ ଏକ ସୁନ୍ଦର, ସ୍ବଚ୍ଛ ଓ ଆଦର୍ଶ ଜିଲାରେ ପରିଣତ କରିବା…

ଫସିଯିବେ କି ଗଡ଼କରୀ? କହିଲେ ‘E20 ପେଟ୍ରୋଲରେ ମୋର କୌଣସି ଭୂମିକା ନାହିଁ’

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ବମ୍ବେ ହାଇକୋର୍ଟରେ ଏକ ପ୍ରସ୍ତାବିତ ଦେୱାନୀ ମାମଲା ରୁଜୁ କରି ଦାବି କରିଛନ୍ତି ଯେ…

ଲଗାଣ ବର୍ଷା ପ୍ରଭାବରେ ବେହାଲ ବଣାଇଁ ଅଞ୍ଚଳ; ବାଗୁନ ନାଳରେ ଭାସିଗଲା ବାଇକ, ଅଫିସରେ ଆଣ୍ଠୁଏ ପାଣି

ବଣାଇଁ,୨୮।୭( ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡରେ ଦୁଇଦିନ ଧରି ଲଗାଣ ବର୍ଷା ଜାରି ରହିଛି । ଫଳରେ ଏକ ପ୍ରକାର ଜନଜୀବନ ପ୍ରଭାବିତ…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ବଡ଼ ଆଡମ୍ବରରେ ଉତ୍ସବ ପାଳନ କଲା CJP; ହେଲେ ବଡ଼ କଥା କହିଦେଲେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କୋକ୍ରୋଚ ଜନତା ପାର୍ଟି (CJP)ର ସଦସ୍ୟମାନେ ହୋଟେଲରେ ମହା ଆଡମ୍ବରରେ ଉତ୍ସବ ପାଳନ କରୁଥିବା ଏକ…

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ଶେଷ ବିଦାୟ: ସାମିଲ ହେଲେ ହଜାର ହଜାର ଲୋକ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ସୁଶାନ୍ତ ସିଂଙ୍କୁ ମଙ୍ଗଳବାର ଶେଷ ବିଦାୟ ଦିଆଯାଉଛି। ଏହି କ୍ରମରେ ସକାଳୁ ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ହଲଦିପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri