ଅନ୍ଧାର ରାତିରେ ଚାଲିଥିଲା କ୍ଷୀର ଅପମିଶ୍ରଣ, ମାଡିବସିଲା ପୋଲିସ, ଆଉ ତା’ପରେ…

ଭୁବନେଶ୍ୱର,୧୦।୯: ଲୋକଙ୍କ ସ୍ବାସ୍ଥ୍ୟ ସହ ଖେଳ। ମେସିନ ଦ୍ବାରା କ୍ଷୀର ଗାଡି ମଧ୍ୟରେ ପାଣି ଲୋଡ କରି କ୍ଷୀରକୁ ବାହାର କରି ସେଥିରେ ଲୁଣ, ପାଉଡର୍‌ ଓ ଏକ କେମିକାଲ ମିଶାଇ ବଜାରକୁ ଛାଡୁଥିଲେ। ଗତକାଲି ବିଳମ୍ବିତ ରାତିରେ କଟକ ଗୁରୁଡ଼ିଝାଟିଆ ଥାନା କଷ୍ପଙ୍ଗୀ ନିକଟ ଏକ ହୋଟେଲ ପଛ ପଟେ କ୍ଷୀର ଅପମିଶ୍ରିତ ଚାଲିଥିବା ବେଳେ ମାଡ଼ି ବସିଲା ପୋଲିସ । ଏଥିସହିତ ଘଟଣାସ୍ଥଳରୁ କ୍ଷୀର ଟ୍ୟାଙ୍କର ମଧ୍ୟ ଜବତ କରିଛି ପୋଲିସ। ହେଲେ ପୋଲିସ ଆସିବା ଦେଖି କ୍ଷୀର ଅପମିଶ୍ରିତ କରୁଥିବା ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ସରପଞ୍ଚ ପ୍ରାର୍ଥୀ ଓଡ଼ିଆ ପଢ଼ିବା, ଲେଖିବା ବାଧ୍ୟତାମୂଳକ: ଓଡିଶା ହାଇକୋର୍ଟ

କଟକ,୧୦।୧୨: ଓଡ଼ିଶା ଗ୍ରାମ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କୁ ଓଡ଼ିଆ ଭାଷାରେ ପଢ଼ିବା ଏବଂ ଲେଖିବା ଜାଣିବା ଅତ୍ୟନ୍ତ ଆବଶ୍ୟକ...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri