ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କ୍ଷୀର

ନିୟମିତ କ୍ଷୀର ପିଇଲେ ତାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେବେ ଏହାର ଏକ ଖାସ୍‌ ଗୁଣ ରହିଛି। ତାହା କ’ଣ ଜାଣନ୍ତି? ପ୍ରତିିଦିନ କ୍ଷୀର ପିଇବା ଦ୍ୱାରା ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ଘଟିଥାଏ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। କ୍ଷୀରର ଅଧିକ ଉପକାରୀ ଗୁଣ ବିଷୟରେ ତର୍ଜମା କରିବା ସମୟରେ ଟୋକିଓ ବିଶ୍ୱବିଦ୍ୟାଳୟର ପୁଷ୍ଟିବିଜ୍ଞାନୀମାନେ ଏକଥା ଜାଣିପାରିଛନ୍ତି। କେବଳ ସେତିକି ନୁହେଁ, ଏଭଳି ସିଦ୍ଧାନ୍ତରେ ପହଞ୍ଚତ୍ବା ପୂର୍ବରୁ ସେମାନେ ରୋଗପ୍ରତିରୋଧକ ଶକ୍ତିଜନିତ ସମସ୍ୟା ସହ ଜଡିତ କେତେକ ବ୍ୟକ୍ତିଙ୍କୁ ଏହି ସର୍ଭେର ପରିସରଭୁକ୍ତ କରିଥିଲେ। ସର୍ଭେ ସମୟରେ ସେମାନଙ୍କୁ ଖାଦ୍ୟ ଖାଇବାକୁ ଦିଆଯିବା ସହ ନିୟମିତ କ୍ଷୀର ପିଇବାକୁ ସେମାନେ ପରାମର୍ଶ ଦେଇଥିଲେ। କେବଳ ସେତିକି ନୁହେଁ, ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ଏମାନଙ୍କର ରୋଗପ୍ରତିରୋଧକ ଶକ୍ତିରେ କେତେ ଉନ୍ନତି ଘଟୁଛି ତାହାକୁ ମଧ୍ୟ ତନ୍ନ ତନ୍ନ କରି ତର୍ଜମା କରାଯାଇଥିଲା। ପରିଶେଷରେ ଜଣାପଡିଥିଲା ଯେ ସବୁଦିନ କ୍ଷୀର ପିଇବା ଫଳରେ ସେମାନଙ୍କର ରୋଗପ୍ରତିରୋଧକ ଶକ୍ତି ପୂର୍ବାପେକ୍ଷା ଦୃଢ଼ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri