Posted inଜାତୀୟ

କ୍ଷୀର ଲିଟର ୧୦୦: ସ୍ପଷ୍ଟୀକରଣ ଦେଲା ମିଳିତ କିଷାନ ମୋର୍ଚ୍ଚା

ନୂଆଦିଲ୍ଲୀ,୧।୩: କୃଷି ଆଇନ ବିରୋଧରୋ ଆନ୍ଦୋଳନ ଜାରି ରହିଛି। ଏପରିସ୍ଥଳେ କେତେକ ସୋସିଆଲ ମିଡ଼ିଆରେ ମିଳିତ କିଷାନ ମୋର୍ଚ୍ଚା କ୍ଷୀର ବିକ୍ରି କରିବା ବନ୍ଦ ଏବଂ ଲିଟର ପିଛା ଦାବ ୧୦୦ ଟଙ୍କାକୁ ବୃଦ୍ଧି ନେଇ ନିଷ୍ପତ୍ତି ଗ୍ରହଣ କରିଥିବା ଚର୍ଚ୍ଚା ହେଉଛି। ତେବେ ଏହା ସମ୍ପୂର୍ଣ୍ଣ ମିଥ୍ୟା ବୋଲି ମିଳିତ କିଷାନ ମୋର୍ଚ୍ଚା ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି। ମୋର୍ଚ୍ଚା ପକ୍ଷରୁ ସୋସିଆଲ ମିଡ଼ିଆ ଉପରେ ଦୋଷ ଲଦା ଯାଇଛି। ଜାଣିଶୁଣି ମୋର୍ଚ୍ଚା ବିରୋଧରେ ଏଭଳି ଅପପ୍ରଚାର କରାଯାଉଛି। ଦାମ ବୃଦ୍ଧିି ନେଇ କୌଣସି ଆଲୋଚନ ହୋଇ ନ ଥିବା ମୋର୍ଚ୍ଚା କହିଛି। ସୂଚନାଯୋଗ୍ୟ, ଆନ୍ଦୋଳନକୁ ସମର୍ଥନ କରି ହରିୟାଣା ହିସାରରରେ ଖାପ୍‌ ପଞ୍ଚାୟତ କ୍ଷୀର ଲିଟର ପିଛା ୧୦୦ ଟଙ୍କାକୁ ବୃଦ୍ଧି କରାଯିବା ନେଇ ନିର୍ଦ୍ଦେଶ ଜାରି ହୋଇଥିଲା। ତେବେ ଏହା କେବଳ ସରକାରୀ ସମିତି ସମେତ ଡାଏରୀ କମ୍ପାନୀଗୁଡ଼ିକୁ ଦୁଗ୍ଧ ବିକ୍ରି କ୍ଷେତ୍ରରେ ଲାଗୁ ହେବ। ମାତ୍ର ସାଧାରଣ ଗ୍ରାହକଙ୍କୁ ପୂର୍ବ ଭଳି ୫୫ରୁ ୬୦ ଟଙ୍କାେରେ କ୍ଷୀର ଯୋଗାଇ ଦିଆଯିବ ବୋଲି ଖାପ୍‌ ପଞ୍ଚାୟତ କହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri