ଶୋଇଥିବା ବେଳେ କ୍ଷୀର ବ୍ୟବସାୟୀଙ୍କୁ ହତ୍ୟା

କୁଆଁରମୁଣ୍ଡା,୪।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଗୋବିରାଠାର ରବିବାର ଏକ ଅଘଟଣ ଘଟିଛି। ଅପରାହ୍ନରେ ଶୋଇଥିବା ବେଳେ ଜଣେ କ୍ଷୀର ବ୍ୟବସାୟୀଙ୍କୁ ବିବତ୍ସ ଭାବେ ହତ୍ୟା କରାଯାଇଛି। ମୃତକ ହେଲେ ଯମୁନାନାକି ଗ୍ରାମର ଅମର ଯାଦବ(୫୪)।

ମିଳିଥିବା ସୂଚନା ମୁତାବକ, ଅମର କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଗୋବିରା ଛକରେ ଏକ ଜାଗା କିଣି ଘର ତିଆରି କରିବା ପାଇଁ ଆନୁସଙ୍ଗିକ ସାମଗ୍ରୀ ରଖି ଏକ ଝୁମ୍ପୁରି ଘର ତିଆରି କରିଥିଲେ। ସେ ରବିବାର ମଧ୍ୟାହ୍ନରେ ଉକ୍ତ ଘରେ ଶୋଇଥିଲେ। ସେତିକିବେଳେ କେହି ଜଣେ ପହଞ୍ଚି ତାଙ୍କୁ ଶୋଇଥିବା ଅବସ୍ଥାରେ ହତ୍ୟା କରି ଫେରାର ହୋଇଯାଇଥିବା ଜଣାପଡିଛି। ଅମରଙ୍କ ସମ୍ପର୍କୀୟ ଘଟଣାସ୍ଥଳରେ ପହଞ୍ଚି କୁଆଁରମୁଣ୍ଡା ଫାଣ୍ଡିକୁ ଜଣାଇଥିଲେ। ଫାଣ୍ଡି ପୋଲିସ ପହଞ୍ଚି ମୃତଦେହ ଜବତ କରି ହତ୍ୟାର କାରଣ ଖୋଜୁଛି। ଏପରିକି ହତ୍ୟାକାରୀଙ୍କୁ ଧରିବା ନେଇ ପୋଲିସ ତନାଘନା ଜାରି ରଖିଛି । ସୂଚନା ଯୋଗ୍ୟ, ଅମର ଜଣେ କ୍ଷୀର ବ୍ୟବସାୟୀ। ସେ କୁଆଁରମୁଣ୍ଡା ଏବଂ ଆଖପାଖା ଅଞ୍ଚଳର ଲୋକଙ୍କୁ କ୍ଷୀର ଯୋଗାଉଥିଲେ। ହେଲେ ହତ୍ୟାକାଣ୍ଡର କାରଣ ଜଣାପଡି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସିଲ୍‌ ହେଲା ରାଣୀପଥର-ଭାଲିଆପଡା ବନବିଭାଗ ରାସ୍ତା

ଖଜୁରିପଡା,୯ା୪(ଡି.ଏନ.ଏ.)- ଫୁଲବାଣୀରୁ ବୌଦ୍ଧ ଜିଲାକୁ ସଂଯୋଗ ଜାତୀୟ ରାଜପଥ କଡ଼ ଠାରୁ ରାଣୀପଥର ଗ୍ରାମ ଦେଇ ଭାଲିଆପଡା ଅରାପାଜୁକୁ ସଂଯୋଗ ହୋଇଥିବା ବନବିଭାଗ ରାସ୍ତା ଗୁରୁବାର...

ପୁରୀ-ରଙ୍ଗପଡ଼ା ନର୍ଥ-ପୁରୀ ବିଶେଷ ଟ୍ରେନ୍‌ ସେବା ଜୁଲାଇ ୨୫ ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର,୧୫ା୬(ବ୍ୟୁରୋ): ଯାତ୍ରୀଙ୍କ ସୁବିଧା ପାଇଁ ୦୫୮୭୦-୦୫୮୬୯ ରଙ୍ଗପଡ଼ା ନର୍ଥ-ପୁରୀ-ରଙ୍ଗପଡ଼ା ନର୍ଥ (ଆସାମ) ବିଶେଷ ଟ୍ରେନ୍‌ ସେବାକୁ ରଙ୍ଗପଡ଼ା ନର୍ଥଠାରୁ ଜୁଲାଇ ୨୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି...

ଦେଢ଼ମାସ ହେଲା ଏସ୍‌ସିବି ଛାତ୍ର ନିଖୋଜ

କଟକ ଅଫିସ,୨୯ା୯:ଶ୍ରୀରାମ ଚନ୍ଦ୍ର ଭଞ୍ଜ(ଏସ୍‌ସିବି) ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲର ଡିଏମ୍‌ଏଲ୍‌ଟି ଛାତ୍ର ସଂଗ୍ରାମ ନାୟକଙ୍କ ପତ୍ତା ମିଳୁନି। ଦେଢ଼ ମାସ ହେବ ସେ ନିଖୋଜ...

ଘଟଣାର ତଦନ୍ତ ହୋଇ ସତ ବାହାରକୁ ଆସୁ: ଭାଜପା

ଭୁବନେଶ୍ୱର,୯ା୧୨(ବ୍ୟୁରୋ): ଅନୁଗୋଳ ଜିଲା ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନଙ୍କ ଭରତପୁର କ୍ୟାମ୍ପ ଅଫିସରେ ଶନିବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ପଶି ତାଙ୍କ ଗାଡିରେ ନିଆଁ...

ସିଏମ୍‌ସି ମେୟର, କମିଶନରଙ୍କୁ ଘେରାଉ

କଟକ ଅଫିସ,୧।୬: କଟକ ମହାନଗର ନିଗମ(ସିଏମ୍‌ସି) ଅଧୀନ ଗମାଣ୍ଡିଆ ଅଞ୍ଚଳରେ ହ୍ୟୁମ୍‌ ପାଇପ୍‌ ତଳେ ଚାପି ହୋଇ ଛାତ୍ରୀ ଏନ୍‌. ମୋହିନିଙ୍କ ମୃତ୍ୟୁକୁ ନେଇ ବୁଧବାର...

ଝାରସୁଗୁଡ଼ାରୁ ବାରାଣସୀକୁ ଉଡ଼ିଲା ପ୍ରଥମ ବିମାନ

ଝାରସୁଗୁଡ଼ା ଅଫିସ/ଲଖନପୁର,୩୧।୧(ଡି.ଏନ୍‌.ଏ): ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ଶୁକ୍ରବାର ଏଲାୟନ୍ସ ଏୟାର୍‌ ଏଟିଆର୍‌ ୭୨ ବିମାନ ଭାୟା ଭୁବନେଶ୍ବର ଦେଇ ବାରାଣସୀକୁ ପ୍ରଥମ...

ଆଦର୍ଶ ସାଜିଛନ୍ତି ଏସ୍‌ଏଚ୍‌ଜି ମହିଳା

ଢେଙ୍କାନାଳ ଅଫିସ, ୧୦ା୧୧: ଢେଙ୍କାନାଳର ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)ର ମହିଳାମାନେ ରାଜ୍ୟରେ ଦକ୍ଷତା ପ୍ରଦର୍ଶନ କରିଛନ୍ତି। ଜିଲାକୁ ଆଦର୍ଶ ଜିଲାରେ ପରିଣତ କରିବାରେ ସେମାନଙ୍କ...

ସୋସିଆଲ ମିଡିଆରେ କରୋନା ଆକ୍ରାନ୍ତଙ୍କ ଫଟୋ ଛାଡ଼ି ଫସିଲେ ଜଣେ ବ୍ୟକ୍ତି

ବରଗଡ଼ ଅଫିସ,୩ା୭: ବରଗଡ଼ ଜିଲା ଅତାବିରାରେ ଜଣେ କରୋନା ସଂକ୍ରମିତ ହୋଇଛନ୍ତି । ସେ ଜଣେ ଡାକ୍ତରଙ୍କ ସ୍ତ୍ରୀ ବୋଲି ସୋସିଆଲ ମିଡିଆରେ ପୋଷ୍ଟ କରିବା...

Advertisement
Archives

Model This Week