କ୍ଷୀର ଦାମ୍‌ ବଢ଼ିଲା, ଜାଣନ୍ତୁ ଲିଟର ପିଛା କେତେ…

ଭୁବନେଶ୍ୱର,୨୧ା୬: ଓମଫେଡ୍‌ କ୍ଷୀର ଦାମ୍‌ ବଢ଼ିଛି। ବଜାରକୁ ଏବେ ଏହାର ନୂଆ ଦର ଆସିଛି। ପ୍ରିମିୟମ ଓ ଟୋନେଡ୍‌ କ୍ଷୀର ଲିଟର ପିଛା ୨ ଟଙ୍କା ବୃଦ୍ଧି ହୋଇଥିବାବେଳେ ଗୋଲ୍ଡ କ୍ଷୀର ଲିଟର ପ୍ରତି ୪ ଟଙ୍କା ବୃଦ୍ଧି ହୋଇଛି। ଏନେଇ ଓମଫେଡ୍‌ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଥାଉକି, ପୂର୍ବରୁ ଜୁନ୍‌ ୧ରେ କ୍ଷୀରର ଦର ବୃଦ୍ଧି ନେଇ ରାଜ୍ୟ ସରକାର ଘୋଷଣା କରିଥିବାବେଳେ ତାହା ଆଜି ଅର୍ଥାତ୍‌ ଶନିବାର(ଜୁନ୍‌ ୨୧)ରୁ ଲାଗୁ ହୋଇଛି। ଫଳରେ ଓମ୍‌ଫେଡ୍‌ କ୍ଷୀର ଲିଟର ପିଛା ୫୨ ଟଙ୍କା ଥିବାବେଳେ ଏବେ ୨ ଟଙ୍କା ବୃଦ୍ଧି ହୋଇ ୫୪ ଟଙ୍କା ହୋଇଛି। ସେହିପରି ଖାଉଟିମାନଙ୍କ ପାଇଁ ଲିଟର ପିଛା ୪ ଟଙ୍କା ବୃଦ୍ଧି ହୋଇଥିବାବେଳେ ଆଉ ୨ ଟଙ୍କା ରାଜ୍ୟ ସରକାର ବହନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

OSSTET ସ୍ଥଗିତ ଚର୍ଚ୍ଚା ଭିତରେ ସ୍ପଷ୍ଟ କଲା BSE, ଏହି ଦିନ ହେବ…

ଭୁବନେଶ୍ବର,୨୯।୯: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) ସ୍ଥଗିତ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ମାଧ୍ୟମିକ ଶିକ୍ଷା ବୋର୍ଡ…

ସିସିକ୍ୟୁସିରେ ଓଏମ୍‌ସିର ୧୭ଟି ଟିମ୍‌କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର,୨୯।୯: କ୍ୱାଲିଟି ସର୍କଲ ଫୋରମ ଅଫ୍‌ ଇଣ୍ଡିଆ (କ୍ୟୁସିଏଫ୍‌ଆଇ), ଭୁବନେଶ୍ୱର ଚାପ୍ଟର ପକ୍ଷରୁ ଆୟୋଜିତ ୮ମ ଚାପ୍ଟର କନ୍‌ଭେନ୍ସନ ଅନ୍‌ କ୍ୱାଲିଟି କନ୍ସେପ୍ଟସ (ସିସିକ୍ୟୁସି)-୨୦୨୬ରେ ଓଡ଼ିଶା ଖଣି…

ଓରାଙ୍ଗଉଟାନ ପରେ ଅଜଗର; ଚାଲାଣ ବେଳେ ବାଣୀବିହାର ବ୍ରିଜ ଉପରେ ଖସିପଡ଼ିଲା, ଛାନିଆ ଲୋକେ

ଭୁବନେଶ୍ୱର,୨୯।୯(ତ୍ରିନାଥ ମହାନ୍ତି): ବାଣୀବିହାର ଓଭରବ୍ରିଜ ଉପରେ ସୋମବାର ଏକ ବିରାଟ ଅଜଗର ସାପ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା ଅଜଗରକୁ ନେଇ ଏବେ ରାଜଧାନୀରେ ଛନକା…

LPG ଠାରୁ ଆରମ୍ଭ କରି UPI-NPS ପର୍ଯ୍ୟନ୍ତ, ଅକ୍ଟୋବର ୧ରୁ ଲାଗୁ ହେବ ବଡ଼ ପରିବର୍ତ୍ତନ! ଆଗୁଆ କରନ୍ତୁ ଏମିତି ମିଳିବ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୯: ଅକ୍ଟୋବର ଆରମ୍ଭ ହେବାକୁ ଯାଉଛି, ଯାହା ସହିତ ଉତ୍ସବର ଋତୁ ଏବଂ ଅନେକ ପର୍ବପର୍ବାଣୀ ଆସୁଛି। ତଥାପି, ଏହି ମାସରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ମଧ୍ୟ…

ଶେୟାର ବଜାରରେ ହାହାକାର, ବୁଡ଼ିଗଲା ନିବେଶକଙ୍କ ୮ ଲକ୍ଷ କୋଟି

ମୁମ୍ବାଇ,୨୯।୯: ପଶ୍ଚିମ ଏସିଆ ସ୍ଥିତିକୁ ନେଇ ଉତ୍ପନ୍ନ ଭୂ-ରାଜନୈତିକ ଅସ୍ଥିରତା ଗତ କିଛି ସପ୍ତାହ ଧରି ଶେୟାର ବଜାର ପାଇଁ ନକାରାତ୍ମକ ସ୍ଥିତି ସୃଷ୍ଟି କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?