ମଧ୍ୟାହ୍ନ ଭୋଜନରେ ଛାତ୍ରୀଛାତ୍ରଙ୍କୁ ମିଳିବ କ୍ଷୀର: ମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,୧୪।୧: ଏଣିକି ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର। ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ କ୍ଷୀର ଦେବାକୁ ଯୋଜନା କରାଯାଉଛି। ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ମଙ୍ଗଳବାର ଏନେଇ ସୂଚନା ଦେଇଛନ୍ତି । ୨୦୦ ଏମଏଲ ଭିଟାମିନ ଏ ଓ ଡି ଯୁକ୍ତ କ୍ଷୀର ଦେବାକୁ ଯୋଜନା ହେଉଛି। ଗିଫ୍ଟ ମିଲ୍କ ମାଧ୍ୟମରେ ୨୯ଟି ସ୍କୁଲର ୧୧୮୪ ପିଲାଙ୍କୁ ୨୦୦ ଏମ୍‌ଏଲ୍‌ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।
ଏହାସହ ମନ୍ତ୍ରୀ କହିଛନ୍ତି, ରାଷ୍ଟ୍ରୀୟ ପଶୁଧନ ଗୋକୁଳ ଯୋଜନାରେ ଦୁଗ୍ଧ ଉତ୍ପାଦନ ସଶକ୍ତ କରାଯିବ। ଗୋକୁଳ ଯୋଜନାରେ ୩ ହଜାର ଗାଈ ଦେବାର ବ୍ୟବସ୍ଥା କରାଯାଇଛି। ଏଥିପାଇଁ ପ୍ରାୟ ୩୮ କୋଟି ଟଙ୍କା ଖର୍ଚ୍ଚ କରାଯିବ। ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ୭୦ ପ୍ରତିଶତ ରିହାତିରେ ୨ଟି ଗାଈ ଲୋକଙ୍କୁ ଦେବାର ବ୍ୟବସ୍ଥା କରାଯାଇଛି।
ସୁଚନାଯୋଗ୍ୟ, ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଇରଙ୍ଗପୁରରେ ଗିଫ୍ଟ ମିଲ୍କ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରଣନୀତିରୁ ଲାଭ

ଆମେରିକା ପୃଥିବୀର ଯେ କୌଣସି ସ୍ଥାନରେ ସାମରିକ ଆକ୍ରମଣ କରିବାକୁ ସକ୍ଷମ। ଏହାସହ ଅନ୍ୟ ଦେଶ ଉପରେ କ୍ଷତିକାରକ ଟାରିଫ୍‌ ଓ ପ୍ରତିବନ୍ଧକ ଲଗାଇବା ଏବଂ ସହଯୋଗୀଙ୍କ…

ଏଣିକି କୃଷକଙ୍କ କାର୍ଯ୍ୟ ହେବ ସହଜ: ଶୁଭାରମ୍ଭ ହେଲା…

ମହାକାଳପଡ଼ା, ୨୨ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କିଆର ବାଙ୍କସ୍ଥିତ କୃଷି ସୂଚନା ଓ ପରାମର୍ଶ କେନ୍ଦ୍ରଠାରେ ଖରିଫ୍‌ ଫସଲ ସମ୍ବନ୍ଧୀୟ କୃଷକ ପଞ୍ଜୀକରଣ, ସଫଳ…

କଲ୍ୟାଣସିଂହପୁର ଲ୍ୟାମ୍ପ ଏମ୍‌ଡିଙ୍କ ଘରେ ଭିଜିଲାନ୍ସ ରେଡ୍, ବେଆଇନ କାରବାର…

କଲ୍ୟାଣସିଂହପୁର,୨୨।୫(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସମବାୟ ସମିତି ଲ୍ୟାମ୍ପରେ ହୋଇଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣା ନୂଆ ମୋଡ଼ ନେଇଛି।…

ଯୁକ୍ତ ଦୁଇ ପରୀକ୍ଷା ଫଳ: ତଥ୍ୟ ମାଗିବାରୁ ସାମ୍ବାଦିକଙ୍କୁ ‘ନାଲି ଆଖି’

ଥୁଆମୂଳ ରାମପୁର,୨୨।୫(ଦୁର୍ଗା କୀର୍ତ୍ତି): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ଦ୍ୱାରା ପରିଚାଳିତ ଚଳିତ ବର୍ଷର ଯୁକ୍ତ ଦୁଇ କଳା ପରୀକ୍ଷା ଫଳ ପ୍ରକାଶ ପାଇବା ପରେ…

ଭାରତକୁ ଯେତିକି ତେଲ ଆବଶ୍ୟକ ସେତିକି ଯୋଗାଇବାକୁ ଆମେରିକା ପ୍ରସ୍ତୁତ: ମାର୍କୋ ରୁବିଓ

ଓ୍ବାଶିଂଟନ, ୨୨।୫: ଭାରତ ଗସ୍ତ ପୂର୍ବରୁ, ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ଏକ ବଡ଼ ଘୋଷଣା କରିଛନ୍ତି । ସେ ସ୍ପଷ୍ଟ କରିଛନ୍ତି ଯେ ନୂଆଦିଲ୍ଲୀ…

ଫିଲ୍ମରେ ଅଭିନୟ କରୁଥିଲେ ଫେରାର କଏଦୀ: ୧୨ ବର୍ଷ ପରେ…

ଅହମ୍ମଦାବାଦ, ୨୨/୫ (ପି.ଟି.):ସିନେମା ଜଗତର ଚମକପ୍ରଦ ଦୁନିଆରେ ନିଜ ପରିଚୟ ଲୁଚାଇ ବୁଲୁଥିବା ଜଣେ କଏଦୀକୁ ଶେଷରେ ଗିରଫ କରିଛି ଗୁଜରାଟ ପୋଲିସ। ହତ୍ୟା ମାମଲାରେ ଆଜୀବନ…

ଭଞ୍ଜନଗରରେ ଆତଙ୍କ, ଥାନା ପଛପଟେ ପୌରାଧ୍ୟକ୍ଷଙ୍କ ଘର ଉପରକୁ ବୋମା ମାଡ଼

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ରାଜ୍ୟରେ ଅପରାଧୀମାନେ ଖୋଲା ଖୋଲି ଭାବେ ଗୋଟିଏ ପରେ ଗୋଟିଏ ଅପରାଧ ଭିଆଇ ଚାଲିଛନ୍ତି । ଇତିମଧ୍ୟରେ ଗଞ୍ଜାମ ପୋଲିସ ଅପରାଧକୁ ଦମନ କରିବା…

ନରୱେର ରାଜଦମ୍ପତିଙ୍କୁ ଓଡ଼ିଶାର କଳାକୃତି ଉପହାର ଦେଲେ ମୋଦି

ନୂଆଦିଲ୍ଲୀ, ୨୨ା୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ପାଞ୍ଚ ଦେଶ ଗସ୍ତର ଚତୁର୍ଥ ପର୍ଯ୍ୟାୟରେ ନରୱେର ମହାରାଜା ହାରାଲ୍ଡ (୫ମ)ଙ୍କୁ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେ ମହାରାଜାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri