Posted inଜାତୀୟ

ମହଙ୍ଗା ହେବ କ୍ଷୀର

ନୂଆଦିଲ୍ଲୀ,୮ା୪: ଆବଶ୍ୟକ ଚାହିଦା ପୂରଣ ଲାଗି ଭାରତକୁ ବିଦେଶରୁ ଘିଅ, ଲହୁଣୀ ଆଦି ଦୁଗ୍ଧଜାତ ଦ୍ରବ୍ୟ ଆମଦାନି କରିବାକୁ ପଡ଼ିପାରେ। ଅନ୍ୟପକ୍ଷେ ବର୍ଷେ ହେଲା ଦୁଗ୍ଧ ଉତ୍ପାଦନ ତୁଳନାରେ ଚାହିଦା ବୃଦ୍ଧି ପାଉଥିତ୍ବାରୁ ଖରାଦିନେ ପୁଣି କ୍ଷୀର ଦର ବଢ଼ିପାରେ ବୋଲି ବିଶେଷଜ୍ଞମାନେ ସତର୍କ କରାଇଛନ୍ତି। ଅନ୍ୟପକ୍ଷେ କେନ୍ଦ୍ର ସରକାର ଏବଂ ନ୍ୟାଶନାଲ ଡେରୀ ଡେଭେଲପମେଣ୍ଟ ବୋର୍ଡ (ଏନ୍‌ଡିଡିବି) ଦୁଗ୍ଧଜାତ ସାମଗ୍ରୀ ଯୋଗାଣ-ଚାହିଦା ଉପରେ ବିଶେଷ ଅନୁଧ୍ୟାନ କରୁଛନ୍ତି। ସ୍ଥିତିକୁ ଦେଖି ବିଦେଶରୁ ଦୁଗ୍ଧଜାତ ଦ୍ରବ୍ୟ ଆମଦାନୀ କରିବାକୁ ନିଷ୍ପତ୍ତି ନିଆଯିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦ରୁ ୨୨ ବନ୍ଦ ରହିବ ଏହି ଜିଲାର ସମସ୍ତ ସରକାରୀ-ବେସରକାରୀ ସ୍କୁଲ, ଜିଲାପାଳ କହିଲେ ଆଗକୁ ଆହୁରି…

ସମ୍ବଲପୁର,୧୮ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଜାରି ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କ ସୁରକ୍ଷା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ…

ପୁଣି ହର୍ମୁଜ ପ୍ରଣାଳୀ ବନ୍ଦ କଲା ଇରାନ, ଆମରିକା ଉପରେ ଲଗାଇଲା ସାଂଘାତିକ ଅଭିଯୋଗ

ତେହରାନ,୧୮।୪: ଇରାନ ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବାର ନିଷ୍ପତ୍ତିକୁ ତୁରନ୍ତ ପ୍ରତ୍ୟାହାର କରିଛି। ଏହି ପଦକ୍ଷେପ ଦ୍ୱାରା ଏହାର ଅବରୋଧ ହଟିବ ନାହିଁ ବୋଲି ଆମେରିକା କହିବା…

ମହିଳା ସଂରକ୍ଷଣ ବିଲ୍‌ ପାସ୍‌ ନ ହେବା ପରେ କାହିଁକି ଦେଶକୁ ସମ୍ବୋଧିତ କରିବେ ମୋଦି? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୮।୪: ଦେଶରେ ମହିଳା ସଂରକ୍ଷଣ ବିଲକୁ ନେଇ ତୀବ୍ର ରାଜନୈତିକ ଉତ୍ତେଜନା ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତି ୮ଟା ୩୦ରେ ଦେଶକୁ ସମ୍ବୋଧିତ କରିବାକୁ…

ହଟିବେ ହେଡ କୋଚ?କେଭିନ ପିଟରସନଙ୍କ ବଡ଼ ଦାବି, ମ୍ୟାକକୁଲମ ହେବେ KKRର ପ୍ରଶିକ୍ଷକ

ନୂଆଦିଲ୍ଲୀ,୧୮।୪: କୋଲକାତା ନାଇଟ ରାଇଡର୍ସ (କେକେଆର) ୨୦୨୬ ଆଇପିଏଲ ସିଜିନରେ ଏପର୍ଯ୍ୟନ୍ତ ସବୁଠାରୁ ବଡ ସଙ୍କଟର ସମ୍ମୁଖୀନ ହେଉଛି। ୧୭ ଏପ୍ରିଲ ଶୁକ୍ରବାର, ଦଳ ଗୁଜୁରାଟ ଟାଇଟାନ୍ସ…

ହଠାତ୍‌ ନୀତିଶଙ୍କ ପୁଅଙ୍କୁ ମିଳିଲା ଉପମୁଖ୍ୟମନ୍ତ୍ରୀଙ୍କ ଭଳି ‘Z’ ସୁରକ୍ଷା, ବିହାର ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୧୮।୪: ବିହାରରେ ସୁରକ୍ଷା ବ୍ୟବସ୍ଥାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରାଯାଇଛି। ପୂର୍ୱତନ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ପୁଅ ନିଶାନ୍ତ ଏବଂ ପୂର୍ୱତନ ମନ୍ତ୍ରୀ ଶ୍ରବଣ କୁମାରଙ୍କ ସୁରକ୍ଷାକୁ ଆହୁରି…

ମହିଳା ସଂରକ୍ଷଣ ବିଲ୍‌ ପାସ୍‌ ନ ହେବାରୁ ରାଗିଗଲେ ମୋଦି, କହିଲେ ବିରୋଧୀଙ୍କୁ ଭୋଗିବାକୁ ପଡ଼ିବ…

ନୂଆଦିଲ୍ଲୀ,୧୮ା୪: ସଂସଦରେ ମହିଳା ସଂରକ୍ଷଣ ବିଲ୍‌ ପାସ ନ ହେବାରୁ ଶାସକ ଦଳ ରାଗି ପାଚି ଲାଲ୍‌। ଶନିବାର ମୋଦି କ୍ୟାବିନେଟ୍‌ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା।…

ବିଶ୍ୱକପ ବିଜୟୀ ଅଧିନାୟକଙ୍କୁ ମିଳିଲା ପାକିସ୍ତାନ ଦାୟିତ୍ୱ; ବାଂଲାଦେଶ ଗସ୍ତ ପାଇଁ ଦଳ ଘୋଷଣା

ଇସଲାମାବାଦ,୧୮।୪: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମେ ମାସରେ ହେବାକୁ ଥିବା ବାଂଲାଦେଶ ଗସ୍ତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ବୋର୍ଡ ଟେଷ୍ଟ ଦଳର ନୂତନ…

ବଦଳିଲା ରାଜ୍ୟ ଯୋଜନା ବୋର୍ଡ, ଏହି ନୂଆ ନାମରେ ହେଲା ନାମିତ

ଭୁବନେଶ୍ୱର,୧୮ା୪: ରାଜ୍ୟ ଯୋଜନା ବୋର୍ଡର ନାମ ପରିବର୍ତ୍ତନ କରିଛନ୍ତି ମୋହନ ସରକାର। ନୀତି ଓ ବିକାଶର ଥିଙ୍କ୍‌ ଟ୍ୟାଙ୍କ ପାଲଟିଥିବା ଯୋଜନା ବୋର୍ଡ ଏବେ ଇତିହାସ ପାଲଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri