ବଲାଙ୍ଗିର ଜିଲା ପ୍ରଶାସନ ସହ ମିଲର୍‌ଙ୍କ ଆଲୋଚନା ବିଫଳ: ଧାନ କିଣାକୁ ନେଇ ଦ୍ବନ୍ଦ

ବଲାଙ୍ଗୀର,୩୦।୧୧:(ସୁନୀଲ କୁମାର ମହାନ୍ତି):ବଲାଙ୍ଗିର ଜିଲା ପ୍ରଶାସନ ସହ ମିଲର୍‌ଙ୍କ ଆଲୋଚନା ବିଫଳ ହୋଇଛି। ଧାନ କିଣିବା ପାଇଁ ପ୍ରଶାସନ ସହ କୌଣସି ମିଲର୍ ଚୁକ୍ତି କରିନାହିଁ। କଷ୍ଟମ ମିଲିଂ, ଦର ବୃଦ୍ଧି ଭଳି ୮ ଦଫା ଦାବିରେ ମିଲର୍‌ ଅଟଳ ରହିଥିବା ବେଳେ ଡିସେମ୍ବର ୨ରୁ ଜିଲାରେ ଧାନ କିଣା ଆରମ୍ଭ ହେବାର ଅଛି। ଏବେ ଆଲୋଚନା ବିଫଳ ପରେ ଧାନ କିଣାକୁ ନେଇ ଦ୍ବନ୍ଦ ଲାଗି ରହିଛି।

ଧାନ କିଣା ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ରପାତ୍ରଙ୍କ କଡ଼ା ଚେତାବନୀ ଦେଇଥିଲେ। ମିଲରଙ୍କୁ ତାଗିଦ୍‌ କରିଥିଲେ ମନ୍ତ୍ରୀ।
ମନ୍ତ୍ରୀ ପାତ୍ର କହିଥିଲେ, ମଣ୍ଡି ବ୍ୟତୀତ ବାହାରୁ ଧାନ କିଣିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ବାହାରୁ ଧାନ କିଣୁଥିବା ମିଲରଙ୍କ ମିଲ୍‌କୁ ସିଲ୍‌ କରାଯିବ। ଏହା ସହ ମିଲ୍‌କୁ କଳା ତାଲିକାଭୁକ୍ତ କରାଯିବ। ନୂଆପଡ଼ାରେ ଏହି କାରଣ ପାଇଁ ମିଲ୍‌କୁ ସିଲ୍‌ କରାଯାଇଥିବା ମନ୍ତ୍ରୀ କହିଛନ୍ତି। ଆଗକୁ ଯିଏ ବି ଏମିତି କାମ କରିବ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ ପାତ୍ର କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଣ୍ଡକୁ ଚଢ଼ିଗଲା ରାଗ, ପାରିବାରିକ ବିବାଦ ପରେ ସ୍ତ୍ରୀଙ୍କ ବେକ-ମୁଣ୍ଡକୁ ହାଣିଦେଲେ ସ୍ବାମୀ  

ରାୟଗଡା,୨୯।୧(ଆଶିଷ ରଞ୍ଜନ ପଣ୍ଡା)- ପାରିବାରିକ ବିବାଦରୁ ପତ୍ନୀକୁ ହତ୍ୟା କଲା ସ୍ବାମୀ। ରାୟଗଡା ଜିଲା କୁମ୍ବିକୋଟା ଫାଣ୍ଡି ଅଞ୍ଚଳରେ ପତ୍ନୀ ଶୋଇଥିବା ବେଳେ ସ୍ବାମୀ ଟାଙ୍ଗିଆରେ ହାଣି…

୨୦ ଲକ୍ଷ ଟଙ୍କା ଆତ୍ମସାତ: ସମବାୟ ସମିତିର ପୂର୍ବତନ ସମ୍ପାଦକ ଗିରଫ

ବାଲେଶ୍ୱର,୨୯।୧: ସରକାରୀ ଟଙ୍କା ହେରଫେର କରି ଗିରଫ ହେଲେ ସମବାୟ ସମିତିର ପୂର୍ବତନ ସମ୍ପାଦକ। ଫସଲ ବୀମା ଯୋଜନାରେ ବ୍ୟାପକ ସରକାରୀ ଅର୍ଥ ହରିଲୁଟ କରିବା ଅଭିଯୋଗରେ…

ପ୍ରହଲ୍ଲାଦ ନାଟକ ଗୁରୁ ପଦ୍ମଶ୍ରୀ ସିମାଞ୍ଚଳଙ୍କୁ ଯାଦବ ସମାଜ ପକ୍ଷରୁ ସମ୍ବର୍ଦ୍ଧନା     

ଦିଗପହଣ୍ଡି,୨୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ନାଟକ  ‘ପ୍ରହଲ୍ଲାଦ’ର ଦୈତ୍ୟରାଜ ହିରଣ୍ୟକଶିପୁ ରାଜା ଭୂମିକାରେ ପ୍ରାୟ ୪୦ ବର୍ଷରୁ…

ହିନ୍ଦୁ ସମ୍ମିଳନୀ: ରାଷ୍ଟ୍ରର ସୁରକ୍ଷା ପାଇଁ ଏକତ୍ରିତ ହେବାକୁ ଆହ୍ୱାନ

ଖଡ଼ିଆଳ,୨୯ା୧(ସୁଜିତ କୁମାର ପ୍ରଧାନ): ସନାତନ ଧର୍ମ, ସଂସ୍କୃତି ଓ ସାମାଜିକ ଏକତାର ପ୍ରତୀକ ହିନ୍ଦୁ ସମ୍ମିଳନୀ ଖଡ଼ିଆଳ ଖଣ୍ଡର ଡୁଆଝର ମଣ୍ଡଳରେ ଅନୁଷ୍ଠିତ ହୋଇଯାଇଛି। ସମିତି କୋଷାଧ୍ୟକ୍ଷ…

ଏମିତି ଜୀବ, ଯାହା ନିଃଶ୍ୱାସ ନ ନେଇ ବଞ୍ଚିଥାଏ

ଦୁନିଆରେ ଏପରି ଅନେକ ଜୀବ ଅଛନ୍ତି, ଯାହା ଲୋକଙ୍କ ପାଇଁ ରହସ୍ୟ ହୋଇ ରହିଯାଇଛନ୍ତି। ଆଜି ଏମିତି ଏକ ଜୀବ ବିଷୟରେ କହିବୁ ଯାହା ନିଃଶ୍ୱାସ ନ…

ଜାନୁଆରୀ ୨୯ ରାତିରେ ମିଥୁନ ରାଶିରେ ଗୋଚର କରିବେ ଚନ୍ଦ୍ର, ଏହି ୩ଟି ରାଶିକୁ…

ଜ୍ୟୋତିଷ ଶାସ୍ତ୍ରରେ, ଚନ୍ଦ୍ରକୁ ମନ ଏବଂ ମାତାଙ୍କ କାରକ ଗ୍ରହ ଭାବେ ବିବେଚନା କରାଯାଏ । ଆଜି, ଜାନୁଆରୀ ୨୯ତାରିଖ, ରାତିରେ ଚନ୍ଦ୍ର ବୃଷ ରାଶିରୁ ମିଥୁନ…

ସୁନେତ୍ରା ହେବେ ଉପ ମୁଖ୍ୟମନ୍ତ୍ରୀ! ଅଜିତ ପାଓ୍ବାରଙ୍କ ନିଧନ ପରେ…

ମୁମ୍ବାଇ,୨୯।୧: ଦିବଂଗତ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି କରିବାକୁ ଦାବି ହୋଇଛି। ଏନସିପି ନେତା ଏବଂ ମନ୍ତ୍ରୀ ନରହରି ଜିରୱାଲ…

ମିନିବସ୍-ଟ୍ରକ ମଧ୍ୟରେ ଭୟଙ୍କର ଧକ୍କା, ୧୧ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୯।୧: ଦକ୍ଷିଣ ଆଫ୍ରିକାରେ ଗୁରୁବାର ଦିନ ପୂର୍ବ କ୍ୱାଜୁଲୁ-ନାଟାଲ ପ୍ରଦେଶର ଡର୍ବାନ ସହର ନିକଟରେ ଏକ ମିନିବସ୍ ଏବଂ ଏକ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri