ଆନ୍ଦୋଳନରୁ ଓହରିଲେ ମିଲର୍ସ

ଜୟପୁର,୮ା୧(ପବନ ପାଣିଗ୍ରାହୀ): ମିଲର୍ସମାନେ ଆନ୍ଦୋଳନରୁ ଓହରିବା ପରେ କୋରାପୁଟ ଜିଲା ଜୟପୁର ଉପଖଣ୍ଡରେ ଧାନ କିଣା ଗୁରୁବାର ସ୍ୱାଭାବିକ ହୋଇଛି। ବର୍ତ୍ତମାନ ସୁଦ୍ଧା ଜିଲାର ୧୦ ହଜାର ୩୧୮ ଚାଷୀଙ୍କଠାରୁ ୫ଲକ୍ଷ ୧୨ ହଜାର ୬୧୯ କୁଇଣ୍ଟାଲ ଧାନ କିଣାଯାଇଛି।

ବିଭିନ୍ନ ଦାବି ପୂରଣ ନେଇ ମିଲର୍ସମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ। ହେଲେ ସରକାର ମିଲରେ ଧାନ ରକ୍ଷଣାବେକ୍ଷଣ ବାବଦ ଅର୍ଥ ଦେବାକୁ ସରକାର ରାଜି ହୋଇଛନ୍ତି। ଏପରିକି ବଳକା ଦାବି ୧୫ ଦିନ ମଧ୍ୟରେ ପୂରଣ କରାଯିବ ବୋଲି ପ୍ରତିଶ୍ରୁତି ପରେ ମିଲର୍ସ ମଣ୍ତିରୁ ଧାନ ଉଠାଯାଇଛି।

ଗୁରୁବାର ଥିବାରୁ ଚାଷୀମାନେ ମଣ୍ତିକୁ ଧାନ ଆଣି ନ ଥିଲେ। ବିଭିନ୍ନ ଦାବି ନେଇ ରାଜ୍ୟ ମିଲର୍ସ ଆସୋସିଏଶନର ନିଷ୍ପତ୍ତିକୁ ସମର୍ଥନ କରି ଆନ୍ଦୋଳନକୁ ଓହ୍ଲାଇଥିଲା। ଫଳରେ ଦୁଇଦିନ ହେଲା ଜିଲାରେ ଧାନକିଣା ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଥିଲା। ମଣ୍ତିକୁ ଧାନ ଆଣି ଚାଷୀ ହଇରାଣ ହୋଇଥିଲେ। ଡିସେମ୍ୱର ୧୧ରୁ ଧାନ ବିକ୍ରି କରିବାକୁ ଟୋକନ ପାଇଥିବା ଚାଷୀ ଚିନ୍ତାରେ ପଡିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ-ସ୍ତ୍ରୀ ମଧ୍ୟରେ ଲାଗିଲା କଳି, ରାଗିକି ସ୍ବାମୀ ନେଲେ ଏମିତି ପଦକ୍ଷେପ

ଦେବଗଡ଼,୨୬ା୨(ଶଶାଙ୍କ ଶେଖର ଝାଙ୍କର):ଦେବଗଡ଼ ଜିଲା ରିଆମାଳ ଥାନା ଅଧୀନ ବରଡାତଇଲା ଗ୍ରାମରେ ସ୍ବାମୀ-ସ୍ତ୍ରୀ ଗଣ୍ଡଗୋଳର କରୁଣ ପରିଣତି ଦେଖିବାକୁ ମିଳିଛି। ଗଣ୍ଡଗୋଳ ପରେ ରାଗିଯାଇ ସ୍ତ୍ରୀ ବାପଘରକୁ…

ଭାରତୀୟଙ୍କ ତୁଳନାରେ କେତେ ଧନୀ ଇସ୍ରାଏଲୀ? ଗୋଟିଏ ଦିନରେ ରୋଜଗାର କରନ୍ତି ଏତେଟଙ୍କା…

ନୂଆଦିଲ୍ଲୀ,୨୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇସ୍ରାଏଲକୁ ଦୁଇ ଦିନିଆ ଗସ୍ତରେ ଅଛନ୍ତି। ଗତ ନଅ ବର୍ଷ ମଧ୍ୟରେ ଏହା ତାଙ୍କର ଦ୍ୱିତୀୟ ଗସ୍ତ। ପୂର୍ୱରୁ ସେ ଜୁଲାଇ…

ତ୍ରିରଙ୍ଗା ପତାକାରେ ନାହିଁ ଅଶୋକ ଚକ୍ର ଚିହ୍ନ: ଖୋଲାଖୋଲି ସମ୍ଭିଧାନ

ଝାରସୁଗୁଡ଼ା,୨୬ା୨(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ରେଳଷ୍ଟେଶନ ପରିସରରେ ଉଡୁଥିବା ତ୍ରିରଙ୍ଗା ପତାକାରେ ଅଶୋକ ଚକ୍ର ଚିହ୍ନ ନାହିଁ। ଏହାକୁ ତୁରନ୍ତ ପରିବର୍ତ୍ତନ କରିବା ଝାରସୁଗୁଡାର ଟିମ୍‌ ସେଭ୍‌ ସଦସ୍ୟମାନେ…

୧୬ ନଂ ଜାତୀୟ ରାଜପଥ ଜାମ୍‌: ଅଟକି ରହିଛି ଶହ ଶହ ଗାଡ଼ି

ଭଦ୍ରକ, ୨୬/୨(ସନାତନ ରାଉତ)- ବୁଧବାର ରାତି ୧୨ଟାରୁ ଜାମ୍‌ ରହିଛି ୧୬ ନଂ ଜାତୀୟ ରାଜପଥ l ଭୁବନେଶ୍ୱରରୁ ବାଲେଶ୍ୱର ବାରିପଦା ଅଭିମୁଖେ ଯାଉଥିବା ଶହ ଶହ…

କ୍ଷମତା ନିୟନ୍ତ୍ରଣର ଯୁଗ

ଶିକ୍ଷାବିତ୍‌ଙ୍କ ବାସ୍ତବ ତଥ୍ୟ ଓ ରାଜନେତାଙ୍କ ବିଚାରର ଦ୍ୱନ୍ଦ୍ୱ ମଧ୍ୟରୁ କେଉଁଟିକୁ ପସନ୍ଦ କରିବ ବୋଲି ଭାରତ ଯେଭଳି ଜଟିଳତାର ସମ୍ମୁଖୀନ ହୋଇଛି ଚାଇନା ମଧ୍ୟ ସେହିଭଳି…

ପ୍ରେମିକ ଜେଲ୍‌ରେ, ଘରକୁ ଗଲେ ନବବଧୂ : ବନ୍ଧୁକ ଦେଖାଇ ଅପହରଣ ଘଟଣାରେ ନୂଆମୋଡ

ତରଭା,୨୬ା୨(ମାନଭଞ୍ଜନ ମିଶ୍ର): ସୁବର୍ଣ୍ଣପୁର ଜିଲା ତରଭା ପୋଲିସ ସମ୍ବଲପୁରରୁ ଉଦ୍ଧାର କରିଥିବା ନବବଧୂଙ୍କୁ ବୁଧବାର ତାଙ୍କ ମା’ଙ୍କୁ ହସ୍ତାନ୍ତର କରାଯାଇଛି l ସେ ମା’ଙ୍କ ସହିତ ଘରକୁ…

ଅନିଲ ଅମ୍ୱାନୀଙ୍କ ୩୭୦୦ କୋଟିର କୋଠା ବାଜ୍ୟାପ୍ତ କଲା ଇଡି

ମୁମ୍ୱାଇ,୨୬ା୨: ଏକ ମନି ଲଣ୍ଡରିଂ ମାମଲାର ଯାଞ୍ଚ କରି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ବୁଧବାର ରିଲାଏନ୍ସ ଗ୍ରୁପ୍‌ ଅଧ୍ୟକ୍ଷ ଅନିଲ ଅମ୍ୱାନୀଙ୍କ ୩୭୧୬ କୋଟି ଟଙ୍କାର ସମ୍ପତ୍ତି ଆଟାଚ୍‌…

ସୋଲାର ସାମଗ୍ରୀ ଉପରେ ୧୨୬% ଶୁଳ୍କ ଲଗାଇଲା ଆମେରିକା

ଓ୍ୱାଶିଂଟନ୍‌,୨୬ା୨: ଆମେରିକା ସୁପ୍ରିମକୋର୍ଟ ଟ୍ରମ୍ପ୍‌ ପ୍ରଶାସନର ଟାରିଫ୍‌କୁ ଅବୈଧ ଘୋଷଣା କରିବା ପରେ ଭାରତ ଓ ଆମେରିକା ମଧ୍ୟରେ ବାଣିଜ୍ୟ ବୁଝାମଣାକୁ ନେଇ ଅନିଶ୍ଚିତତା ଲାଗି ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri