କୋଟିପତି ମୁଖ୍ୟ ଯୋଗାଣ ଅଧିକାରୀ ଗିରଫ

ଭୁବନେଶ୍ୱର,୨୨।୧୨ (ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ କୁମାର ଗନ୍ତାୟତଙ୍କୁ ଭିଜିଲାନ୍ସ ଶୁକ୍ରବାର ଗିରଫ କରିଛି। ପ୍ରଶାନ୍ତଙ୍କଠାରୁ ଠାବ ହୋଇଥିବା ସ୍ଥାବର ଓ ଅସ୍ଥାବର ଆୟ ବହିର୍ଭୂତ ସମ୍ପତ୍ତି ତାଙ୍କ ପ୍ରକୃତ ଆୟଠାରୁ ୧୩୪ ପ୍ରତିଶତ ଅଧିକ ବୋଲି ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ୱର ଭିଜିଲାନ୍ସ ଥାନାରେ ପ୍ରଶାନ୍ତ ଏବଂ ତାଙ୍କ ସ୍ତ୍ରୀଙ୍କ ନାମରେ ଏକ ମାମଲା (ନଂ.୩୭/୨୦୨୩) ରୁଜୁ କରାଯାଇଛି। କୋଟିପତି ଯୋଗାଣ ଅଧିକାରୀ ପ୍ରଶାନ୍ତ ସମ୍ପତ୍ତି ନେଇ ସନ୍ତୋଷଜନକ ଉତ୍ତର ଦେଇ ନ ପାରିବାରୁ ଭିଜିଲାନ୍ସ ତାଙ୍କ ବିରୋଧରେ କର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରଶାନ୍ତଙ୍କୁ ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟକୁ ଚାଲାଣ କରାଯାଇଥିଲା। ଜାମିନ ନ ମିଳିବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri