କୋଟିପତି ଉପନିର୍ବାହୀ ଯନ୍ତ୍ରୀ ନିଲମ୍ବିତ

ଗୁଣପୁର,୧୨।୧(ଡି.ଏନ୍‌.ଏ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ରାୟଗଡ଼ା ଜିଲା ଗୁଣପୁର ପୂର୍ତ୍ତ ବିଭାଗ ଉପନିର୍ବାହୀ ଯନ୍ତ୍ରୀ ଉଦ୍ଧବ ପାଢ଼ୀ ଗତ ୨୫ରେ ଗିରଫ ହୋଇଥିଲେ। ମଙ୍ଗଳବାର ରାଜ୍ୟ ସରକାରଙ୍କ ପୂର୍ତ୍ତ ବିଭାଗ ତାଙ୍କୁ ନିଲମ୍ବିତ କରିଛନ୍ତି। ଅନ୍ୟାଦେଶ ପର୍ଯ୍ୟନ୍ତ ଭୁବନେଶ୍ୱର ଇଞ୍ଜିନିୟର ଇନ୍‌ ଚିଫ୍‌ ତାଙ୍କ କାର୍ଯ୍ୟରେ ରହିବେ ବୋଲି ଜଣାପଡ଼ିଛି। ଅଧିକାରୀଙ୍କ ବିନାନୁମତିରେ ଉକ୍ତ ସ୍ଥାନ ଛାଡିପାରିବେ ନାହିଁ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ଗତ ୨୪ରେ ବ୍ରହ୍ମପୁର ଭିଜିଲାନ୍ସର ଏକ ଟିମ୍‌ ତାଙ୍କ ବ୍ରହ୍ମପୁରସ୍ଥିତ ବାସଭବନ ସହ ଗୁଣପୁର ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନ ଉପରେ ଚଢାଉ କରିଥିଲେ। ତାଙ୍କ ନିକଟରୁ ୧ କୋଟି ୪୭ ଲକ୍ଷ ୬୧ ହଜାର ୫୫୫ ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଠାବ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri