Posted inଜାତୀୟ

କୋଟିପତି ମହିଳା ସରପଞ୍ଚ, ପାଖରେ ୩୦ ଗାଡ଼ି-ବିଳାସପୂର୍ଣ୍ଣ ବଙ୍ଗଳା…

ଭୋପାଳ,୩୧।୮: ମଧ୍ୟପ୍ରଦେଶର ରେୱାସ୍ଥିତ ବୈଜନାଥ ଗାଁର ମହିଳା ସରପଞ୍ଚ ସୁଧା ସିଂଙ୍କ ଘରେ ମଙ୍ଗଳବାର କରାଯାଇଛି। ତାଙ୍କ ପାଖରେ ଏକ ଏକର ପରିମିତ ଅଞ୍ଚଳରେ ବିରାଟ ବିଳାସପୂର୍ଣ୍ଣ ବଙ୍ଗଳା ସହିତ ୩୦ ପ୍ରକାର ଗାଡ଼ି ରହିଥିବାର ଜଣାପଡ଼ିଛି। ବଙ୍ଗଳା ଭିତରେ ଏକ ସୁଇମିଂ ପୁଲ ମଧ୍ୟ ରହିଛି। ସରପଞ୍ଚଙ୍କ ନାମରେ ୨ କ୍ରସର ପ୍ଲାଣ୍ଟ ସମେତ ପ୍ରାୟ ୧୦ କୋଟି ଟଙ୍କାର ଚଳ ଅଚଳ ସମ୍ପତ୍ତି ରହିଛି। ତାଙ୍କର ଅନ୍ୟ ଗୋଟିଏ ଘର ମଧ୍ୟ ରହିଥିବା ଏସ୍‌ପି ରାଜେନ୍ଦ୍ର କୁମାର ବର୍ମା ସୂଚନା ଦେଇଛନ୍ତି। ଏନେଇ ୪ଟି ସ୍ଥାନରେ ଚଢ଼ାଉ କରାଯାଇଥିବା ସେ କହିଛନ୍ତି। ସୂଚନାଯୋଗ୍ୟ, ମହିଳା ସରପଞ୍ଚଙ୍କ ପାଖରେ ବହୁ ପରିମାଣର ଆୟ ବହିର୍ଭୁତ ସମ୍ପତ୍ତି ଥିବାରୁ ଅଭିଯୋଗ ମିଳିବା ପରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ତଦନ୍ତ କରାଯାଇ ଚଢ଼ାଉ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀ ପହଞ୍ଚିବା ପୂର୍ବରୁ ଇଂଲଣ୍ଡରେ ପହଞ୍ଚି ସାରିଥିଲେ ତାଙ୍କ ବାପା, ବିଶ୍ୱର ପ୍ରମୁଖ ବ୍ୟବସାୟୀଙ୍କଠାରୁ ଶୁଣିଲେ ପୁଅର ପ୍ରଶଂସା

ନୂଆଦିଲ୍ଲୀ,୨୩।୬: ଭାରତୀୟ କ୍ରିକେଟକୁ ଝଡ଼ରେ ପରିଣତ କରିଥିବା ବିହାରର ସମସ୍ତିପୁରର ଯୁବ ସେନସେସନ ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଖବର ଶିରୋନାମାରେ ଅଛନ୍ତି। ଇଂଲଣ୍ଡ ଗସ୍ତ ପାଇଁ ଯିବା…

ନିଜ ବଡିଗାର୍ଡଙ୍କୁ ଧକ୍କା ଦେଲେ ରୋହିତ ଶର୍ମା: କାରଣ ଜାଣିଲେ ପ୍ରଶଂସକ ହେବେ ଆଶ୍ଚର୍ଯ୍ୟ, ଦେଖନ୍ତୁ VIDEO

ନୂଆଦିଲ୍ଲୀ,୨୩।୬: ଭାରତୀୟ ଦଳର ଷ୍ଟାର ବ୍ୟାଟସମ୍ୟାନ ରୋହିତ ଶର୍ମା ସାଧାରଣତଃ ତାଙ୍କର ମଜାଳିଆ ଏବଂ ଶାନ୍ତ ଆଚରଣ ପାଇଁ ଜଣାଶୁଣା। ପଡ଼ିଆ ଭିତରେ ହେଉ କିମ୍ବା ବାହାରେ,…

ହଠାତ୍‌ ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ: ମୋଦି ସରକାରରେ ହୋଇପାରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୨୩।୬: କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଆନ ଇସ୍ତଫା ଦେଇଛନ୍ତି। ସେ ମୋଦି ସରକାରରେ ମତ୍ସ୍ୟପାଳନ ଏବଂ ସଂଖ୍ୟାଲଘୁ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଭାବରେ କାର୍ଯ୍ୟ କରୁଥିଲେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ…

ଶାହରୁଖଙ୍କୁ ନେଇ ପଙ୍କଜ କପୁର କଲେ ବଡ଼ ଖୁଲାସା: ଦର୍ଶକ ସ୍ତବ୍ଧ

ବଲିଉଡ୍‌ କିଙ୍ଗ କହିଲେ ଶାହରୁଖ ଖାନ୍‌ଙ୍କୁ ବୁଝାଏ। ଥିଏଟରରୁ ବଲିଉଡ ପର୍ଯ୍ୟନ୍ତ ତାଙ୍କ ଯାତ୍ରା ଅନେକ ଯୁବପିଢ଼ିଙ୍କ ପାଇଁ ପ୍ରେରଣାର କାରଣ ପାଲଟିଛି। ସେ ଅନେକ ବ୍ଲକବଷ୍ଟର…

ହର୍ମୁଜରେ ସ୍ଥାପନ ହେବ ହଟଲାଇନ; ପ୍ରଥମ ପର୍ଯ୍ୟାୟ ଆଲୋଚନା ପରେ ଆମେରିକାକୁ ଇରାନର ସ୍ପଷ୍ଟ ବାର୍ତ୍ତା

ତେହରାନ,୨୩।୬: ଯଦିଓ ଆମେରିକା ଏବଂ ଇରାନ ସ୍ବିଜରଲ୍ୟାଣ୍ଡରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ସମୟରେ ଅନେକ ପ୍ରସଙ୍ଗରେ ଏକ ସହମତିରେ ପହଞ୍ଚିଥିଲେ, ତଥାପି ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଇରାନର…

ଜିତୁ ମୁଣ୍ଡାଙ୍କୁ ମିଳିଲା ନ୍ୟାୟ: ମଲ୍ଲିପଶି ଗ୍ରାମ୍ୟ ବ୍ୟାଙ୍କ ମ୍ୟାନେଜର ନିଲମ୍ବିତ, ନବୀନଙ୍କ ହସ୍ତକ୍ଷେପ ପରେ…

ପାଟଣା,୨୩।୬(ବୀର କିଶୋର ଦାଶ): କେନ୍ଦୁଝରର ଜିତୁ ମୁଣ୍ଡାଙ୍କ କେସ୍‌ରେ ଅବହେଳା ପାଇଁ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ମ୍ୟାନେଜର ନିଲମ୍ବିତ ହୋଇଛନ୍ତି। କେନ୍ଦୁଝର ଜିଲା ମଲ୍ଲୀପଶି ସ୍ଥିତ ଓଡ଼ିଶା…

ପାକିସ୍ତାନକୁ କଡ଼ା ଟାର୍ଗେଟ କଲେ ୟୁକେ ପ୍ରଧାନମନ୍ତ୍ରୀ ଦୌଡ଼ରେ ଥିବା ନାଇଜେଲ ଫାରେଜ, ଜାଣନ୍ତୁ ଭାରତ ପ୍ରତି ତାଙ୍କର ମତ କ’ଣ

ଲଣ୍ଡନ,୨୩।୬: କିର ଷ୍ଟାର୍ମରଙ୍କ ଇସ୍ତଫା ପରେ ବ୍ରିଟେନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବା ଦୌଡ଼ରେ ନାଇଜେଲ ଫାରେଜ ଜଣେ ଦୃଢ଼ ଦାବିଦାର ଭାବରେ ଉଭା ହୋଇଛନ୍ତି। ରିଫର୍ମ ୟୁକେର…

ସ୍କୁଲରୁ ଲଗାତର ଚୋରି, ଦୁର୍ବୃତ୍ତମାନଙ୍କୁ ଧରିବାରେ ପୋଲିସ ବିଫଳ

ଅମରପାଲି,୨୩ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ୍‌ ଅନ୍ତର୍ଗତ ବହଳପଦର କ୍ଲଷ୍ଟରର ଭାଲୁଡୁଙ୍ଗୁରୀ ସରକାରୀ ୟୁପି ସ୍କୁଲରେ ବାରମ୍ବାର ଚୋରି ହେଉଥିବାବେଳେ ଏ ପର୍ଯ୍ୟନ୍ତ ଦୁର୍ବୃତ୍ତମାନଙ୍କୁ ଧରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri