ଗିରଫ ହେଲେ କୋଟିପତି ସରକାରୀ ବାବୁ

ମାଲକାନଗିରି,୭।୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଜଳଛାୟା ପ୍ରକଳ୍ପ ଉପନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ର ଗିରଫ। ଶାନ୍ତନୁଙ୍କ ସହ ୫ ଜଣଙ୍କୁ ଗିରଫ କରାଯାଇଇଛି। ଆୟବହିର୍ଭୁତ ସମ୍ପତ୍ତି ୧ଟି ବହୁମହଲା କୋଠା, ୪ଟି ଉଚ୍ଚ ମୂଲ୍ୟର ପ୍ଲଟ, ପ୍ରାୟ ୪୨୨ ଗ୍ରାମ ସୁନା, ୯୧ ଲକ୍ଷ ଟଙ୍କାରୁ ଅଧିକ ଜମା, ୨ କୋଟି ନଗଦ ଟଙ୍କା ସନ୍ତୋଷଜନକ ଭାବରେ ଶାନ୍ତନୁ ବ୍ୟାଖ୍ୟା କରିପାରି ନ ଥିଲେ। ଏ ନେଇ ମହାପାତ୍ରଙ୍କୁ ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି । ଆଜି ତାଙ୍କୁ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ପାଇଁ କୋର୍ଟକୁ ପଠାଯିବ।

ଏହା ବ୍ୟତୀତ ମହାପାତ୍ରଙ୍କ ୪ ଜଣ ସହଯୋଗୀ ମୋହନ ମଣ୍ଡଳ ସହାୟକ କୃଷି ଇଞ୍ଜିନିୟର, ବିଶ୍ୱଜିତ ମଣ୍ଡଳ ଡିଇଓ, ଅମୀୟକାନ୍ତ ସାହୁ, ଠିକା କର୍ମଚାରୀ ଅଲେଖ ପ୍ରଧାନଙ୍କୁ ମଧ୍ୟ ମହାପାତ୍ରଙ୍କ ସହିତ ସରକାରୀ ଅର୍ଥ ଆତ୍ମସାତ ପାଇଁ ଗିରଫ କରାଯାଇଛି।

ଏହି ସମ୍ପର୍କରେ, ମାଲକାନଗିରିର ଜଳବିଭାଜିକାର ଉପନିର୍ଦ୍ଦେଶକ ଏବଂ ପ୍ରକଳ୍ପ ନିର୍ଦ୍ଦେଶକ ସାନ୍ତନୁ ମହାପାତ୍ରଙ୍କ ବିରୋଧରେ କୋରାପୁଟ ଭିଜିଲାନ୍ସ ମାମଲା ନଂ. ୦୨/୨୦୨୫ ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୱାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର! ଏଣିକି ଚାଟ୍‌ ପାଇଁ ଦେବାକୁ ପଡ଼ିବନି ମୋବାଇଲ୍ ନମ୍ବର

ନୂଆଦିଲ୍ଲୀ,୩୦।୬: ହ୍ୱାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ଏକ ବହୁତ ବଡ଼ ଖବର ସାମ୍ନାକୁ ଆସିଛି! ଏଣିକି କାହା ସହିତ ଚାଟ୍‌ କରିବା ପାଇଁ ଆପଣଙ୍କୁ ନିଜର ବ୍ୟକ୍ତିଗତ ମୋବାଇଲ୍…

ଦେଶରେ ଛୁଟି ଘୋଷଣା କଲେ ରାଷ୍ଟ୍ରପତି, କାହିଁକି ଜାଣନ୍ତୁ…

ଆସୁନସିଅନ,୩୦ା୬: ଫିଫା ବିଶ୍ୱକପ୍‌ର ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଜର୍ମାନୀକୁ ପରାସ୍ତ କରି ପାରାଗୁଏ ବିପର୍ଯ୍ୟୟ ଘଟାଇବା ପରେ ଦେଶରେ ଛୁଟି ଘୋଷଣା କରାଯାଇଛି। ଆଧୁନିକ ବିଶ୍ୱକପ୍‌ ଇତିହାସରେ…

ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…

ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…

ପୋକ୍ସୋ ମାମଲାରେ ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ; ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୩୦।୬: ଗଜପତି ଜିଲ୍ଲାର ଏକ ଚର୍ଚ୍ଚିତ ପୋକ୍ସୋ ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ହର ପ୍ରସାଦ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି।…

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri