୬ଟଙ୍କାରେ କୋଟିପତି

ବାରିପଦା ଅଫିସ,୧୦ା୭: ୬ଟଙ୍କାର ଲଟେରୀ ଟିକେଟ କିଣି କୋଟିପତି ହେବାର ଲୋଭ ଦେଖାଇ ଲୋକଙ୍କୁ ଠକୁଥିବା ୪ ଅଭିଯୁକ୍ତଙ୍କୁ ବାରିପଦା ଟାଉନ ପୋଲିସ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଶୁନଗଡ଼ିଆର କମଲ ଜେନା, ଲାଲବଜାରର ବରୁନ ପରମାଣିକ, ମୁବରକପୁରର ଅଜିତ ଯୁସେନ ଓ ପଶ୍ଚିମ ମେଦିନପୁର ଅଞ୍ଚଳ ମମିନମୁହାଲର ସେକ ଅହମ୍ମଦ ଉଲ୍ଲା।

ପୋଲିସ ତାଙ୍କ ନିକଟରୁ ୭ହଜାର ୪୩୦ଟଙ୍କା, ୧୦୦ବିଡ଼ା ଲଟେରୀ ଟିକେଟ ଜବତ କରିଛି। ପ୍ରକାଶ ଯେ, ପଶ୍ଚିମବଙ୍ଗରେ ବିକ୍ରି ପାଇଁ ଉର୍ଦ୍ଦିଷ୍ଟ ଲଟେରୀ ଟିକେଟଗୁଡିକ ସହରର ବାଲେଶ୍ୱର ଗୋଲାଇ, ଷ୍ଟାଡ଼ିୟମ ଗୋଲାଇ, ମୁଖ୍ୟ ମାର୍କେଟ, ବାଘଡ଼ାରୋଡ଼, ପାଲବଣି ଓ ବସଷ୍ଟାଣ୍ଡ ଅଞ୍ଚଳରେ ବିକ୍ରି କରୁଥିଲେ। ତେବେ ଟାଉନ ପୋଲିସ ଚଢ଼ାଉ କରି ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ଅଧିକ ତଦନ୍ତ ଜାରି ରହିଛି ବୋଲି ଟାଉନ ଆଇଆଇସି ବୀରେନ୍ଦ୍ର ସେନାପତି କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାନସର୍‌ ମେଡିସିନକୁ ମିଳିଲା ମଞ୍ଜୁରୀ: ରୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତି

ଓ୍ବାଶିଂଟନ୍‌,୨୭।୮: ଆମେରିକାର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ମେଟାଷ୍ଟାଟିକ ପାନକ୍ରିଏଟିକ କ୍ୟାନସର୍‌ ରୋଗର ଚିକିତ୍ସା ପାଇଁ ରେଭଲ୍ୟୁସନ ମେଡିସିନ୍ସର ନୂତନ ଔଷଧ ‘ରାସୋକ’କୁ ଅନୁମୋଦନ କରିଛି।…

୩୦୦ରୁ ଅଧିକ ଭାରତୀୟଙ୍କ ପତ୍ତା ମିଳୁନି, ଚିନ୍ତାରେ ପରିବାର: କେଉଁ ରାଜ୍ୟରୁ କେତେ ନିଖୋଜ ଜାଣନ୍ତୁ…

କାଠମାଣ୍ଡୁ,୨୭।୮: ନେପାଳରେ ପ୍ରବଳ ବନ୍ୟା ଓ ଭୂସ୍ଖଳନ ଭୟଙ୍କର ଧ୍ୱଂସଲୀଳା ରଚିଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ଏପର୍ଯ୍ୟନ୍ତ ୧୬୨ ଜଣଙ୍କ ମୃତ୍ୟୁ ନିଶ୍ଚିତ ହୋଇଛି। ମୃତକଙ୍କ ସଂଖ୍ୟା…

କିଏ ଏହି ଅନୟା ବାଙ୍ଗର, ଆପଣ ତାଙ୍କ ବିଷୟରେ କେତେ ଜାଣନ୍ତି? ଜାଣନ୍ତୁ ଜୀବନ କାହାଣୀ

ନୂଆଦିଲ୍ଲୀ,୨୭।୮: କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଦ୍ୱାରା ସମ୍ପ୍ରଦାୟ କ୍ରିକେଟ ଖେଳିବାକୁ ଅନୁମତି ଦିଆଯିବା ପରେ ଅନାୟା ବାଙ୍ଗର ବହୁତ ଚର୍ଚ୍ଚାର ବିଷୟ ହୋଇଛନ୍ତି। ସେ ସମ୍ପ୍ରତି ଖେଳକୁ…

ଟିମ ଇଣ୍ଡିଆରେ ସ୍ଥାନ ପାଇଲେ ଦ୍ରାବିଡ-ସେହ୍ବାଗଙ୍କ ପୁଅ: ଏହି ଦେଶ ବିପକ୍ଷରେ ଖେଳିବେ ଦିନିକିଆ ସିରିଜ୍‌

ନୂଆଦିଲ୍ଲୀ,୨୭।୮: ପୂର୍ବତନ ଟିମ ଇଣ୍ଡିଆ ଅଧିନାୟକ ରାହୁଲ ଦ୍ରାବିଡ ଏବଂ କିମ୍ବଦନ୍ତୀ ଓପନର ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଏବେ ଟିମ ଇଣ୍ଡିଆ ଜର୍ସି ପିନ୍ଧି ନଜର ଆସିବେ।…

ଆମ୍ବଗଛରେ ଝୁଲୁଛି ପୁଷ୍ପାଞ୍ଜଳୀଙ୍କ ମୃତଦେହ, ଦେହରେ….

ପାଟଣା,୨୭ା୮(ବୀର କିଶୋର ଦାଶ): ପାଟଣା ଥାନା ଡାଳପକା ପଞ୍ଚାୟତର ବନବୀର ଗ୍ରାମର ଆମ୍ବଗଛରୁ ଜଣେ ଯୁବତୀଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି । ମୃତ ଯୁବତୀ ଜଣକ…

ଯୁବକ ସଂଘ ପକ୍ଷରୁ ରାସ୍ତା ସଫେଇ ଅଭିଯାନ: ଗ୍ରାମବାସୀଙ୍କ ପ୍ରଶଂସା

କର୍ଲାମୁଣ୍ଡା,୨୭।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରା ରାଧା ମାଧବ ଯୁବକ ସଂଘ ପକ୍ଷରୁ ଗାଁର ପରିବେଶକୁ ସ୍ବଚ୍ଛ ଓ ସୁନ୍ଦର ରଖିବା ଲକ୍ଷ୍ୟରେ…

ଏତେ ଅଧିକ ବଢିଯିବ ଅଣ୍ଡା ଦାମ୍‌, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ, ୨୭।୮: ପିଆଜ, ଚିନି ଓ ଡାଲିର ବଢ଼ୁଥିବା ଦର ମଧ୍ୟରେ ଏବେ ଅଣ୍ଡାର ଦାମ ମଧ୍ୟ ବହୁତ ବଢ଼ିବାର ଆଶଙ୍କା ରହିଛି। ଗତ ଏକ ବର୍ଷ…

ବିବାହର ୨ ବର୍ଷ ପରେ ଗୁମର ଖୋଲିଲେ ଶୋଭିତା: ନାଗା ଚୈତନଙ୍କ ସହ…

ମୁମ୍ବାଇ: ବିବାହର ପ୍ରାୟ ଦୁଇ ବର୍ଷ ପରେ ଶୋଭିତା ତାଙ୍କ ବୈବାହିକ ଜୀବନ ବିଷୟରେ ମୁହଁ ଖୋଲିଛନ୍ତି। ଅଭିନେତ୍ରୀ ଶୋଭିତା ଧୂଲିପାଲା ଏବଂ ନାଗା ଚୈତନ୍ୟ ୨୦୨୪ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri