କୋଟିପତି ଏମ୍‌ଭିଆଇ ଗିରଫ, ଆୟଠାରୁ ୨୯୩ ପ୍ରତିଶତ ଅଧିକ ସମ୍ପତ୍ତି ଠାବ

ନୟାଗଡ଼,୧୦ା୧(ଲୋକନାଥ ମିଶ୍ର): ରାଜ୍ୟରେ ପୁଣି ଜଣେ କୋଟିପତିଙ୍କୁ ଗିରଫ କରିଛି ଭିଜିଲାନ୍ସ ବିଭାଗ। ଆୟ ବହିଃର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନୟାଗଡ଼ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମ୍‌ଭିଆଇ ପଞ୍ଚାନନ ବେହେରା ବୁଧବାର ଗିରଫ ହୋଇଛନ୍ତି।

ସୂଚନାଯୋଗ୍ୟ, ମଙ୍ଗଳବାର ଏକକାଳୀନ ୭ଟି ଘର ଉପରେ ଚଢ଼ାଉ ଚାଲିଥିଲା। ଭୁବନେଶ୍ୱର ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ବିଚାରପତିଙ୍କ ନିର୍ଦ୍ଦେଶରେ ଚଢାଉ କରାଯାଇଥିଲା। ଏନେଇ ଭିଜିଲାନ୍ସ କୋର୍ଟ ପକ୍ଷରୁ ଓ୍ବାରେଣ୍ଟି ଜାରି ହୋଇଥିଲା। ଚଢ଼ାଉରେ ୬ ଡିଏସ୍‌ପି, ୩ ଇନ୍ସପେକ୍ଟର, ୮ ଏଏସଆଇ ଏବଂ ଅନ୍ୟ କର୍ମଚାରୀଙ୍କ ସାମିଲ ହୋଇଥିଲେ। ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଏକକାଳୀନ ୨ୟ ମହଲା ବିଶିଷ୍ଟ ଭୁବନେଶ୍ୱର ଶୈଳଶ୍ରୀ ବିହାର, ପାଣ୍ଡରାର ୨ଟି ଘର, ନୟାଗଡ଼ର ଓଡ଼ଗାଁ ରାସ୍ତାର ଭଡା ଘର, ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମ୍‌ଭିଆଇ ଅଫିସ, କଟକ ଜିଲା ବାଲିଆପଡ଼ା, ଖୋର୍ଦ୍ଧାର ଗୋବିନ୍ଦପୁର ଘର ଉପରେ ଚଢ଼ାଉ ଚାଲିଥିଲା। ଆୟଠାରୁ ୨୯୩ ପ୍ରତିଶତ ଅଧିକ ସମ୍ପତ୍ତି ଠାବ କରିଛି ଭଜିଲାନ୍ସ ବିଭାଗ।

 


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ଖୁବଶୀଘ୍ର ଖୋଲିବ…ଶୁଣିଲେ ସବୁ ଦେଶ ହୋଇଯିବେ ଖୁସି

ଓ୍ବାଶିଂଟନ୍‌,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଆଲୋଚନା ସଫଳ ହେଲେ ହର୍ମୁଜ ପ୍ରଣାଳୀ (ଯାହା ଯୁଦ୍ଧ ଏବଂ ସଂଘର୍ଷ ଯୋଗୁ ପ୍ରାୟ…

ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ…

ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା, ସରସ୍ବତୀ ବେଶରେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୨୪।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ତୃତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ଖାମେନେଇଙ୍କ ମୃତ୍ୟୁର ୪୮ ଘଣ୍ଟା ପୂର୍ବରୁ ଟ୍ରମ୍ପଙ୍କୁ ଫୋନ କରିଥିଲେ ନେତାନ୍ୟାହୁ, କହିଥିଲେ ବଡ଼ ଗୁମର କଥା, ଜାଣନ୍ତୁ…

ଓ୍ବାଶିଂଟନ,୨୪।୩: ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ଆରମ୍ଭ ହେବାର ୪୮ ଘଣ୍ଟା ପୂର୍ବରୁ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନ…

ଜୀବନର ନୈତିକ ମୂଲ୍ୟବୋଧ

କଥାରେ ଅଛି-‘ଥିଲେ ଥାଉ ପଛେ ଗୁଣ ହଜାର, ଚରିତ୍ର ନଥିଲେ ସବୁ ଅସାର।’ ସୁତରାଂ ଆମ ଜୀବନରେ ନୈତିକ ମୂଲ୍ୟବୋଧର ଏକ ମୁଖ୍ୟ ଆଧାର ହେଉଛି –…

ପେଟ୍ରୋଡଲାର ସାମ୍ରାଜ୍ୟ

ପୃଥିବୀର କୌଣସି ଏକ ପେଟ୍ରୋଲ୍‌ ପମ୍ପରେ ଗାଡ଼ିରେ ଇନ୍ଧନ ଭରିବା ଦୃଶ୍ୟ ସାଧାରଣ ହୋଇପାରେ, କିନ୍ତୁ ଏହା ପ୍ରଚ୍ଛଦପଟରେ ଏକ ବିଶାଳ ଆର୍ଥିକ ବ୍ୟବସ୍ଥା କାମ କରୁଥାଏ,…

ଦୁବାଇରେ ଧରାପଡ଼ିଲେ ଭାରତର ମୋଷ୍ଟ ୱାଣ୍ଟେଡ ଡ୍ରଗ୍ସ ମାଫିଆ! ଖୁବଶୀଘ୍ର ଆସିବେ ଭାରତ

ନୂଆଦିଲ୍ଲୀ,୨୪।୩: ଭାରତର ଡ୍ରଗ ମାଫିଆଙ୍କ ଜଣେ ପ୍ରମୁଖ ବ୍ୟକ୍ତି ଜସବିନ୍ଦର ଓରଫ ‘ଜାଜ’କୁ ଦୁବାଇରେ ଗିରଫ କରାଯାଇଛି। ଭାରତୀୟ ଏଜେନ୍ସିଗୁଡ଼ିକର ନିର୍ଦ୍ଦେଶରେ ଇଣ୍ଟରପୋଲ ସହାୟତାରେ ଏହି ଅପରେଶନ…

ଆମେରିକା ଅପଦସ୍ଥ

ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜକୁ ୪୮ ଘଣ୍ଟା ମଧ୍ୟରେ ସମ୍ପୂର୍ଣ୍ଣ ଖୋଲା ନ କଲେ ଇରାନକୁ ଭୟାବହ ସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri