Posted inଫୁରସତ

ଭାଲେଣ୍ଟାଇନ୍‌ ଡେ’ ଉପହାର କଲା ମହିଳାଙ୍କୁ କୋଟିପତି

କାହା ଭାଗ୍ୟ କେତେବେଳେ ବଦଳିବ ତାହା କହିବା କଷ୍ଟକର। ହେମାର୍କେଟର ଜଣେ ମହିଳାଙ୍କ ସହ ସମାନ ଘଟଣା ଘଟିଛି। ସାଧାରଣତଃ ଭାଲେଣ୍ଟାଇନ୍ସ ଡେ’ ଅବସରରେ ସମସ୍ତେ ନିଜ ସାଥୀଙ୍କୁ ଏକ ବିଶେଷ ଉପହାର ଦିଅନ୍ତି । ଏଥିରେ ଫୁଲ, ଚକୋଲେଟ, ଟେଡି ଇତ୍ୟାଦି ସାମିଲ ଥାଏ। ମାରିଆ ଚିକାସଙ୍କୁ ନାମକ ଜଣେ ମହିଳାଙ୍କ ସ୍ବାମୀ ତାଙ୍କୁ ଲଟେରୀ ଟିକେଟ ଉପହାର ଦେଇଥିଲେ। କିନ୍ତୁ ଭାଲେଣ୍ଟାଇନ୍ସ ଡେ’ର ବିଶେଷ ଉତ୍ସବରେ ମାରିଆ ଖୁସି ନ ଥିଲେ। ସେସ୍ବାମୀଙ୍କ ଉପରେ ରାଗିଯାଇଥିଲେ। ସେତେବେଳେ ଏହା ତାଙ୍କୁ କାଗଜ ଖଣ୍ଡ ଭଳି ଲାଗୁଥିଲା, କାରଣ ଏହା ପୂର୍ବରୁ ସ୍ବାମୀ ମଧ୍ୟ ଲଟେରୀ ଟିକେଟ କିଣିଥିଲେ। କିନ୍ତୁ ସେ କେବେବି ଲଟେରୀ ଜିତି ନ ଥିଲେ। କିନ୍ତୁ ଏବେ ସେ ଲଟେରୀ ଟିକେଟ୍‌ ତାଙ୍କ ଭାଗ୍ୟ ବଦଳାଇ ଦେଇଛି।
ସେ ଏବେ ୧୦ କୋଟି ଟଙ୍କା ଲଟେରୀ ଜିତିଛନ୍ତି। ଭାଲେଣ୍ଟାଇନ୍ସ ଡେ’ର କିଛି ଦିନ ପୂର୍ବରୁ ତାଙ୍କ ସ୍ବାମୀ ମାନାସର ୯୧୦୩ ମ୍ୟାଥିସ ଆଭେନ୍ୟୁରେ ଇନ ଏବଂ ଆଉଟ ମାର୍ଟରୁ ଏହି ଲଟେରୀ ଟିକେଟ କିଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଫିସରେ ବସି ଲଞ୍ଚ କରୁଥିଲେ ବାପା, ୟୁପିଏସ୍‌ସିରେ କୃତକାର୍ଯ୍ୟ ହୋଇଥିବା ଖବର ଜଣାଇବାକୁ ପହଞ୍ଚିଲେ ପୁଅ, ପରେ ଯାହା ଘଟିଲା…

ନିଜ ସନ୍ତାନର ଖୁସିରେ ନିଜ ଖୁସି ଖୋଜିଥାନ୍ତି ମା’ବାପା। ଯଦି କାହାର ପୁଅ ନଚେତ ଝିଅ ଦେଶର ସବୁଠାରୁ ବଡ଼ ପରୀକ୍ଷା ୟୁପିଏସ୍‌ସି ପାସ୍‌ କରିଦିଏ...

ଡୁଡ୍‌ଲ ପରିବର୍ତ୍ତନ କଲା ଗୁଗ୍‌ଲ

ଗୁଗ୍‌ଲ ଡୁଡ୍‌ଲ ଭାରତରେ ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଭୋଟ୍‌ ଆରମ୍ଭକୁ ସ୍ମରଣ କରି ଡୁଡ୍‌ଲରେ କାଳି ସହିତ ଏକ ଇଣ୍ଡେକ୍ସ ଆଙ୍ଗୁଠି ଚିତ୍ରଣ...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

ସତର୍କତାକୁ ପ୍ରାଥମିକତା

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି ଯକୃତ ବା ଲିଭର। ଏହା ସୁସ୍ଥ ରହିବା ନିହାତି ଦରକାର। ନ ହେଲେ ସମୟକ୍ରମେ ଏହା ଜଟିଳ...

ଭଗବାନ ରାମଙ୍କ ନିଆରା ବ୍ୟାଙ୍କ; ୫ ଲକ୍ଷ ଥର ‘ସୀତାରାମ’ ଲେଖିବା ପରେ ଖୋଲିଥାଏ ଆକାଉଣ୍ଟ

ଅଯୋଧ୍ୟା: ସାରା ଦେଶରେ ରାମ ନବମୀର ପର୍ବ ବେଶ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ଅଯୋଧ୍ୟା ସମ୍ପୂର୍ଣ୍ଣ ଆଲୋକିତ ହୋଇଛି। କାରଣ ରାମଲାଲାଙ୍କ ପ୍ରାଣ...

ଜନ୍ମରୁ ୧ ମାସ ପର୍ଯ୍ୟନ୍ତ ପୁଅକୁ ଦେଉଥିଲେ କେବଳ ସୂର୍ଯ୍ୟକିରଣ, ଶିଶୁର ମୃତ୍ୟୁ ପରେ ପିତାଙ୍କୁ ୮ ବର୍ଷ ଜେଲ

ମସ୍କୋ,୧୭।୪: ରୁଷିଆର ଜଣେ ଇନଫ୍ଲୁଏନ୍ସରଙ୍କ ଏକ ମାସର ପୁଅର ମୃତ୍ୟୁ ହେତୁ ତାଙ୍କୁ କୋର୍ଟ ୮ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ ନିଜ ପୁଅକୁ...

ଅଧିକ ସଚେତନତାର ଆବଶ୍ୟକତା ରହିଛି

ପ୍ରତିବର୍ଷ ଏପ୍ରିଲ ୧୭ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ହେମୋଫିଲିଆ ଦିବସ’। ଚଳିତ ବର୍ଷ ଏହି ଦିବସର ପ୍ରସଙ୍ଗ ରହିଛି-‘ସମସ୍ତ ବଂଶାନୁକ୍ରମିକ ବ୍ୟାଧିରେ ଆକ୍ରାନ୍ତ ସବୁ...

୨୭୦ ଥର ଟ୍ରାଫିକ୍‌ ନିୟମ ଉଲ୍ଲଘଂନ, ୧.୩୬ ଲକ୍ଷ ଜରିମାନା

ବେଙ୍ଗାଲୁରୁ: ଟ୍ରାଫିକ ନିୟମ ଉଲ୍ଲଂଘନ ପାଇଁ ସାଧାରଣତଃ କିଛି ହଜାର ଟଙ୍କା ଜରିମାନା ଦେବାକୁ ପଡିଥାଏ। କିନ୍ତୁ ଏବେ ଏପରି ଏକ ମାମଲା ସାମ୍‌ନାକୁ ଆସିଛି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri