ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ

ବାରିପଦା ଅଫିସ,୬ା୧୧-ମୟୂରଭଞ୍ଜ ଜିଲା କୁଳିଅଣା ଥାନା ଅଧୀନ ଗାଙ୍ଗରାଜ ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ଗୁରୁବାର ଅବକାରୀ ବିଭାଗ ଚଢ଼ାଉ କରି ୩୬ କେ.ଜି ଗଞ୍ଜେଇ ଜବତ କରିଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧ ଲକ୍ଷ ୮୦ହଜାର ଟଙ୍କା ହେବ ବୋଲି ଅବକାରୀ ଇନ୍ସପେକ୍ଟର ବିକାଶ ଟପ୍ପୋ କହିିଛନ୍ତି। ଏ ସଂକ୍ରାନ୍ତରେ ବିଭାଗ ଏକ ମାମଲା ରୁଜୁ କରି ଅଭିଯୁକ୍ତ ଗଜେନ୍ଦ୍ର ସିଂଙ୍କୁ କୋର୍ଟ ଚାଲାଣ କରିଛି। ଏହି ଚଢ଼ାଉରେ ସବ୍‌ ଇନ୍ସପେକ୍ଟର ମଞ୍ଜୁଲତା ରାଉତ, ଏଏସ୍‌ଆଇ ସୁଧାଂଶୁ ବେହେରା ଓ କର୍ମଚାରୀମାନେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ…

୫ ଜିଲାକୁ ଝଡ଼ବର୍ଷା, ଆଜି ଏସବୁ ଅଞ୍ଚଳରେ ଘଡ଼ଘଡ଼ି ସହ…

ଭୁବନେଶ୍ୱର,୨ା୪: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ଉପକୂଳରେ ଥଣ୍ଡା ଅନୁଭୂତ ହେଉଛି। ଗତ କିଛିଦିନ ଧରି ରାଜ୍ୟରେ ଏପରି ତାପମାତ୍ରା ଦେଖିବାକୁ ମିଳୁଛି। ଏନେଇ…

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri