ସ୍କୁଲରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି

ଜୁନାଗଡ଼,୩୧।୧: କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନ ଆଟିଗାଁ ସପ୍ତପଲ୍ଲୀ ବିଦ୍ୟାପୀଠରୁ ଶନିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୁତ୍ତମାନେ ସ୍କୁଲ କବାଟ ତାଲା ଭାଙ୍ଗି ଗୋଟିଏ ଜେନେରେଟର ୧୨ଟି କମ୍ପ୍ୟୁଟର, ୭ଟି ଫ୍ୟାନ, ୧୦ଟି ଚୌକ, ଷ୍ଟେବିଲାଇଜର, ୪୦ଟି ହେଡଫୋନ୍‌, ୱେବ କ୍ୟାମେରା, କମ୍ପ୍ୟୁଟର ସର୍ଭର ଆଦି ନେଇଯାଇଛନ୍ତି। ରବିବାର ସକାଳରେ ଘଟଣା ସମ୍ପର୍କରେ ଜାଣିବା ପରେ ପ୍ରଧାନ ଶିକ୍ଷକ ବିଜୟ କୁମାର ପଣ୍ଡା ଜୁନାଗଡ଼ ଥାନାରେ ଅଭିଯୋଗ କରିଥିଲେ। ଅପରାହ୍ନରେ ଜୁନାଗଡ଼ ପୋଲିସ ସାଇଣ୍ଟିଫିକ ଟିମ୍‌ ସହ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ଏ ନେଇ ଜୁନାଗଡ଼ ଥାନା ଅଧିକାରୀ ଉତ୍ତମ କୁମାର ସାହୁଙ୍କୁ ପଚାରିବାରୁ ଘଟଣାର ତଦନ୍ତ ଚାଳିଛି। ଖୁବ୍‌ ଶୀଘ୍ର ଅଭିଯୁକ୍ତମାନଙ୍କୁ ଗିରଫ କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ ଯୋଗୁ ନଦୀକୁ ଡେଇଁ ପଡ଼ିଲେ ଯୁବକ

ମହାକାଳପଡ଼ା,୫।୫(ଡି.ଏନ.ଏ.)-ପାରିବାରିକ କଳହ ଯୋଗୁ ନଦୀକୁ ଡେଇଁ ପଡ଼ିଲେ ଯୁବକ। ପରେ ସ୍ଥାନୀୟ ଲୋକ ଓ ସ୍ଥାନୀୟ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଉକ୍ତ ଯୁବକଙ୍କୁ ଉଦ୍ଧାର କରି...

କାଲି ରାଜ୍ୟର ସବୁ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର,୨୫।୩(ବ୍ୟୁରୋ): କୃଷକ ସଂଗଠନ ଗୁଡ଼ିକର ଭାରତ ବନ୍ଦ ଡାକରା ପରିପ୍ରେକ୍ଷୀରେ ଶୁକ୍ରବାର ରାଜ୍ୟର ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାଜ୍ୟର ସମସ୍ତ ସରକାରୀ, ଘରୋଇ ସ୍କୁଲ,...

ବାତ୍ୟା ‘ୟାସ’: ଆକଳନଠୁ ପ୍ରଭାବ କମ୍‌

ଭୁବନେଶ୍ବର,୨୬।୫: ବାତ୍ୟା ‘ୟାସ’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର । ବାତ୍ୟା ‘ୟାସ’ ଧାମରାର ଉତ୍ତର,...

ମୌଳିକ ସୁବିଧା ସୁଯୋଗରୁ ବଞ୍ଚିତ ଖଣି ଅଞ୍ଚଳବାସୀ: ଅଧିକାର ପାଇଁ ଦାବି କରିବାରୁ ନାଲିଆଖି

ଯାଜପୁର ଅଫିସ,୨୭।୯: ପ୍ରଶାସନିକ ଅବହେଳା ଏବଂ କେତେଜଣ ପ୍ରଭାବଶାଳୀଙ୍କ ଅମାନବୀୟ ବ୍ୟବହାର ଖଣି ପ୍ରଭାବିତ ଲୋକଙ୍କୁ ଆନ୍ଦୋଳନମୁଖୀ କରିଛି। ଏଭଳି ଅବସ୍ଥା ଏବେ ଯାଜପୁର ଜିଲାର...

ପିପିଇ କିଟ୍‌ ମାଗିଦେଲେ, ଏବେ ରଖୁନାହାନ୍ତି

ଭୁବନେଶ୍ୱର,୧ା୬(ବ୍ୟୁରୋ): ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବାବେଳେ ଏମାନଙ୍କ ଚିକିତ୍ସା କରୁଥିବା ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ ସୁରକ୍ଷା ପାଇଁ ପର୍ସନାଲ ପ୍ରୋଟେକ୍ଟିଭ୍‌ ଇକ୍ୟୁପ୍‌ମେଣ୍ଟ(ପିପିଇ)...

କର୍ନାଟକ ଜ୍ଞାନ କୌଶଳ ଆପଣେଇବ ବିଏମ୍‌ସି

ଭୁବନେଶ୍ୱର,୮।୮(ବ୍ୟୁରୋ): ବିଏମ୍‌ସି ଟିମ୍‌ ରବିବାର ଦୁଇଦିନିଆ କର୍ନାଟକ ଗସ୍ତରୁ ଫେରିଛନ୍ତି। କର୍ନାଟକରେ ଥିବା ମାରାଗୋଣ୍ଡାନାହାଲ୍ଲି ହ୍ରଦ, ହୁସ୍‌କୁର୍‌ ପାର୍କ ଏବଂ ଅନ୍ୟାନ୍ୟ ସ୍ଥାନରେ ଥିବା ଜଳଉତ୍ସଗୁଡିକୁ...

ଭୁବନେଶ୍ୱର ସ୍ମାର୍ଟସିଟିକୁ ୨ଟି ପୁରସ୍କାର

ଭୁବନେଶ୍ୱର,୨୬।୬(ବ୍ୟୁରୋ): କେନ୍ଦ୍ର ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ଇଣ୍ଡିଆ ସ୍ମାର୍ଟସିଟି ଆଓ୍ବାର୍ଡସ କଣ୍ଟେଷ୍ଟ (ଆଇଏସ୍‌ଏସି)-୨୦୨୦ ପ୍ରତିଯୋଗିତାରେ ଭୁବନେଶ୍ୱର ସ୍ମାର୍ଟସିଟିକୁ ଦୁଇଟି...

ମେଡିକାଲ ସାଇନ୍ସରେ ରିସର୍ଚ୍ଚ କରିବି: ଆଶୁତୋଷ

ସର୍ବଭାରତୀୟ ମେଡିକାଲ ପ୍ରବେଶିକା ପାଇଁ ଉଦ୍ଦିଷ୍ଟ ଜାତୀୟ ଯୋଗ୍ୟତା ତଥା ପ୍ରବେଶିକା ପରୀକ୍ଷା (ଏନ୍‌ଇଇଟି) ୨୦୧୯ର ଫଳ ବୁଧବାର ପ୍ରକାଶ ପାଇଛି । ଏଥିରେ ବଲାଙ୍ଗୀର...

Advertisement
Archives

Model This Week