ବଲାଙ୍ଗୀର ଅଫିସ,୨।୨: ବଲାଙ୍ଗୀର ମହିଳା ମହାବିଦ୍ୟାଳୟ ଛକ ନିକଟରେ ଥିବା ପତଞ୍ଜଳି ଦୋକାନରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି ହୋଇଥିବା ସ୍ଥାନୀୟ ଟାଉନ ଥାନାରେ ଅଭିଯୋଗ ହୋଇଛି । ଦୋକାନ ମାଲିକ ଶିବରାମ ପଣ୍ଡା ଏ ନେଇ ଅଭିଯୋଗ କରିଛନ୍ତି । ମଙ୍ଗଳବାର ରାତିରେ ଶିବରାମ ଦୋକାନ ବନ୍ଦ କରି ଘରକୁ ଯାଇଥିଲେ। ବୁଧବାର ସକାଳୁ ଆସି ଦେଖିଲା ବେଳକୁ ଦୋକାନର ତାଲା ଭାଙ୍ଗି ସଟର୍ ଖୋଲା ଯାଇଥିଲା । ଦୋକାନ ଭିତରେ ଦୁଇ ଲକ୍ଷ ଟଙ୍କା ସହ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି ହୋଇଥିବା ଦୋକାନ ମାଲିକ ପଣ୍ଡା ଅଭିଯୋଗ କରିଛନ୍ତି ।
ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ
ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…
ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ
ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…
ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା
ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…
ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…
ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…
ବଲାଙ୍ଗୀର-ଦେଓଗାଁ ରାସ୍ତାରେ ଦୁର୍ଘଟଣା, ଜଙ୍ଗଲକୁ ପଶିଗଲା ଟମାଟୋ ବୋଝେଇ ଟ୍ରକ୍
ବଲାଙ୍ଗୀର,୧୨।୧୦(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ଦେଓଗାଁ ମୁଖ୍ୟ ରାସ୍ତା ଏନଏଚ ୨୬ରେ ଦୁର୍ଘଟଣା ଘଟିଛି । ଦେଓଗାଁ ଚିନିକଳ କଲୋନୀ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଜଙ୍ଗଲ…
‘କୃଷି, ଏକତା ଅଘରିଆଙ୍କ ଶକ୍ତି’
ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍ଘାଟ୍ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…
ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ
ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…
ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ
ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

