ଏହି ଅଭିନେତ୍ରୀଙ୍କ ଗୋଟିଏ ଫଟୋରେ କୋଟିକୋଟି ପ୍ରଶଂସକ ପାଗଳ

ମୁମ୍ବାଇ: ବଲିଉଡ୍‌ର ସୁନ୍ଦରୀ ଅଭିନେତ୍ରୀ ତଥା ଅନିଲ କପୁରଙ୍କ ଲଳନା ସୋନମ କପୁର ଇଣ୍ଡଷ୍ଟ୍ରିରେ ଜଣେ ପରିଚିତ ଅଭିନେତ୍ରୀ। ସେ ତାଙ୍କ କ୍ୟାରିୟରରେ ଏ ପର୍ଯ୍ୟନ୍ତ ଅନେକ ହିଟ୍‌ ଫିଲ୍ମ ଦେଇଛନ୍ତି। ସୋନମ ତାଙ୍କ ଫିଲ୍ମ ପାଇଁ ଯେତିକି ପରିଚିତ ନୁହନ୍ତି, ତାଙ୍କ ପୋଷାକ ପାଇଁ ବେଶ୍‌ ଜଣାଶୁଣା। ତାଙ୍କୁ ବଲିଉଡ୍‌ର ଫ୍ୟାଶନନିଷ୍ଟ କୁହାଯାଏ। ସୋସିଆଲ ମିଡିଆରେ ସୋନମ ଫଟୋ ଶେୟାର କରିବା ମାତ୍ରେ ଏହା ପ୍ରଶଂସକଙ୍କୁ ଏକପ୍ରକାର ପାଗଳ କରିଦିଏ।

ସୋନମ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଦୁଇଟି ଫଟୋ ଶେୟାର କରିଛନ୍ତି। ଏହି ଫଟୋରେ ସେ ବହୁତ ଗ୍ଲାମରସ ଦିଶୁଛନ୍ତି। ଫଟୋରେ ସେ ଏକ କଳାରଙ୍ଗର ଡ୍ରେସ୍‌ ପିନ୍ଧି ଖୁବ୍‌ ଆକର୍ଷଣୀୟା ଦେଖାଯାଉଛନ୍ତି। ଏଥିସହିତ ସେ ଡାଏମଣ୍ଡର ଏକ ହାର ପିନ୍ଧିଥିବା ନଜର ଆସିଛନ୍ତି। ଫଟୋକୁ ପ୍ରଶଂସକମାନେ ପସନ୍ଦ ବି କରିଛନ୍ତି।

ଏ ତ ଗଲା ସୋନମଙ୍କ ବ୍ୟକ୍ତିଗତ କଥା। ଯଦି ତାଙ୍କ ଓ୍ବାର୍କଫ୍ରଣ୍ଟ୍‌ କଥା ଦେଖିବା ତେବେ ଶେଷଥର ପାଇଁ ସେ ତାଙ୍କ ପିତାଙ୍କ ଓ୍ବେବ୍‌ ସିରିଜ୍‌ ‘ଏକେ ଭର୍ସେସ ଏକେ’ରେ ନଜର ଆସିଥିଲେ। ସୋନମ ଫିଲ୍ମ ‘ସାଓ୍ବରିଆ’ ଜରିଆରେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ଏହା ବ୍ୟତୀତ ସେ ‘ଦିଲ୍ଲୀ-୬’, ଖୁବ୍‌ ସୁରତ, ପ୍ରେମ୍‌ ରତନ୍‌ ଧନ ପାଓ୍ବେ’, ନୀରଜା, ରନ୍‌ଝାନା ଆଦି ଫିଲ୍ମରେ ଖୁବ୍‌ ନିଖୁଣ ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ବିରୋଧରେ FIR; ବଢ଼ିଲା ଅଡୁଆ!

କୋଲକାତା,୨୬।୫: ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ପଶ୍ଚିମବଙ୍ଗର ପୂର୍ୱତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ବିବାଦରେ ଫସିଛନ୍ତି। ତାଙ୍କ ବିରୋଧରେ ସିଲିଗୁଡ଼ି ସାଇବର ପୋଲିସ…

ନିର୍ଦ୍ୱନ୍ଦରେ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହେଲେ ଅରୁଣ କୁମାର ପଣ୍ଡା, କହିଲେ କୃଷକ ସମସ୍ତ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଆତ୍ମା (କୃଷିବୈଷୟିକ କମିଟି)ର ନିର୍ବାଚନ ମଙ୍ଗଳବାର କୃଷି କାର୍ଯ୍ୟାଳୟ ପରିଷରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୨୨…

ମହାନଦୀରେ ଭାସିଗଲେ ବାଳକ, ଅଗ୍ନିଶମ ବିଭାଗର ଖୋଜାଖୋଜି ଜାରି

କଟକ ସଦର, ୨୬।୫ (ସୁଶାନ୍ତ କୁମାର ଜେନା): କନ୍ଦରପୁର ଥାନା ଅନ୍ତର୍ଗତ ଦାମୋଦରପୁର ନିକଟରେ ମହାନଦୀରେ ଗାଧୋଇବା ବେଳେ ମଙ୍ଗଳବାର ଅପରାହ୍ନରେ ଜଣେ ବାଳକ ପାଣିର ପ୍ରବଳ…

ଏଡିଏମଙ୍କ କ୍ୟାମ୍ପ କୋର୍ଟ ପୁଣି ଆରମ୍ଭ: ଲୋକଙ୍କୁ ତ୍ୱରିତ ସେବା ଦେବାକୁ ନିର୍ଦ୍ଦେଶ

ଭଞ୍ଜନଗର, ୨୬।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଏଡିଏମ ଦେବଦତ୍ତ ପଣ୍ତା ମଙ୍ଗଳବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କ୍ୟାମ୍ପ କୋର୍ଟ ଆୟୋଜନ କରିଥିଲେ। ଏହି ସମୟରେ ସେ…

ମଣିଷ ଶରୀରରେ ଆଜି ବି ଅଛି ତୃତୀୟ ଆଖି! ବୈଜ୍ଞାନିକ କଲେ ଚମକାଇଦେଲା ଭଳି ଖୁଲାସା

ଆପଣ ଭଗବାନ ଶିବଙ୍କର ତୃତୀୟ ନୟନ ବା ତ୍ରିନେତ୍ର ବିଷୟରେ ନିଶ୍ଚୟ ଶୁଣିଥିବେ, କିନ୍ତୁ ଆପଣ କେବେ ମଣିଷର ତୃତୀୟ ଆଖି ବିଷୟରେ ଶୁଣିଛନ୍ତି କି? ଆଜ୍ଞା…

IPL ପରେ MI ଛାଡି ଏହି ଟିମ୍‌କୁ ଯିବେ ପାଣ୍ଡ୍ୟା! ଏହି ଖେଳାଳିଙ୍କ ବଡ଼ ସଙ୍କେତ ପରେ କ୍ରିକେଟଜଗତରେ ହଇଚଇ

ନୂଆଦିଲ୍ଲୀ, ୨୬।୫: ଆଇପିଏଲ (IPL) ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଦର୍ଶନ ଭଲ ରହିନାହିଁ ଏବଂ ଏହା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେବାରେ…

ଏହି ବଡ଼ ସହରରେ ଆଜିଠୁ ୧୪ ଦିନିଆ ‘କର୍ଫ୍ୟୁ’: କଣ ଖୋଲା, କଣ ବନ୍ଦ? ଲାଗିଲା କଡ଼ା କଟକଣା

ନୂଆଦିଲ୍ଲୀ,୨୬।୫: ମହାରାଷ୍ଟ୍ରର ପୁଣେ ସହରରେ ୧୪ ଦିନ ପାଇଁ କର୍ଫ୍ୟୁ ଲାଗୁ କରାଯାଉଛି। ଏହି ସମୟ ମଧ୍ୟରେ ଅନେକ କଟକଣା ବଳବତ୍ତର ରହିବ। ମେ ୨୬ ତାରିଖ…

କ୍ୱାଲିଫାୟର-୧: ହୋଇପାରେ ହାଇସ୍କୋରିଂ ମ୍ୟାଚ୍‌

ଧର୍ମଶାଳା,୨୬ା୫; ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏସନ ଷ୍ଟାଡିୟମ ଧର୍ମଶାଳାରେ ମଙ୍ଗଳବାର କ୍ୱାଲିଫାୟର-୧ ମ୍ୟାଚ୍‌ ଖେଳାଯିବ। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri