ଇମ୍ରାନଙ୍କ ସମର୍ଥନରେ ରାଜରାସ୍ତାକୁ ଓହ୍ଲାଇଲେ ଲକ୍ଷ ଲକ୍ଷ ଲୋକ

ଇସଲାମାବାଦ୍‌,୧୧।୪: ପାକିସ୍ତାନ ତେହରିକ୍‌-ଏ-ଇନଶାଫ୍‌(ପିଟିଆଇ) ଅଧ୍ୟକ୍ଷ ଇମ୍ରାନ ଖାନ୍‌ ଅନାସ୍ଥା ଭୋଟ୍‌ରେ ପରାଜିତ ହୋଇ ଗାଦିଚ୍ୟୁତ ହେବା ପରେ ଦେଶର ପ୍ରଧାନମନ୍ତ୍ରୀ ଆସନ କିଏ ଅଳଙ୍କୃତ କରିବେ, ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ତେବେ ଇମ୍ରାନ ଗାଦିଚ୍ୟୁତ ହେବାପରେ ତାଙ୍କ ଲକ୍ଷ ଲକ୍ଷ ସମର୍ଥକ ରାଜରାସ୍ତାକୁ ଓହ୍ଲାଇଛନ୍ତି। ଇମ୍ରାନଙ୍କ ସମର୍ଥନରେ ଯୁବକ, ବୃଦ୍ଧ, ମହିଳାମାନେ ଅଂଶଗ୍ରହଣ କରିଛନ୍ତି। ବିକ୍ଷୋଭକାରୀମାନେ ଇମ୍ରାନ ଖାନଙ୍କ ସମର୍ଥନରେ ସ୍ଲୋଗାନ ଦେଇଛନ୍ତି।
ଇମ୍ରାନଙ୍କ ସମର୍ଥକମାନେ ଇସଲାମାବାଦ, ପେଶୱାର, କରାଚି ଏବଂ ଲାହୋର ଭଳି ସହରରେ ରାଲି କରିଥିଲେ। ଏହି ସମୟରେ ସେ ଇମ୍ରାନଙ୍କ ସମର୍ଥନରେ ଏବଂ ବିରୋଧୀଙ୍କ ବିରୋଧରେ ସ୍ଲୋଗାନ ଦେଇଥିଲେ। ଲୋକମାନେ ବ୍ୟାନର ଏବଂ ପୋଷ୍ଟର ମଧ୍ୟ ନେଇଥିଲେ। ବିକ୍ଷୋଭକାରୀମାନେ ଇମ୍ରାନଙ୍କୁ କ୍ଷମତାରୁ ହଟାଇବା ଭୁଲ ବୋଲି କହୁଥିଲେ। ଏଥି ସହିତ, ଇମ୍ରାନ ସମସ୍ତଙ୍କୁ ଏହି ସମର୍ଥନ ପାଇଁ ଧନ୍ୟବାଦ ଜଣାଇଛନ୍ତି।
ଇମ୍ରାନ ଖାନ ଇସ୍ତଫା ଦେବା ପରେ ଲୋକଙ୍କୁ କହିଥିଲେ ଯେ, ଏବେ ସ୍ବାଧୀନତା ପାଇଁ ଲଢିବାର ସମୟ ଆସିଛି। ସେ ପୁଣିଥରେ ବିଦେଶୀ ଷଡଯନ୍ତ୍ରର ବିଷୟ ଦୋହରାଇଛନ୍ତି ଏବଂ ଷଡଯନ୍ତ୍ର କରି ଆମେରିକା ତାଙ୍କୁ କ୍ଷମତାରୁ ହଟାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…

ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ…

ପେଶାରେ ଡାକ୍ତର, ପରିଚୟ ‘ବଲୁଚିସ୍ତାନର ସିଂହୀ’; ଜାଣନ୍ତୁ କିଏ ଏହି ମହିଳା, ଯାହାଙ୍କୁ  ଭୟ କରେ ପାକିସ୍ତାନୀ ସେନା! 

ଇସଲାମାବାଦ,୨୪।୬: ପାକିସ୍ତାନର ବଲୁଚିସ୍ତାନ ପ୍ରଦେଶର ରାଜଧାନୀରେ ଥିବା ଆଣ୍ଟି-ଟେରରିଜିମ କୋର୍ଟ ବଲୁଚ୍‌ ଆକ୍ଟିଭିଷ୍ଟ ମହରଙ୍ଗ ବଲୋଚ୍‌ଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ମହରଙ୍ଗ ’ବଲୁଚିସ୍ତାନର ସିଂହୀ’ ଭାବେ ବେଶ…

ବିବାହର ପ୍ରତିଶୃତି ଦେଇ ଯୁବତୀଙ୍କୁ ଗର୍ଭବତୀ ପରେ ପ୍ରତାରଣା, ବଳାତ୍କାର ମାମଲାରେ ଜେଲ୍ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁରେ ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା; ସରକାରଙ୍କ ବଡ଼ ଘୋଷଣା, ପିପିଲି ଟୋଲ୍‌ ଗେଟ୍‌ରେ ଏହି ଗାଡ଼ିକୁ ଦେବାକୁ ପଡ଼ିବନି ଫି

ଭୁବନେଶ୍ବର,୨୪।୬: ଜୁଲାଇ ୧୬ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଆଉ ମାତ୍ର ଦିନ କେଇଟା ବାକି ରହିଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି ।…

ରାଜ୍ୟ ସରକାରକୁ ୨ ବର୍ଷ ପୂର୍ତ୍ତି; କେସିଙ୍ଗାରେ ବିକାଶ ଧାରା,ଓଡିଶା ସାରା

କେସିଙ୍ଗା,୨୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି ପକ୍ଷରୁ ଏକ ଭିଡିଓ କନଫରେନ୍ସ ଦ୍ଵାରା ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ଧାରା, ଓଡିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri