ରାସ୍ତା କଡରେ ପଡିଛି ଲକ୍ଷ ଲକ୍ଷ ଟଙ୍କାର ଔଷଧ

ମୋହନା,୨୦।୧୨( ମନ୍ମଥ ମିଶ୍ର ): ସରକାର ନିରାମୟ ଯୋଜନାରେ ସାଧାରଣ ଗରିବ ଲୋକଙ୍କ ପାଇଁ ପ୍ରତି ସ୍ବାସ୍ଥ୍ୟ କେନ୍ଦ୍ର ଓ ଉପ ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକୁ କୋଟିକୋଟି ଟଙ୍କାର ଔଷଧ ମାଗଣାରେ ବିତରଣ କରୁଛନ୍ତି। ଏଥି ପାଁଇ ସରକାର ତରଫରୁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଛି ।ତେବେ ମାଗଣାରେ ଲୋକଙ୍କୁ ଔଷଧ ଦେବା ପରିବର୍ତ୍ତେ ଲୋକ ଔଷଧ ଦୋକାନରୁ କିଣୁଛନ୍ତି ।
ଏକ ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ଜାତୀୟ ରାଜପଥ ୩୨୬ ରାସ୍ତା କଡ଼ର ପାର୍ଶରେ କୁଡ଼କୁଢ଼ ମେଡଶିନ ପେଟି ଫୋପଡ଼ା ଯାଇଛି। ତେବେ ଏତେ ପରିମାଣର ମେଡ଼ଶିିନ କେଉଁ କାରଣରୁ ଫିଙ୍ଗା ଗଲା ଆଉ କିଏ ଫିଙ୍ଗିଲା ତାହା ଏବେ ପ୍ରଶ୍ନବାଚି । ଏ ନେଇ ମୋହନା ଗୋଷ୍ଠୀ ସ୍ବାସ୍ଥକେନ୍ଦ୍ର ଅଧିକାରୀ ଜୟ ପଣ୍ଡାଙ୍କୁ ପଚାରିବାରୁ ଏକ ସ୍ବତନ୍ତ୍ର ଟିମ ଗଠନ ହୋଇ ରାସ୍ତା କଡରେ ପଡ଼ିଥିବା କିଛି ଔଷଧ ଅଣାଯାଇଛି। ଏହି ବିଷୟରେ ମୋହନା ଥାନାରେ ଏକ ଲିଖିତ ଅଭିଯୋଗ କରାଯାଇଛି। ତଦନ୍ତ ଚାଲୁ ରହିଛି । ତଦନ୍ତ ପରେ ସତ୍ୟସତ୍ୟ ଜଣାପଡିବ ବୋଲି କୁହାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହରମୁଜରେ ୫ ଯୁଦ୍ଧ ଜାହାଜ ଓହ୍ଲାଇଲା ଭାରତ, ଆଗକୁ କିଛି ବଡ଼…

ନୂଆଦିଲ୍ଲୀ,୨୬।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଜଡିତ ବିବାଦ ମଧ୍ୟରେ, ହରମୁଜ ପ୍ରଣାଳୀ ଆଲୋଚନାର ଏକ କେନ୍ଦ୍ରୀୟ ବିଷୟ ପାଲଟିଛି। ବିଶ୍ୱର ପ୍ରାୟ 20% ରୁ…

ମହାଗୌରୀ ବେଶରେ ମା’ ସମଲେଇ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ଅଷ୍ଟମ ଦିବସ ଗୁରୁବାର ଦେବୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ…

ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟକ୍‌: ୧୦ ଯାତ୍ରୀ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ,୨୬।୩: ଆନ୍ଧ୍ରପ୍ରଦେଶର ମାର୍କାପୁରମ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦଶ ଜଣ ପ୍ରାଣ ହରାଇଛନ୍ତି। ରାୟାବରମ ନିକଟରେ କାଠ ଖଣି ନିକଟରେ ଏକ…

ଅହିଂସା ଓ ଅସ୍ପୃଶ୍ୟତା

ଅହିଂସାକୁ ହିନ୍ଦୁଧର୍ମରେ ଶ୍ରେଷ୍ଠ ସଦାଚାର ବା ଗୁଣ ବୋଲି ବିବେଚନା କରାଯାଏ। ଏହା ସଦାଚାରୀ ସନ୍ନ୍ୟାସୀ, ଦୟାଶୀଳ ଋଷି ତଥା ଶ୍ରେଷ୍ଠ ନୈତିକ ଜୀବନର ଭାବମୂର୍ତ୍ତିକୁ ପରିପ୍ରକାଶକରେ।…

ଏତିକି ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି: ନିଃସନ୍ତାନ ମହିଳା ହେବେ ସନ୍ତାନ ପ୍ରାପ୍ତି

ଭୁବନେଶ୍ୱର,୨୬।୩: ରୁକୁଣା ରଥଯାତ୍ରା ପୂର୍ବରୁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡ ପାଣି ନିଲାମ ହୋଇଛି। ୭୦୦୧ ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି।…

ହୋଟେଲ, ରେଷ୍ଟୁରାଣ୍ଟରେ ‘ଏଲ୍‌ପିଜି ଚାର୍ଜ’ ନେବା ବେଆଇନ

ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ), ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡିକ ଦ୍ୱାରା ଗ୍ରାହକଙ୍କ ବିଲ୍‌ରେ ଏଲ୍‌ପିଜି ଚାର୍ଜ, ଗ୍ୟାସ୍‌ ସର୍‌ଚାର୍ଜ ଏବଂ ଇନ୍ଧନ ମୂଲ୍ୟ ଭରଣା…

ସରିଯିବ ଧାନକିଣା ଅବଧି, ସମସ୍ୟା ଅସମାହିତ

ବରଗଡ଼,୨୬ା୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୬ ଦିନ ବାକି। ମାତ୍ର ବରଗଡ଼ ଜିଲାର ବିଭିନ୍ନ ବ୍ଲକର ଚାଷୀମାନେ ଧାନ ବିକ୍ରି…

ମୋଦି ବିଶ୍ୱର ସବୁଠୁ ଲୋକପ୍ରିୟ ନେତା

ନୂଆଦିଲ୍ଲୀ ,୨୬ା୩: ବିଶ୍ୱର ଲୋକପ୍ରିୟ ନେତା ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ବି ସବୁଠୁ ଆଗରେ ରହିଛନ୍ତି। ଗତ ବର୍ଷ ତୁଳନାରେ ତାଙ୍କର ଲୋକପ୍ରିୟତା ହ୍ରାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri