ଚିତ୍ର ଆଙ୍କିବାରେ ମନ

କରୋନା ଦ୍ୱିତୀୟ ଲହର ପାଇଁ ଏବେ ତ ଶୁଟିଂ ବନ୍ଦ ଅଛି। ବସିବା ଅପେକ୍ଷା କାଶିବା ଭଲ। ତେଣୁ ଘରେ ବସି ରହିବା ଅପେକ୍ଷା ଜାହ୍ନବୀ କପୁର ଏବେ ଗୋଟିଏ କାମରେ ମନୋନିବେଶ କରିଛନ୍ତି। ତାହା କ’ଣ ଜାଣନ୍ତି ? ଚିତ୍ର ଆଙ୍କିବା। ନିଜ ରୁମ୍‌ରେ ବସି ପ୍ରଥମେ ସେ କାହାକୁ ଚିତ୍ରର ରୂପ ଦେବେ ସେ ନେଇ ଭଲ ଭାବରେ ଚିନ୍ତା କରୁଛନ୍ତି। ତା’ପରେ ନିଜ କାମରେ ଲାଗିଯାଉଛନ୍ତି। କେବଳ ସେତିକି ନୁହେଁ, ନିଜେ ଆଙ୍କିଥିବା ଚିତ୍ରଗୁଡିକୁ ନିଜ ସୋସିଆଲ ମିଡିଆରେ ଶେୟାର କରିବାକୁ ଭୁଲୁ ନାହାନ୍ତି। ଏ ସମ୍ପର୍କରେ ଜାହ୍ନବୀ କହନ୍ତି, ‘ପେଣ୍ଟିଂ କରିବା ମୋର ପିଲାଟି ଦିନରୁ ଅଭ୍ୟାସ। ଏ ନେଇ ମୋ ମାମା ମୋତେ ବେଶ୍‌ ଉତ୍ସାହିତ କରିଥିଲେ। ଆଉ ଏବେ ବାବା ପେଣ୍ଟିଂ ଚାଲୁ ରଖିବାକୁ ମୋତେ ସବୁବେଳେ କହିଥାଆନ୍ତି। କୌଣସି ପ୍ରାକୃତିକ ଦୃଶ୍ୟ ଦେଖିଲେ ତାହାକୁ ଚିତ୍ରର ରୂପ ଦେବାକୁ ମୋ ମନରେ ଇଚ୍ଛା ହୁଏ। କରୋନା ପାଇଁ ଲକ୍‌ଡାଉନ ଚାଲିଛି, ତେଣୁ ଘରେ ହିଁ ରହିବାକୁ ପଡୁଛି। ତେଣୁ ପେଣ୍ଟିଂ ପ୍ରତି ଅଧିକ ଧ୍ୟାନ ଦେଉଛି।’


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ ମୀରାଙ୍କୁ ଏମିତି ସର୍‌ପ୍ରାଇଜ ଦେଲେ ଶାହିଦ

ଶାହିଦ କପୁର ଏବଂ ମୀରା ରାଜପୁତ ରବିବାର ୪ର୍ଥ ବିବାହ ବାର୍ଷିକୀ ପାଳନ କରିଛନ୍ତି। ଦୁଇଜଣ ସୋସିଆଲ ମିଡିଆରେ ଫଟୋ ଶେୟାର କରି ସ୍ମୃତିକୁ ତାଜା...

ବୁଲେଟ୍‌ ପ୍ରୁଫ୍‌ ଗାଡ଼ି ଚଢ଼ନ୍ତି ବଲିଉଡ୍‌ର ଏସବୁ ଷ୍ଟାର୍‌

ମୁମ୍ବାଇ: ବଲିଉଡ୍‌ର କିଛି ଅଭିନେତା ବୁଲେଟ୍‌ ପ୍ରୁଫ୍‌ ଗାଡ଼ି ଚଢ଼ିଥାନ୍ତି। ଅଭିନେତା ସନି ଦେଓଲଙ୍କ ନିକଟରେ ଅଡି ଏ -୮ ଗାଡ଼ି ଅଛି। ଯାହାକି ସମ୍ପୂର୍ଣ୍ଣ...

ଏକଦା ଶାହାରୁଖ୍‌ କହିଥିଲେ ଯାହା ମୋ’ ପାଖରେ ଅଛି ଅମିତାଭଙ୍କ ପାଖରେ ନାହିଁ, କାରଣ ଜାଣିଲେ…

ମୁମ୍ବାଇ: କିଙ୍ଗ୍‌ଖାନ୍‌ ଶାହାରୁଖ୍‌ଙ୍କୁ ପ୍ରଥମେ ‘କଫି ଓ୍ବିଥ୍‌ କରଣ’ର ପ୍ରଥମ ସିଜିନରେ କରଣଙ୍କ ସହ ଦେଖିବାକୁ ମିଳିଥିଲା। ତେଣୁ ତାଙ୍କର ମଜାଳିଆ ଶୈଳୀକୁ ସେଠାରେ ଥିବା...

ଦେଶୀ ଗର୍ଲଙ୍କ କୁନି ମେକ୍‌ଅପ୍‌ ଆର୍ଟିଷ୍ଟ!

ମୁମ୍ବାଇ: ବଲିଉଡ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଏବେ ଆମେରିକାରେ ରହୁଛନ୍ତି। ଲକ୍‌ଡାଉନ କାରଣରୁ ସେ ନିଜ ପରିବାର ସହ କ୍ୱାଲିଟି ଟାଇମ୍‌ ସ୍ପେଣ୍ଡ କରୁଛନ୍ତି।...

ବିଗ୍‌ବସ୍‌ରେ ଏଣ୍ଟ୍ରି କରିବେ ଅବ୍ଦୁଙ୍କ ଶତ୍ରୁ ହସବୁଲ୍ଲା

ବମ୍ବେ: ବିଗ୍‌ବସ୍‌ ୧୬ରେ ଲୋକପ୍ରିୟ ପ୍ରତିଯୋଗୀ ଭାବେ ଅବ୍ଦୂ ରୋଜିକ୍‌ଙ୍କୁ ନେଇ ଚାରିଆଡେ ଚର୍ଚ୍ଚା। ଉଚ୍ଚତାରେ ଛୋଟ ହେଲେ ହେଁ ସେ ବଡ଼ ବଡ଼ ସେଲିବ୍ରିଟିଙ୍କୁ...

ଏକାଠି ନଜର ଆସିଲେ ରେଖା-କବୀର ବେଦୀ

ମୁମ୍ବାଇ,୨୯।୪: ଆପଣ ୮୦ଦଶକ ବଲିଉଡ ଫିଲ୍ମର ପ୍ରଶଂସକ କି? ତା’ହେଲେ ଆପଣ ନିଶ୍ଚିତ ଭାବରେ ରେଖା ଏବଂ କବୀର ବେଦୀଙ୍କ ‘ଖୁନ ଭରି ମାଙ୍ଗ’ ଫିଲ୍ମର...

ଫାଇନାଲ୍‌ ହେଲା ବିବାହ ତାରିଖ, ୨୭ ଡିସେମ୍ବରରେ ହାତକୁ ଦୁଇ ହାତ ହେବେ ମୋନା !

ବମ୍ବେ: ହାତକୁ ଦୁଇ ହାତ ହେବେ ଟେଲି ଅଭିନେତ୍ରୀ ମୋନା ସିଂ। ଦକ୍ଷିଣ ଭାରତର ଇନ୍‌ଭେଷ୍ଟମେଣ୍ଟ ବ୍ୟାଙ୍କର ଶ୍ୟାମଙ୍କୁ ସେ ବିବାହ କରିବେ ବୋଲି ଚର୍ଚ୍ଚା...

ଶବାନାଙ୍କ ଡ୍ରାଇଭରଙ୍କ ନାଁରେ ଆସିଲା ଅଭିଯୋଗ

ମୁମ୍ବାଇ,୧୯।୧: ବଲିଉଡ୍‌ ଅଭିନେତ୍ରୀ ଶବାନା ଆଜମୀ ଶନିବାର ଏକ କାର୍‌ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଖବର ମିଳିଥିଲା। ଏଥିରେ ତାଙ୍କ ଡ୍ରାଇଭର ମଧ୍ୟ ଆହତ...

Advertisement
Archives

Model This Week