ଖଣି ଭୁଶୁଡ଼ି ଚାଲିଗଲା ୨୦୦ ଲୋକଙ୍କ ଜୀବନ, ପଶି ରହିଛନ୍ତି ଅନେକ…

ଗୋମା(କଙ୍ଗୋ),୩୧ା୧ପୂର୍ବ କଙ୍ଗୋର କୋଲଟାନ ଖଣି ଅଞ୍ଚଳରେ କେତେକ ଖଣି ଭୁଶୁଡ଼ିପଡ଼ିବାରୁ ଅନୂ୍ୟନ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଶନିବାର ବିଦ୍ରୋହୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

ଏମ୍‌୨୩ ବିଦ୍ରୋହୀଙ୍କ ନିୟନ୍ତ୍ରଣରେ ଥିବା ରୁବାୟା ଖଣି ହଠାତ୍‌ ଭୁଶୁଡ଼ି ପଡ଼ିଥିଲା। ପ୍ରବଳ ବର୍ଷା ଯୋଗୁ ଭୂସ୍ଖଳନ ଘଟି ଖଣି ଭୁଶୁଡ଼ି ପଡିଥିବା ନର୍ଥ କିଭୁ ପ୍ରଦେଶର ଗଭର୍ନରଙ୍କ ମୁଖପାତ୍ର କହିଛନ୍ତି। ଆହୁରି ଅନେକ ଲୋକ ଖଣି ଭିତରେ ଫସିରହିଥିବା ସେ କହିଛନ୍ତି।

ଆହତଙ୍କୁ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଉଛି। ସାରା ବିଶ୍ୱ ଯୋଗାଣ କରୁଥିବା ଟାଣ୍ଟାଲମ୍‌ର ୧୫ ପ୍ରତିଶତରୁ ଊର୍ଦ୍ଧ୍ୱ କୋଲଟାନ୍‌ରୁ ଉତ୍ତୋଳନ ହୋଇଥାଏ। ସ୍ମାର୍ଟଫୋନ୍‌, କମ୍ପ୍ୟୁଟର, ବିମାନ ଇଞ୍ଜିନ୍‌ ଆଦି ନିର୍ମାଣରେ ଟାଣ୍ଟାଲମ୍‌ ମୁଖ୍ୟ ଉପାଦାନ। ୨୦୨୪ ମେ’ରେ ଏମ୍‌୨୩ ବିଦ୍ରୋହୀ ଉରୁବୟା ସହରକୁ କବ୍‌ଜା କରିବା ସହ ଖଣିଗୁଡ଼ିକୁ ନିଜ ନିୟନ୍ତ୍ରଣକୁ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାରିଯିବେ ଥଲାପଥି ବିଜୟ… ଏହି ଗୁଜବ ଶୁଣି ନିଜ ଗଳା କାଟିଲେ ପ୍ରଶଂସକ

ଚେନ୍ନାଇ,୪।୫: ତାମିଲନାଡୁ ବିଧାନସଭାର ୨୩୪ଟି ଆସନ ପାଇଁ ଭୋଟ ଗଣତି ଚାଲିଛି। ଏଥର ସୁପରଷ୍ଟାର ଥଲାପଥି ବିଜୟଙ୍କ ଦଳ ଟିଭିକେ (ତାମିଲାଗା ଭେଟ୍ରି କାଝାଗମ) ମଧ୍ୟ ନିର୍ବାଚନ…

ତାମିଲନାଡୁ ନିର୍ବାଚନରେ ​​ଚମତ୍କାର ପ୍ରଦର୍ଶନ ପରେ ପ୍ରଥମ ବୟାନ ଦେଲେ ବିଜୟଙ୍କ ମାତାପିତା, ପରିବର୍ତ୍ତନ….

୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନର ଫଳାଫଳ ବହୁତ ଆଶ୍ଚର୍ଯ୍ୟଜନକ ପ୍ରମାଣିତ ହୋଇଛି । ସୁପରଷ୍ଟାର ବିଜୟଙ୍କ ଦଳ, ଟିଭିକେ ପ୍ରଥମ ଥର ପାଇଁ ନିର୍ବାଚନ ମଇଦାନରେ ପ୍ରବେଶ…

ପଶ୍ଚିମବଙ୍ଗରେ ବିଜୟ ପରେ ପ୍ଲାନ ବି ପାଇଁ ପ୍ରସ୍ତୁତ ହେଉଛି ଭାଜପା: ପ୍ରଥମେ କରିବ ଏହି ୫ ବଡ଼ କାମ

ନୂଆଦିଲ୍ଲୀ,୪।୫: ପଶ୍ଚିମବଙ୍ଗର ନିର୍ବାଚନ ଇତିହାସରେ ଭାଜପା ନିରଙ୍କୁଶ ବହୁମତ ହାସଲ କରି ଏକ ନୂତନ ଅଧ୍ୟାୟ ଲେଖିଛି। ଦଳ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ୧୫ ବର୍ଷର ପୁରୁଣା…

ପଶ୍ଚିମବଙ୍ଗ ଫଳାଫଳ: ବାବା ରାମଦେବଙ୍କ ବିସ୍ଫୋରକ ବୟାନ, କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୪।୫: ଯୋଗଗୁରୁ ବାବା ରାମଦେବ ପଶ୍ଚିମବଙ୍ଗର ଫଳାଫଳ ଉପରେ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ ପାଞ୍ଚଟି ରାଜ୍ୟର ଦିଗ ଏବେ ସ୍ପଷ୍ଟ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ପଛରେ ପଡିଲେ ଏମ୍‌. କେ. ଷ୍ଟାଲିନ୍‌

ଚେନ୍ନାଇ,୪।୫: ତାମିଲନାଡୁ ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଦେଖାଯାଉଛି। ଡିଏମ୍‌କେ ସୁପ୍ରିମୋ ତଥା ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌. କେ. ଷ୍ଟାଲିନ କୋଲାଥୁର ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଥିବା…

ଜିତୁ ମୁଣ୍ଡାଙ୍କ ପାଇଁ ବଦଳିଲା ଗାଁର ଭାଗ୍ୟ, ମରାମତି ହେଲା….

କେନ୍ଦୁଝର,୪।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଟଙ୍କା ଉଠାଇବା ପାଇଁ ଜିତୁ ମୁଣ୍ଡା ନିଜ ବଡ଼ ଭଉଣୀଙ୍କ କଙ୍କାଳ କାନ୍ଧରେ ବୋହି ବ୍ୟାଙ୍କକୁ ନେବା ଘଟଣା ସାରା ଦେଶରେ…

ପାଦେପାଦେ ବିପଦ, ଓହଳିଛି ପୌର ପରିଷଦର ସ୍ବାଗତ ହୋର୍ଡିଂ

ଗୁଣପୁର,୪ା୫(ସଂକେତ ପାତ୍ର): ଗୁଣପୁର ସହରକୁ ସ୍ୱାଗତ ଜଣାଇବା ପାଇଁ ପୌରପରିଷଦ ଦ୍ୱାରା ବିକ୍ରମପୁର ପଥପ୍ରାନ୍ତ ନିକଟରେ ସ୍ଥାପିତ ସ୍ୱାଗତ ବୋର୍ଡ୍ ବର୍ତ୍ତମାନ ବିପଦ ସଙ୍କୁଳ ଅବସ୍ଥାରେ ରହିଛି…

ମାଟ୍ରିକ ପରୀକ୍ଷା ଫଳ: ପଦ୍ମାବତୀ ମହାଳିଙ୍ଗ, ମନୀଷା ଧରୁଆ ସ୍କୁଲ ପାଇଁ ଗୌରବ

ଭବାନୀପାଟଣା,୪।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ବାଦଲି ସ୍ଥିତ କିସ ଆବାସିକ ବିଦ୍ୟାଳୟର ଛାତ୍ରୀମାନେ ପ୍ରଥମ ବର୍ଷ ଦଶମ ପରୀକ୍ଷା ରେ ଶତ ପ୍ରତିଶତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri