ଭୁଶୁଡିଲା ଖଣି: ୨୦ରୁ ଅଧିକ ଶ୍ରମିକଙ୍କ ଚାଲିଗଲା ଜୀବନ

ଭେନେଜୁଏଲା,୨୨।୧: ଭେନେଜୁଏଲାରେ ଖଣି ଭୁଶୁଡ଼ି ୨୦ରୁ ଅଧିକ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଅନେକ ଶ୍ରମିକ ଏବେ ବି ଖଣି ଭିତରେ ଫସି ରହିଥିବା କୁହାଯାଉଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଚାଲିଛି। ମିଳିଥିବା ସୂଚନା ଅନୁଯାୟୀ, ସୁନା ଖଣିରେ ଖୋଳିବା ସମୟରେ ଏହି ଘଟଣା ଘଟିଥିଲା। ‘ବୁଲା ଲୋକା’ ଖଣିରେ ଏହି ଘଟଣା ଘଟିଛି। ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି।
ନାଗରିକ ସୁରକ୍ଷା ଡେପୁଟି ମନ୍ତ୍ରୀ କାର୍ଲୋସ ପେରେଜ ଏମ୍ପୁଏଡା ଟୁଇଟରରେ ଏହି ଘଟଣାର ଏକ ଭିଡିଓ ଜାରି କରିଛନ୍ତି। ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇବ ବୋଲି ଆଶଙ୍କା ପ୍ରକାଶ କରିଛନ୍ତି। ଅଧିକାରୀଙ୍କ କହିବାନୁସାରେ, ଘଟଣା ସମୟରେ ପ୍ରାୟ ୨୦୦ ଲୋକ ଖଣିରେ କାମ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଦ ଛାଡିବେ ସିଙ୍ଗାପୁର ପ୍ରଧାନମନ୍ତ୍ରୀ

ସିଙ୍ଗାପୁର,୧୫।୪: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲି ସିନ ଲୁଙ୍ଗ ସୋମବାର କହିଛନ୍ତି ଯେ ସେ ଆସନ୍ତା ୧୫ମେ’ ରେ ନିଜ ପଦରୁ ଇସ୍ତଫା ଦେବେ। ପରବର୍ତ୍ତୀ ପ୍ରଧାନମନ୍ତ୍ରୀ...

ଓମାନରେ ପ୍ରଳୟଙ୍କରୀ ବନ୍ୟା, ଏବେ ପର୍ଯ୍ୟନ୍ତ ୧୩ ମୃତ

ମସ୍କଟ,୧୫।୪: ପ୍ରକୃତି ବର୍ତ୍ତମାନ ମଧ୍ୟ ପୂର୍ବର ଓମାନ ସହରରେ ତାଣ୍ଡବ ସୃଷ୍ଟି କରୁଛି। ସୋମବାର ପ୍ରବଳ ବର୍ଷା ଯୋଗୁଁ ସେଠାରେ ୧୩ ଜଣଙ୍କର ମୃତ୍ୟୁ ହେଲାଣି।...

ଏହି ୫ ସୁରକ୍ଷା କବଚ ସହାୟତାରେ ଇରାନକୁ ପାଣି ପିଆଇଲା ଇସ୍ରାଏଲ

ଜେରୁଜେଲମ୍‌,୧୫ା୪:୬ ମାସ ଧରି ଲାଗି ରହିଥିବା ହମାସ୍‌ ବିରୋଧୀ ଯୁଦ୍ଧ ବେଳେ ଇସ୍ରାଏଲ୍‌ର ଏୟାର ଡିଫେନ୍ସ ସିଷ୍ଟମ୍‌ ରକେଟ, ଡ୍ରୋନ୍‌ ଓ ମିଶାଇଲ୍‌ ଆକ୍ରମଣକୁ ପ୍ରତିହତ...

ଇସ୍ରାଏଲ-ଇରାନ ବିବାଦ ମଧ୍ୟରେ ଆନନ୍ଦ ମହିନ୍ଦ୍ରାଙ୍କୁ ପସନ୍ଦ ଆସିଗଲା ଏହି ଗୋଟିଏ ଜିନିଷ: କହିଲେ, ଭାରତକୁ ବି ଏହା ଆବଶ୍ୟକ

ନୂଆଦିଲ୍ଲୀ,୧୫।୪: ଅନେକ ଦିନ ପରେ ନୀରବ ରହିବା ପରେ ଶେଷରେ ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବିବାଦ ଆରମ୍ଭ ହୋଇଛି। ଏହି ବିବାଦ ଉପରେ ସମଗ୍ର...

ଇରାନ ଆକ୍ରମଣ ପରେ ଆକ୍ସନ ମୋଡରେ ଆମେରିକା

ଓ୍ବାଶିଂଟନ,୧୫।୪: ଇସ୍ରାଏଲ ଉପରେ ଇରାନର ଆକ୍ରମଣ ପରେ ଆମେରିକା ପରିସ୍ଥିତି ଉପରେ କଡା ନଜର ରଖିଛି। ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆମେରିକାର ବୈଦେଶିକ...

ଆମ ପାଖରେ ଆଉ କୌଣସି ବାଟ ନ ଥିଲା; ସଫେଇ ଦେଲା ଇରାନ

ତେହରାନ,୧୫।୪: ଇସ୍ରାଏଲ ଉପରେ ଇରାନର ଆକ୍ରମଣ ପରେ ମିଳିତ ଜାତିସଂଘ ସୁରକ୍ଷା ପରିଷଦର ଏକ ଜରୁରୀ ବୈଠକ ଡକାଯାଇଥିଲା। ଏହି ବୈଠକରେ ଇରାନର କୂଟନୀତିଜ୍ଞମାନେ ମଧ୍ୟ...

ସଠିକ୍ ସମୟରେ ମିଳିବ ଆକ୍ରମଣର ଜବାବ, ଇରାନ ଆକ୍ରମଣ ପରେ ଇସ୍ରାଏଲ ମନ୍ତ୍ରୀଙ୍କ ପ୍ରତିଜ୍ଞା

ମୁମ୍ବାଇ,୧୫ା୪: ଇସ୍ରାଏଲର ମନ୍ତ୍ରୀ ବେନି ଗାଣ୍ଟଜ ରବିବାର ଶପଥ ନେଇଛନ୍ତି ଯେ ସମୟ ଆସିଲେ ଇରାନ କରିଥିବା କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍ ଆକ୍ରମଣର ଜବାବରେ ଦେବ।...

ଘନେଇଲା ଯୁଦ୍ଧ ସଙ୍କଟ:ବଢ଼ିବ ଅତ୍ୟାବଶ୍ୟକ ସାମଗ୍ରୀ ଦରଦାମ୍‌

ତେଲ୍‌ ଆଭିଭ୍‌/ତେହରାନ୍‌/ଓ୍ବାଶିଂଟନ୍‌,୧୪ା୪:୨୦୨୨ ଫେବୃଆରୀ ୨୪ରୁ ରୁଷିଆ-ୟୁକ୍ରେନ୍‌ ଏବଂ ୨୦୨୩ ଅକ୍ଟୋବର ୭ରୁ ଇସ୍ରାଏଲ୍‌-ହମାସ୍‌ ଯୁଦ୍ଧ ଲାଗି ରହିଥିବାବେଳେ ସାରା ବିଶ୍ୱର ମୁଣ୍ଡବ୍ୟଥା ବଢ଼ାଇବା ଭଳି ଆଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri