ମାଲାବାରରେ ମାଇନ ଡାଇମଣ୍ଡ ଶୋ

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ମାଲାବାର ଗୋଲ୍‌ଡ ଆଣ୍ଡ ଡାଇମଣ୍ଡର ବହୁ ପ୍ରତୀକ୍ଷିତ ‘ଡାଇମଣ୍ଡ ’ ଶୋ ସର୍ବଭାରତୀୟ ସ୍ତରରେ ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ମାଲାବାର ଗୋଲ୍‌ଡ ଆଣ୍ଡ ଡାଇମଣ୍ଡର ଭୁବନେଶ୍ୱରସ୍ଥିତ ଶହୀଦନଗର ଶୋ’ରୁମ୍‌ରେ ମାଇନ ଡାଇମଣ୍ଡ ଶୋ’ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଏହି ଅବସରରେ କଣ୍ଠଶିଳ୍ପୀ ପ୍ରଜ୍ଞା ହୋତା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମାଲାବାର ଶହୀଦନଗର ଶୋ’ରୁମ୍‌ର ବରିଷ୍ଠ ଅଧିକାରୀଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ଏହି ଶୋ ୨୦୨୪ ଜୁଲାଇ ୧୪ ପର୍ଯ୍ୟନ୍ତ ଜାରି ରହିବ। ଉକ୍ତ ଶୋ ଉଭୟ ବିକ୍ରୟ ଓ ପ୍ରଦର୍ଶନୀ ପାଇଁ ଉପଲବ୍ଧ ଥିଲାବେଳେ ଗ୍ରାହକ ଶୋ’ ଜରିଆରେ ମାଲାବାରର ପ୍ରମିୟିମ ହୀରା କଲେକ୍ସନ ସାଙ୍ଗକୁ ଅନ୍ୟାନ୍ୟ ମୂଲ୍ୟବାନ୍‌ ଗହଣା ଓ ଡିଜାଇନ ମଧ୍ୟ ସଂଗ୍ରହ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

କେୟାର ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର

ଭୁବନେଶ୍ୱର ,୧୪।୭ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ଚନ୍ଦ୍ରଶେଖରପୁରସ୍ଥିତ କେୟାର ହସ୍ପିଟାଲ ଚିକିତ୍ସା କ୍ଷେତ୍ରରେ ଆଉ ଏକ ନୂଆ ମାଇଲ୍‌ଷ୍ଟୋନ୍‌...

ଆଇଓବିର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର ,୧୪।୭ (ଅଭୟ ଦାଶ): ଇଣ୍ଡିଆନ୍‌ ଓଭରସିଜ୍‌ ବ୍ୟାଙ୍କ (ଆଇଓବି)ର ନୂତନ ଶାଖା (ନବରଙ୍ଗପୁର ଶାଖା) ନିକଟରେ ବ୍ରହ୍ମପୁର କ୍ଷେତ୍ରୀୟ କାର୍ଯ୍ୟାଳୟ ଅନ୍ତର୍ଗତ ନବରଙ୍ଗପୁର ଜିଲ୍ଲାର...

ପ୍ରତ୍ୟକ୍ଷ ଟିକସ ସଂଗ୍ରହରେ ଅଭିବୃଦ୍ଧି

ଭୁବନେଶ୍ୱର,୧୪।୭(ଅନୁରାଧା ମହାରଣା): ବ୍ୟକ୍ତିଗତ ଆୟକର ସଂଗ୍ରହ କର୍ପୋରେଟ ଟିକସ ସଂଗ୍ରହକୁ ଅତିକ୍ରମ କରିଛି। ଚଳିତ ଆର୍ଥିକ ବର୍ଷର ଏପ୍ରିଲ ୧ରୁ ଜୁଲାଇ ୧୧ ମଧ୍ୟରେ (୨୦୨୪-୨୫)...

ଯଦି ଅମ୍ବାନୀ ପ୍ରତିଦିନ ୩କୋଟି ଟଙ୍କା ଖର୍ଚ୍ଚ କରନ୍ତି, ଏତିକି ଦିନରେ ଶେଷ ହୋଇଯିବ ତାଙ୍କର ପୁରା ସମ୍ପତ୍ତି

ନୂଆଦିଲ୍ଲୀ,୧୩।୭: ଭାରତର ସବୁଠାରୁ ଧନୀ ବ୍ୟବସାୟୀ ମୁକେଶ ଅମ୍ବାନୀ ସବୁବେଳେ ଲାମଲାଇଟରେ ରହିଥା’ନ୍ତି। ସମ୍ପ୍ରତି, ଆଜିକାଲି ସେ ତାଙ୍କ ସାନପୁଅ ଅନନ୍ତ ଅମ୍ବାନୀ ଓ ରାଧିକା...

ପ୍ରଡକ୍ଟ ପୋର୍ଟଫୋଲିଓକୁ ବିସ୍ତାର କରିବ ମେଡ୍‌ଜେନୋମ୍‌

ଭୁବନେଶ୍ୱର,୧୩।୭ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ଡାଇଗ୍ନୋଷ୍ଟିକ ଲାବ୍‌ ଶୃଙ୍ଖଳା ଜେନ୍‌ଏକ୍ସ ଡାଇଗ୍ନୋଷ୍ଟିକ୍ସର ଏକ ଅଂଶଧନକୁ ଗ୍ଲୋବାଲ ଜେନୋମିକ୍ସ-ଡ୍ରିଭେନ ଡାଇଗ୍ନୋଷ୍ଟିକ୍ସ ଆଣ୍ଡ...

ଏସ୍‌ବିଆଇର ନୂତନ ଡିଜିଟାଲ ସେବା

ଭୁବନେଶ୍ୱର,୧୩।୭ (ଅଭୟ ଦାଶ): ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ବା ଏସ୍‌ବିଆଇ)ର ନୂତନ ଡିଜିଟାଲ ସେବାର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ମ୍ୟୁଚୁଆଲ...

ଶେଷ ଦିନରେ ୧.୨ ଲକ୍ଷ କୋଟି ଯୋଡ଼ିଲେ ନିବେଶକ

ନୂଆଦିଲ୍ଲୀ,୧୩।୭ (ଅଭୟ ଦାଶ): କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟୁଛି। ଫଳରେ ଶେୟାର ବଜାରର ନିବେଶକ ଓ ପୁଞ୍ଜିବଜାର କାରବାରରେ ଅଭିବୃଦ୍ଧି...

ଆଦାନୀ ୱିଲ୍‌ମାର୍‌ର ନୂତନ ଟିଭିସି

ନୂଆଦିଲ୍ଲୀ,୧୩।୭ (ଅଭୟ ଦାଶ): ଆଦାନୀ ୱିଲ୍‌ମାର୍‌ ଲିମିଟେଡ୍‌ ପକ୍ଷରୁ ନୂତନ ଟେଲିଭିଜନ କମର୍ସିଆଲ (ଟିଭିସି)ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀ ଓଡ଼ିଶାରେ ଆଧାର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri